Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

20ହଜାର ଲାଞ୍ଚ ନେଉଥିଲା ବେଳେ ମାଡି ବସିଲା ଭିଜିଲାନ୍ସ ବିଭାଗ |

03-Aug-2026

ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନ୍ସପେକ୍ଟର |

ଓଡିଶା ଜନ ମତ ବ୍ୟୁରୋ,

ସଂସାର ରେ କିଛି ଲୋକ ସେମାନଙ୍କ ଦରମା ଙ୍କୁ ଛାଡ଼ି ଲୋକଙ୍କ ହିତ କାର୍ଯ୍ୟରେ ସହଯୋଗ ନକରି ବରଂ ତାଙ୍କୁ ଯେକୌଣସି ଅଫିସ କାର୍ଯ୍ୟ ରେ ଠକି ନେବାକୁ  ଲାଞ୍ଚ ମାଗିଥାନ୍ତି | ବିଚରା ଲୋକଟି ମଧ୍ୟ କାମ ହେଉନଥିବା ଯୋଗୁଁ କେତେକ ସ୍ଥଳରେ ଲାଞ୍ଚ ଦେବାକୁ ବାଧ୍ୟ ହୁଅନ୍ତି | ତେବେ ଲୋକଙ୍କ ଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନସ୍ପେକ୍ଟର। ପରିବହନ ବିଭାଗ ଟ୍ରାଫିକ ଇନସ୍ପେକ୍ଟର ମୁକେଶ ମିଶ୍ର । ୨୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରିଲା ଭିଜିଲାନ୍ସ। ଗାଡି ଚାଲାଣ ପାସ କରିଦେବାକୁ ନେଉଥିଲେ ଲାଞ୍ଚ।  ନିଜ କାର୍ଯ୍ୟାଳୟ ଓ ସୁନ୍ଦରଗଡ଼ ସ୍ଥିତ ବାସ ଭବନରେ ଚଢ଼ାଉ  କରିଛି ଭିଜିଲାନ୍ସ ବିଭାଗ | ମିଶ୍ର  ସୁନ୍ଦର  ଗଡ଼ ବଡ଼ଗାଁ ନିକଟରେ ନେଉଥିଲେ ଲାଞ୍ଚ। ମାଡ଼ି ବସିଲା ରାଉରକେଲା ଭିଜିଲାନ୍ସର ସ୍ୱତନ୍ତ୍ର ଟିମ। ଏହି ଘଟଣା ଏବେ ସୁନ୍ଦରଗଡ଼ରେ ଚର୍ଚ୍ଚାର ବିଷୟ ହୋଇଛି।

News Comment

You Might Also Like

BACK TO TOP