Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |

01-Aug-2026

ପୁରୁଷୋତ୍ତମପୁର ସର  ସ୍ବତୀ ଶିଶୁ ମନ୍ଦିର ରେ ଜ୍ଞାନ
ବିଜ୍ଞାନ ମେଳା ଅନୁଷ୍ଠିତ |

ଓଡିଶା ଜନମତ  ବ୍ୟୁରୋ ,

ପୁରୁଷୋତ୍ତମପୁର ସହର ସ୍ଥିତ ସରସ୍ବତୀ ଶିଶୁ ମନ୍ଦିର ରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ବିଜ୍ଞାନ ମେଳାକୁ ବିଦ୍ୟାଳୟର ସମ୍ପାଦକ ଶ୍ରୀଯୁକ୍ତ ଅକ୍ଷୟ କୁମାର ବେହେରା ଦୀପ ପ୍ରଜ୍ଜ୍ଵଳନ କରି ଉଦ୍‌ଘାଟନ କରିଥିଲେ। ଆଚାର୍ଯ୍ୟା ଶ୍ରୀମତୀ ପ୍ରମୋଦିନୀ ସାହୁ ଅତିଥିଙ୍କ ପରିଚୟ ପ୍ରଦାନ କରିଥିଲେ। ପ୍ରଧାନଆଚାର୍ଯ୍ୟ ଶ୍ରୀଯୁକ୍ତ ନିରଞ୍ଜନ ଡାକୁଆ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ସହିତ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ । ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ଏନ୍.ଏ.ସି.ର ନଗରପାଳ ଶ୍ରୀଯୁକ୍ତ କୃଷ୍ଣଚନ୍ଦ୍ର ପଣ୍ଡା ଯୋଗଦେଇଥିଲେ। ମୁଖ୍ୟବକ୍ତା ଭାବରେ କାଇଁଚପୁର ପ୍ରାଥମିକ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ପ୍ରଶ୍ନଜିତ ଦାଶ ବିଜ୍ଞାନ ପ୍ରତି ଆଗ୍ରହୀ ହୋଇ ନୂଆ ନୂଆ ପ୍ରକଳ୍ପ ସଂପର୍କରେ ଉଦ୍ଦୀପନାମୂଳକ ମନୋଭାବ ନେଇ କାର୍ଯ୍ୟ କରିବାକୁ ଛାତ୍ରଛାତ୍ରୀଙ୍କୁ ଉଦ୍‌ବୋଧନ ଦେଇଥିଲେ। କନିଷ୍ଠ ଶିଶୁ, ଶିଶୁ ବର୍ଗ, ବାଲ ବର୍ଗ, କିଶୋର ବର୍ଗ ୪ଟି ବର୍ଗରୁ ମୋଟ ୧୭୭ ଜଣ ଛାତ୍ରଛାତ୍ରୀ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ। ବିଜ୍ଞାନ ପ୍ରକଳ୍ପ, ବିଜ୍ଞାନ ପ୍ରୟୋଗ, ବିଜ୍ଞାନ ପତ୍ର ବାଚନ, ଗଣିତ ପ୍ରୟୋଗ, ଗଣିତ ପତ୍ର ବାଚନ, କଥାକଥନ, ମୂର୍ତ୍ତିକଳା, ଭାଷଣ, ମୂର୍ତ୍ତିକଳା ସବୁ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ। ଭିନ୍ନ ଭିନ୍ନ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ମଣ୍ଡଳୀ ଦ୍ବାରା ମୂଲ୍ୟାଙ୍କନ କରାଯାଇଥିବା ସମସ୍ତ ପ୍ରତିଯୋଗିତାର ପ୍ରଥମ, ଦ୍ବିତୀୟ, ତୃତୀୟ ସ୍ଥାନ ଅଧୂକାର କରିଥିବା ପ୍ରତିଯୋଗୀ ମାନଙ୍କୁ ସମ୍ପାଦକ ମହୋଦୟ 
ସମ୍ବଦ୍ଧନା ସହ ପ୍ରମାଣପତ୍ର ଏବଂ ପୁରସ୍କାର ପ୍ରଦାନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମକୁ ଆଚାର୍ଯ୍ୟା ତ୍ରିପୁରା ପାତ୍ର ଓ ସୁନାରାଣୀ ପାଳ ଓ ନିବେଦିତା ପଣ୍ଡା ସୁଚାରୁ ରୂପେ ପରିଚାଳନା କରିଥିଲେ।

ପରିଚାଳନା ସମିତିର ସମସ୍ତ ସଦସ୍ୟ ସଦସ୍ୟା ଉପସ୍ଥିତ ରହି ସହଯୋଗ କରିଥିଲେ । ସମସ୍ତଙ୍କ ସାଧାରଣ ସହଯୋଗରେ ବିଜ୍ଞାନ ମେଳା ସୁନ୍ଦର ଭାବରେ ସମାପ୍ତ ହୋଇଥିଲ| ସମସ୍ତଙ୍କ ସାଧାରଣ ସହଯୋଗରେ ବିଜ୍ଞାନ ମେଳା ସୁନ୍ଦର ଭାବରେ ସମାପ୍ତ ହୋଇଥିଲା । ଏଥିରେ ବିଦ୍ୟାଳୟ ର ସମସ୍ତ ଗୁରୁଜୀ ଓ ଗୁରୁମା ତଥା ସେବକ ସେବିକା ଓ ବାହାନ ଚାଳକ ଭାଇମାନେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ | ପରିଶେଷରେ ପ୍ରଣବ ଗୁରୁଜୀ ଧନ୍ୟବାଦ ପ୍ରଦାନ କରିଥିଲେ ।

News Comment

You Might Also Like

BACK TO TOP