Breaking News

ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||     

କୃଷି ସମବାୟ ସମିତି ରେ ସମ୍ପାଦକ ପଦ ନିଯୁକ୍ତି ପାଇଁ ରେଢ଼ୁଆ ଗ୍ରାମବାସୀ ଙ୍କ ଦାବି |

02-Aug-2026

ରେଢ଼ୁଆ ପ୍ରାଥମିକ କୃଷି ସମବାୟ ସମିତି ରେ ସମ୍ପାଦକ ନିଯୁକ୍ତି ପାଇଁ ଦାବି।
ଓଡିଶା ଜନ ମତ ବ୍ୟୁରୋ, 

ଜଗତସିଂହପୁର ଜ଼ିଲ୍ଲା ରଘୁନାଥପୁର ବ୍ଲକ ଅନ୍ତର୍ଗତ ରେଢ଼ୁଆ ପ୍ରାଥମିକ କୃଷି ସମବାୟ ସମିତି ରେ ୩ ମାସରୁ ଉର୍ଦ୍ଧ ହେଲାଣି ସମ୍ପାଦକ ଜଣେ ନିଯୁକ୍ତି ହୋଇପାରିନାହିଁ। ଯାହାଦ୍ୱାରା ଅଞ୍ଚଳ ବାସି ବହୁ ଅସୁବିଧାର ସମ୍ମୁଖୀନ ହେବା ସହିତ  ଚାଷୀ ଚାଷ କାର୍ଯ୍ୟ ପାଇଁ ସାର, ଔଷଧ ବା ଅନ୍ୟାନ୍ୟ ଜିନିଷ  ପାଇ ପାରୁନାହାନ୍ତି। ରେଢ଼ୁଆ ପ୍ରାଥମିକ କୃଷି ସମବାୟ ବ୍ୟାଙ୍କ ରେ ହଜାର ହଜାର ଜମାକାରି ରୋଗ, ବୈରାଗ୍ୟ ରେ ପଡିଲେ କିମ୍ୱା କୃଷି କାର୍ଯ୍ୟ କରିବା ନିମନ୍ତେ ବ୍ୟାଙ୍କ ରୁ ଟଙ୍କା ଉଠାଇ ନପାରି ବହୁ ଅସୁବିଧାର ସମ୍ମୁଖୀନ ହେଉ ଥିବାର ଦେଖିବାକୁ ମିଳିଛି। ଏଥି ନିମନ୍ତେ ଜ଼ିଲ୍ଲା କୃଷକ ସଂଗଠନ ପକ୍ଷରୁ ସଭାପତି ଗୋବିନ୍ଦ ଚନ୍ଦ୍ର ଜେନା, ସମ୍ପାଦକ ବାବାଜୀ ଚରଣ ଜେନା, ଉପ ସଭାପତି ସାରଦା ପ୍ରସାଦ ରାୟ,  ଯୁଗ୍ମ ସମ୍ପାଦକ ଅଭୟ ସାମନ୍ତରାୟ,  କୋଷାଧକ୍ଷ ସିଦ୍ଧାର୍ଥ ତ୍ରିପାଠୀ,  ବିପିନୀ ବିହାରୀ ସ୍ୱାଇଁ ଓ ଅଶୋକ କୁମାର ବେହେରା ପ୍ରମୁଖ ଜ଼ିଲ୍ଲାପାଳ ଙ୍କୁ ଭେଟି ଦାବିପତ୍ର ପ୍ରଦାନ କରି ତୁରନ୍ତ ସମ୍ପାଦକ ନିଯୁକ୍ତି ନିମନ୍ତେ ଦାବି ଜଣାଇଛନ୍ତି।

News Comment

You Might Also Like

BACK TO TOP