Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ଆଜି ହେଉଛି ବିଶ୍ୱ ବନ୍ଧୁତ୍ୱ ଦିବସ ||

02-Aug-2026

ଆଜି ହେଉଛି ବିଶ୍ୱ ବନ୍ଧୁତ୍ୱ ଦିବସ | 

ଓଡିଶା ଜନ ମତ, ବ୍ୟୁରୋ,

ବନ୍ଧୁତ୍ୱ ଏକ ଏମିତି ଜିନିଷ ତାକୁ ତୁଳନା କରାଯାଇ ପାରିବ ନାହିଁ |  ସତ୍ୟ ଯୁଗରୁ ଆରମ୍ଭ କରି  ଏବର କଳିଯୁଗ ପର୍ଯ୍ୟନ୍ତ ସବୁଠି ବନ୍ଧୁତ୍ୱ ରହିଛି |  ତ୍ରେତେୟା ଯୁଗରେ   ହନୁମାନ, ସୁଗ୍ରୀବ, ଭିଭୀଷଣ, ପ୍ରଭୁ ଭଗବାନ ଙ୍କ ଭଲ ବନ୍ଧୁ ଥିଲେ |  ଦ୍ୱାପର ଯୁଗରେ ସୁଦାମା, ଅର୍ଜୁନ ଭଲ ବନ୍ଧୁଥିଲେ, କଳିଯୁଗ ରେ ବିଦ୍ୟପତି ଠାରୁ ଆରମ୍ଭ କରି ଅନେକ ବନ୍ଧୁ ରହିଥିଲେ  | ଶାସ୍ତ୍ର ରେ ଲେଖାଅଛି "ଅସମୟର ବନ୍ଧୁ ହିଁ ପ୍ରକୃତ ବନ୍ଧୁ ଅଟେ" ତେବେ ଆସନ୍ତୁ ଜାଣିବା ସେହିଁ  ବିଶ୍ୱ ବନ୍ଧୁତା ଦିବସ ଉପରେ  |  ଜାଣନ୍ତୁ କାହିଁକି ପାଳନ କରାଯାଏ...
ବନ୍ଧୁତ୍ୱର ସଂପର୍କ ବହୁତ ସୁନ୍ଦର ଓ ଖାସ୍ ହୋଇଥାଏ । ଜାତି,ଧର୍ମ, ବର୍ଣ୍ଣ ସର୍ବପରେ ଅଟେ ବନ୍ଧୁତ୍ୱର ସଂପର୍କ। ବନ୍ଧୁତ୍ୱ ଏପରି ଏକ ସଂପର୍କ ଅଟେ ଯାହାସଂପର୍କ ଗଢି ଉଠିଥାଏ । ବନ୍ଧୁତା ହେଉଛି ସେହି ସୁନ୍ଦର ଅନୁଭବ ଯାହା ସମୟର ଗତି ସହିତ ଆହୁରି ନୀବିଡ ହୋଇଯାଏ । ଜଣେ ଭଲ ଏବଂ ପ୍ରକୃତ ସାଙ୍ଗ ସହିତ ଆମେ ଆମ ହୃଦୟରେ ସବୁକିଛି ବାଣ୍ଟିପାରିବା, ତାଙ୍କ ସହିତ ସମୟ ବିତାଇବା, ତାଙ୍କ ଭଲ ଏବଂ ଖରାପ ସମୟରେ ଏକାଠି ଠିଆ ହେବା ହିଁ ପ୍ରକୃତ ବନ୍ଧୁ କୁହାଯାଇଥାଏ ।
