Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ପ୍ରସନ୍ନ କୁମାର ନାୟକ ଙ୍କ" ଆମ ଜାତୀୟ `ପୁସ୍ତକ ଉନ୍ମୋଚିତ |

01-Aug-2026

ପ୍ରସନ୍ନ କୁମାର ନାୟକଙ୍କ  "ଆମ ଜାତୀୟ" ପୁସ୍ତକ ଉନ୍ମୋଚିତ ।

ଓଡିଶା ଜନ ମତ, ହିଞ୍ଜିଳି, କୃଷ୍ଣ ଚନ୍ଦ୍ର ସାମନ୍ତରା  | 

ବେଗୁନିଆପଡ଼ା,ଓଡିଶା ସାହିତ୍ୟ ଏକାଡେମୀ, ଭୁବନେଶ୍ୱର ଓ ଉତ୍କଳିକା ସାହିତ୍ୟ ପ୍ରତିଷ୍ଠାନ ବାଲିପଦରର  ମିଳିତ ଆନୁକୂଲ୍ୟରେ ବ୍ରହ୍ମପୁର ଉତ୍କଳ ଆଶ୍ରମ ସ୍ଥିତ ଭାଷା ଭବନ ସମ୍ମିଳନୀ କକ୍ଷରେ ଗଞ୍ଜାମ ଜିଲ୍ଲାସ୍ତରୀୟ ସାହିତ୍ୟ ସମାବେଶ ଅନୁଷ୍ଠିତ ହୋଇଯାଇଛି l ଏହି ସମାବେଶରେ ବେଗୁନିଆପଡା ବ୍ଲକ ଅନ୍ତର୍ଗତ ଅଙ୍ଗାରଗାଁ ଦଣ୍ଡପାଣି ସୁମନ୍ତରାୟ ଉଚ୍ଚ ବିଦ୍ୟାଳୟର ରାଜ୍ୟପାଳ ପୁରସ୍କାରପ୍ରାପ୍ତ ବିଜ୍ଞାନ ଶିକ୍ଷକ ପ୍ରସନ୍ନ କୁମାର ନାୟକଙ୍କ ଅଷ୍ଟମ ପୁସ୍ତକ "ଆମ ଜାତୀୟ" ଉନ୍ମୋଚିତ ହୋଇଯାଇଛି l ଉକ୍ତ ଉତ୍ସବରେ ଉଦଘାଟିକା ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଡ଼ଃ ପ୍ରଭାତୀ ମହାପାତ୍ର, ମୁଖ୍ୟ ଅତିଥି ଡା ତିରୁପତି ସାହୁ,ମୁଖ୍ୟ ଵକ୍ତା ଇଂ. ଯାମିନୀ କାନ୍ତ ଦାସ, ସମ୍ମାନିତ ଅତିଥି ପୂର୍ବତନ ବିଡ଼ିଏ ଅଧକ୍ଷ  ସୁବାସ ଚନ୍ଦ୍ର ମହାରଣା ପ୍ରମୁଖ ଯୋଗଦେଇ ଉକ୍ତ ପୁସ୍ତକ ଉନ୍ମୋଚନ କରି ଖୁସିବ୍ୟକ୍ତ କରିଥିଲେ । ଏଥିରେ  ଶତାଧିକ କବି କବୟିତ୍ରୀ ମାନେ ଉପସ୍ଥିତ ଥିଲେ । 

News Comment

You Might Also Like

BACK TO TOP