Breaking News

ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||     

ଯାଦୁ ସମ୍ବଦ୍ଧିୟ ସଚେତନ ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |

03-Aug-2026

ଯାଦୁ ସଚେତନା ଓ ସ୍ଵାସ୍ଥ୍ୟ ଶିବିର,

ଓଡିଶା ଜନ ମତ, ବ୍ରହ୍ମପୁର,  

କୈଳାଶ  ଚନ୍ଦ୍ର  ଚୌଧୁରୀ :-----

 ବ୍ରହ୍ମପୁର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଯାଦୁ ରୋଗ ସଚେତନl ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଆରୋଗ୍ୟ ଭାରତୀ ଅଧ୍ୟକ୍ଷ ଡା.ନକୁଳ ସାହୁ କହିଲେ ଦୂଷିତ ଜଳ ସ୍ନାନ ,ଦେହ ଓଦା ରଖିବା ବା ଓଦାଲୁଗା ପରିଧାନ ଦ୍ଵାରା, ଝାଳ,ପ୍ରତିରୋଧକ ଶକ୍ତି ଅଭାବ,ମିଠା ଅଧିକ ଖାଇବା ଯୋଗୁଁ ଜଳରେ ଥିବା ଟିନିଆ ଓ ଅନ୍ୟାନ୍ୟ କୃମି ସଂକ୍ରମଣ ହୋଇ ଏହି ଚର୍ମରୋଗ ହୁଏ। ଅଧିକ କୁଣ୍ଡାଇ ହୋଇ, ଲାଲ ଲାଲ ବା ଚକା ଚିହ୍ନ ହୁଏ ସ୍ନାନ ବା ଓଦା ହେବା ପରେ ଶୁଖିଲା ଲୁଗାରେ ଦେହକୁ ପୋଛିବେ,ଦେହକୁ ସଫା ରଖିବେ, ନିମ୍ବ, ହଳଦି ଖାଇବେ, ଲଗାଇବେ। ମିଠା,ବାହାର ଖାଦ୍ୟ ଖାଇବେ ନାହିଁ l ଚାକୁଣ୍ଡା ମଞ୍ଜି, ଟାଙ୍ଗଣାଖଇ, ଜୁଆଣି ଲେମ୍ବୁ ରସରେ ବାଟି ଲଗାଇଲେ ଜାଦୁ, କାଛୁ ଆଦି ଭଲ ହୋଇଯିବ l ଝାଡ଼ା ସଫା ପାଇଁ ପାଣି ଅଧିକ ପିଇବେ l 
ଏହି ଅବସରରେ ରୋଗୀଙ୍କ ନାଡୀ,ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ, ଅମ୍ଳପିତ୍ତ ଓ ସ୍ତ୍ରୀ ରୋଗ ଆଦି  ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରିଥିଲେ l ପରିଚାଳନାରେ ସହଯୋଗ କରିଥିଲେ ଡି. ଶ୍ରୀନିବାସ ରାଓ ।ଏହି ଶିବିର ପ୍ରତି ସୋମବାରେ ଅନୁଷ୍ଠିତ ହୁଏ ଏହାର ସୁଯୋଗ ନେବାକୁ ପ୍ରତିଷ୍ଠାନ ଅନୁରୋଧ କରିଛନ୍ତି ।

News Comment

You Might Also Like

BACK TO TOP