Breaking News

ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||     

ଆରାଡୁଲ ଘାଟିରେଦୁର୍ଘଟଣା ଘଟି 40ଫୁଟ ତଳକୁ ଖସିଲା ବାଇକ |

01-Aug-2026

ଆରାଡୁଲ୍ ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୪୦ ଫୁଟ ତଳକୁ ଖସିଲା ବାଇକ୍, ଜଣେ ମୃତ, ଜଣେ ଗୁରୁତର

ଓଡିଶା ଜନମତ ରାୟଗଡା, ୦୧/୮,

କାମେଶ୍ୱର କରକରିଆ:------

ରାୟଗଡ଼ା ଜିଲ୍ଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ୍ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ ହରାଇ ପ୍ରାୟ ୪୦ ଫୁଟ ତଳକୁ ଖସିପଡ଼ିବାରୁ ଜଣେ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଅରମଡା ଗ୍ରାମର ପ୍ରଦୀପ କୁମାର ଲିମା (୩୦)। ଗୁରୁତର ଆହତ ହୋଇଥିବା ଯୁବକ ହେଲେ କେନ୍ଦ୍ରାପଡ଼ା ଜିଲ୍ଲାର ଅଶ୍ୱିନୀ ଜେନା (୩୪)। ସୂଚନା ଅନୁଯାୟୀ, ଉଭୟ ଗୁଣପୁରସ୍ଥିତ ଆର୍.କେ. ଟେଣ୍ଟ ହାଉସରେ କର୍ମଚାରୀ ଭାବେ କାର୍ଯ୍ୟରତ ଥିଲେ। ବକେୟା ଟଙ୍କା ଆଦାୟ ପାଇଁ ସେମାନେ ବାଇକ୍ ଯୋଗେ ସର୍ଗୀଆସିଂ ଗ୍ରାମକୁ ଯାଉଥିବା ବେଳେ ଆରାଡୁଲ୍ ଘାଟିରେ ବାଇକ୍‌ଟି ଭାରସାମ୍ୟ ହରାଇ ପ୍ରାୟ ୪୦ ଫୁଟ ତଳକୁ ଖସିପଡ଼ିଥିଲା। ଫଳରେ ଉଭୟ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ଉଭୟଙ୍କୁ ଉଦ୍ଧାର କରାଯାଇ ଗୁଣପୁର ଉପଖଣ୍ଡ ସ୍ତରୀୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ପ୍ରଦୀପ କୁମାର ଲିମାଙ୍କୁ ମୃତ ଘୋଷଣା କରିଥିବାବେଳେ ଅଶ୍ୱିନୀ ଜେନାଙ୍କର ଚିକିତ୍ସା ଜାରି ରହିଛି। ଖବର ପାଇ ପୁଟାସିଂ ପୁଲିସ ଘଟଣାସ୍ଥଳରେ ପହଞ୍ଚି ବାଇକ୍‌କୁ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣାର ପ୍ରକୃତ କାରଣ ନେଇ ତଦନ୍ତ ଚାଲିଥିବା ପୁଟାସିଂ ଥାନା ଅଧିକାରୀ ବିନ୍ଦୁଲତା ନାୟକ ସୂଚନା ଦେଇଛନ୍ତି। ଏହି ଅକାଳ ଦୁର୍ଘଟଣା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

News Comment

You Might Also Like

BACK TO TOP