Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ଆସନ୍ତା କାଲି ରାଷ୍ଟ୍ରପତି ଙ୍କ ଗ୍ରସ୍ତ ପାଇଁ ତପ୍ତପାଣି ରେ ପୋଲିସ ଓ ଜିଲ୍ଲା ପ୍ରଶାସନ ପ୍ରସ୍ତୁତି ଜୋରଦାର |

03-Aug-2026

ଆସନ୍ତା କାଲି ଅର୍ଥାତ ଅଗଷ୍ଟ ୪ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗଞ୍ଜାମ ଗସ୍ତ,

ଓଡିଶା ଜନ ମତ ବ୍ୟୁରୋ,

ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ ଜିଲ୍ଲା ଗସ୍ତରେ ଆସନ୍ତା କାଲି ଆସୁଛନ୍ତି ।  ତାଙ୍କର ଗ୍ରସ୍ତ ପାଇଁ ପୋଲିସ ତରଫରୁ ସବୁ ପ୍ରକାର ବ୍ୟବସ୍ତା କଡା, କଡ଼ି କରାଯାଇଛି ମହାମହିମ ପ୍ରଥମେ  ବ୍ରହ୍ମପୁର ରେଳଷ୍ଟେସନରେ ଓହ୍ଲାଇଦିଗପହଣ୍ଡି-ତପ୍ତପାଣି ରାସ୍ତା ଦେଇ ସାନଖେମୁଣ୍ଡି ବ୍ଲକସ୍ଥ ତପ୍ତପାଣି ଉଷ୍ଣପ୍ରସବଣରେ ପହଞ୍ଚିବେ। ଏଠାରେ ମା` କନ୍ଧୁଣି ଦେବୀଙ୍କ ପୀଠ ଦର୍ଶନ କରିବା ସହିତ ପାନ୍ଥନିବାସରେ ମଧ୍ୟାହ୍ନ ଭୋଜନ କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ସେ ପୁଣି ବ୍ରହ୍ମପୁରକୁ ଫେରିବେ ।
ମହାମହିମଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ଏବଂ ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ମନ୍ଦିର ଚତୁଃପାର୍ଶ୍ୱ ସଫେଇ ଏବଂ ରାସ୍ତାଘାଟ ମରାମତି କାର୍ଯ୍ୟ ଜୋରସୋରରେ ଚାଲିଛି। ଆଇନଶୃଙ୍ଖଳା ପରିସ୍ଥିତିକୁ କଡ଼ାକଡ଼ି ଭାବେ ନଜରରେ ରଖାଯାଇଛି। ତପ୍ତପାଣୀର ବାବା ନୀଳକଣ୍ଠେଶ୍ୱରଙ୍କ ପୀଠରେ ଶ୍ରାବଣ ପ୍ରଥମ ସୋମବାରରେ ଜଳାଭିଷେକ ବାରଣ କରାଯାଇଛି। ଜିଲ୍ଲାପାଳ, ଏସ.ପି.ଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଓ ବିଭିନ୍ନ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି । ରାଷ୍ଟ୍ରପତିଙ୍କ ଏହି ଆଗମନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀ, ମନ୍ଦିର କମିଟି ଏବଂ ପୂଜକମାନଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଓ ଖୁସି ଦେଖାଦେଇଛି |

News Comment

You Might Also Like

BACK TO TOP