Breaking News

ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||     

ହଂସ ତୁଳି କାଳୀମନ୍ଦିର ଠାରେ ଯୁବକ ଙ୍କ ଉନ୍ମତ କାଣ୍ଡ |

02-Aug-2026

ହଂସତୂଳୀ  କାଳୀ ମନ୍ଦିର ଠାରେ ଯୁବକଙ୍କ ଉନ୍ମତ କାଣ୍ଡ  l

ଓଡିଶା ଜନମତ,ବେଗୁନିଆପଡ଼ା : 02/08/26 :

ଭଞ୍ଜ କିଶୋର ମହାରଣା :--

ବେଗୁନିଆପଡା ଥାନା ଅନ୍ତର୍ଗତ ହଂସତୁଳୀ ଗ୍ରାମ ମା` କାଳୀଙ୍କ ମନ୍ଦିର ପରିସରରେ ଜଣେ ଯୁବକ ଆଶ୍ଚର୍ଯ୍ୟ ଜନକ ଭାବେ ନିଜକୁ ନିଜେ ଏକ ଉନ୍ମତ କାଣ୍ଡ ଭିଆଇଥିବା ଭଟଣା ଲୋକଲୋଚନକୁ ଆସିଛି l ଯୁବକ ଜଣକ ନିଜ ଜିଭ କାଟି ମନ୍ଦିର ପାଖରେ ପଡ଼ିଥିଲେ l ପ୍ରାପ୍ତ ସୂଚନା ଅନୁଯାୟୀ ଆଜି ସକାଳେ ବେଗୁନିଆପଡା ବ୍ଲକ ହଂସତୁଳୀ ଗ୍ରାମର କିରଣ ପାତ୍ର ନିଜ ଜିଭ କାଟି ମୁମୂର୍ଷୁ ଓ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ମନ୍ଦିର ପାଖରେ ପଡିଥିବାର ସ୍ଥାନୀୟ ଲୋକେ ଦେଖିଥିଲେ l ତୁରନ୍ତ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଖଲ୍ଲିକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା l ତେବେ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ହେବାରୁ, ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି l ଯୁବକ ଜଣକ  ପାରିବାରିକ କହଳ ପାଇଁ ଏଭଳି ଆତ୍ମହତ୍ୟା ଉଦ୍ୟମ କରିଛି ନା କୌଣସି ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଏପରି ଚରମ ନିଷ୍ପତ୍ତି ନେଲେ ଏହାର କାରଣ ଜଣା ପଡ଼ିନାହିଁ l

News Comment

You Might Also Like

BACK TO TOP