ସାଧାରଣତଃ ୩୦ ଜୁଲାଇକୁ ବିଶ୍ୱ ବନ୍ଧୁତ୍ୱ ଦିବସ ରୂପେ ପାଳନ କରାଯାଏ । କିନ୍ତୁ ଭାରତ ଓ ବାଙ୍ଗଲାଦେଶ ସହିତ ଅନ୍ୟ ଦେଶମାନଙ୍କରେ ଅଗଷ୍ଟ ମାସର ପ୍ରଥମ ରବିବାରକୁ ବନ୍ଧୁତ୍ୱ ଦିବସ ରୂପେ ପାଳନ କରାଯାଏ । ବନ୍ଧୁତ୍ୱ ଦିବସର ଆରମ୍ଭ ୧୯୫୮ ମସିହାରୁ ହୋଇଥିଲା । ବନ୍ଧୁତ୍ୱ ଦିବସର ପାଳନ କରିବା ନେଇ ଏକ ପୁରଣା ଇତିହାସ ରହିଛି । କିମ୍ବଦନ୍ତୀ ରହିଛି ଯେ ୧୯୫୮ ମସିହାରେ ଆମେରିକାରେ ଅଗଷ୍ଟ ମାସର ପ୍ରଥମ ରବିବାରରେ ଜଣେ ବ୍ୟକ୍ତିଙ୍କର ହତ୍ୟା ହୋଇଥିଲା । ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ସ୍ମୃତିରେ ତାଙ୍କର ଆଉ ଜଣେ ଘନିଷ୍ଠ ବନ୍ଧୁ ଆତ୍ମହତ୍ୟା କରି ଦେଇ ଥିଲେ । ଆଉ ସେବେଠାରୁ ଆମେରିକା ସରକାର ଅଗଷ୍ଟ ମାସର ପ୍ରଥମ ରବିବାରକୁ ବନ୍ଧୁତ୍ୱ ଦିବସ ଭାବେ ପାଳନ କରୁଛନ୍ତି । ବନ୍ଧୁତ୍ୱ ଦିବସ ସହିତ ଜଡିତ ଅନେକ କାହାଣୀ ଇତିହାସର ପୃଷ୍ଠାରେ ଦେଖାଯାଏ ।
ଆଜିର ଏହି ଦିନରେ ବନ୍ଧୁତ୍ୱର ପର୍ବକୁ ସ୍ୱତନ୍ତ୍ର କରିବା ପାଇଁ, ସମସ୍ତ ସାଙ୍ଗମାନେ ଏହି ଦିନ ଏକତ୍ର ଏକ ପାର୍ଟିର ଆୟୋଜନ କରନ୍ତି । ଆହୁରି ମଧ୍ୟ, ବନ୍ଧୁମାନେ ପରସ୍ପରକୁ କାର୍ଡ, ଅଭିବାଦନ, ଉପହାର ଦିଅନ୍ତ ଓ ଫ୍ରେଣ୍ଡସିପ୍ ବ୍ୟଣ୍ଡ ବାନ୍ଧି ଏହି ଦିନକୁ ପାଳନ କରିଥାନ୍ତି । ବନ୍ଧୁତ୍ୱର ସଂପର୍କ ବହୁତ ସୁନ୍ଦର ଓ ଖାସ୍ ହୋଇଥାଏ । ଜାତି,ଧର୍ମ, ବର୍ଣ୍ଣ ସର୍ବପରେ ଅଟେ ବନ୍ଧୁତ୍ୱର ସଂପର୍କ। ବନ୍ଧୁତ୍ୱ ଏପରି ଏକ ସଂପର୍କ ଯାହା କୈଣସି ସର୍ତ୍ତରେ ହୋଇ ନ ଥାଏ ଆଉ ହୃଦୟର ସହିତ ଏହି ସଂପର୍କ ଗଢି ଉଠିଥାଏ । ବନ୍ଧୁତା ହେଉଛି ସେହି ସୁନ୍ଦର ଅନୁଭବ ଯାହା ସମୟର ଗତି ସହିତ ଆହୁରି ନୀବିଡ ହୋଇଯାଏ । ଜଣେ ଭଲ ଏବଂ ପ୍ରକୃତ ସାଙ୍ଗ ସହିତ ଆମେ ଆମ ହୃଦୟରେ ସବୁକିଛି ବାଣ୍ଟିପାରିବା,ତାଙ୍କ   ହେବା ହିଁ ପ୍ରକୃତ ବନ୍ଧୁ କୁହାଯାଇଥାଏ ।

News Comment

You Might Also Like

BACK TO TOP