Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ତାୟଗଡା ରେ ଜିଲ୍ଲପାଳ ଙ୍କଯୁଗ୍ମ› ଅଭିଯୋଗ ଶୁଣାଣି |

03-Aug-2026

ରାୟଗଡ଼ାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି: ୮୩ ଅଭିଯୋଗ ପଞ୍ଜୀକୃତ, ୧୭ଟିର ତୁରନ୍ତ ସମାଧାନ |

ଓଡିଶା ଜନମତ ରାୟଗଡ଼ା, ୩/୮,

କାମେଶ୍ୱର କରକରିଆ :------ ରାୟଗଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ସୋମବାର ଜିଲ୍ଲା ସଦର ମହକୁମାସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ ସଭାଗୃହରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶିବିରରେ ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ଶୁଣାଯାଇ ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇଥିଲା।
ଏହି ଅଭିଯୋଗ ଶୁଣାଣିରେ ମୋଟ ୮୩ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ୫୮ଟି ବ୍ୟକ୍ତିଗତ ଏବଂ ୧୭ଟି ସାମୂହିକ ଅଭିଯୋଗ ଥିଲା। ଶୁଣାଣି ସମୟରେ ୧୭ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅବଶିଷ୍ଟ ଅଭିଯୋଗଗୁଡ଼ିକର ଶୀଘ୍ର ଫଇସଲା ପାଇଁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଦେଇଥିଲେ।
ଶିବିର ଅବସରରେ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ୮ ଜଣ ଆବଶ୍ୟକତା ଥିବା ହିତାଧିକାରୀଙ୍କୁ ମୋଟ ୧ ଲକ୍ଷ ୨୭ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା।
ଏହି ଶିବିରରେ ଆରକ୍ଷୀ ଅଧୀକ୍ଷକ ରାଜ ପ୍ରସାଦ, ବନ ବିଭାଗ ଅଧିକାରୀ ସଚିନ୍ ଆନ୍ନା ସାହେବ ଓହଲ, ଜିଲ୍ଲା ମୁଖ୍ୟ ଉନ୍ନୟନ ଓ ନିର୍ବାହୀ ଅଧିକାରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଭାରପ୍ରାପ୍ତ ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା. ପ୍ରଶାନ୍ତ କୁମାର ମିଶ୍ର, ଉପ-ଜିଲ୍ଲାପାଳ ରମେଶ କୁମାର ଜେନା, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ଚନ୍ଦ୍ରକାନ୍ତ ମାଝୀଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ଏବଂ ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରିଥିଲେ।

News Comment

You Might Also Like

BACK TO TOP