Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ଦିଗା ପଦା ଉଚ୍ଚ ବିଦ୍ୟାଳୟ ରେ ଶିକ୍ଷକ ସଙ୍ଘ ଗଠିତ |

02-Aug-2026

ବେଗୁନିଆପଡା ବ୍ଲକ ଉଚ୍ଚ ବିଦ୍ୟାଳୟ ଶିକ୍ଷକ ସଙ୍ଘ ଗଠିତ l

ଓଡିଶା ଜନମତ,କୋଦଳା :01/08/26 :

ନରେନ୍ଦ୍ର ନାଥ ଗୌଡ଼ :--ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ  ଦିଗାପଡା ସ୍ଥିତ ଲଙ୍ଗଳେଶ୍ୱର ବିଦ୍ୟାପୀଠ ଠାରେ ଶନିବାର ଦିନ  ସାଙ୍କୁଡ଼ା ଧବଳେଶ୍ୱର ବିଦ୍ୟାପୀଠର ପ୍ରଧାନଶିକ୍ଷକ ଶ୍ରୀ ଦେବରାଜ ମହାପାତ୍ରଙ୍କ ସଭାପତିତ୍ୱରେ ବ୍ଲକସ୍ତରୀୟ ଉଚ୍ଚ ବିଦ୍ୟାଳୟ ଶିକ୍ଷକ ଓ କର୍ମଚାରୀଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଥିଲା l ଉକ୍ତ ବୈଠକରେ ବ୍ଲକର ସମସ୍ତ ବିଦ୍ୟାଳୟ ଗୁଡିକ ଏକାଠି ହୋଇ କାମ କରିବା ନିମନ୍ତେ ଏକ ବ୍ଲକ ସ୍ତରୀୟ ସଂଘ ଗଠନ ହୋଇଥିଲା l ଏହି ବୈଠକରେ ସଭାପତି ଭାବେ ଶ୍ରୀ ନୃସିଂହ ଚରଣ ପଟ୍ଟନାୟକ, ଉପ-ସଭାପତି ଭାବେ ଶ୍ରୀ ନୀଳକଣ୍ଠ ଦାଶ, ସମ୍ପାଦକ ଭାବେ ଶ୍ରୀ ବିପ୍ର ଚରଣ ସାହୁ, ସହ ସମ୍ପାଦକ ଭାବେ ଶ୍ରୀ ଦୀପକ କୁମାର ବିଷୋୟୀ, କୋଷାଧକ୍ଷ ଭାବେ ଶ୍ରୀ ସଞ୍ଜୟ କୁମାର ଦାଶ,ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ଶ୍ରୀ ନାରାୟଣ ପଣ୍ଡା ଓ ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ଭାବେ ଶ୍ରୀ ପ୍ରସନ୍ନ କୁମାର ନାୟକଙ୍କୁ ସର୍ବ ସମ୍ମତି କ୍ରମେ ଚୟନ କରାଯାଇଥିଲା l ଭବିଷ୍ୟତରେ ଏହି ସଂଗଠନ ଓଷ୍ଟା ସଂଗଠନର ଆଭିମୁଖ୍ୟ ଦେଖି ସମର୍ଥନ କରିବା ପାଇଁ ନିଷ୍ପତ୍ତି କରାଗଲା l

News Comment

You Might Also Like

BACK TO TOP