Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ହିଞ୍ଜିଳି କାଟୁ ବିଜ୍ଞାନ ମହାବିଦ୍ୟାଳୟ ରେ ଆନ୍ତର୍ଜାତୀୟ ବାଣିଜ୍ୟ ଦିବସ ପାଳିତ

04-Aug-2026

ହିଞ୍ଜିଳିକାଟୁ ସ୍ୱୟଂଶାସିତ ବିଜ୍ଞାନ ମହାବିଦ୍ୟାଳୟରେ ଆନ୍ତର୍ଜାତୀୟ ବାଣିଜ୍ୟ ଦିବସ ପାଳିତ

ବିଶ୍ୱ ଅର୍ଥନୀତିର ବିକାଶରେ ବାଣିଜ୍ୟର ଗୁରୁତ୍ୱ ଉପରେ ଆଲୋକପାତ

ହିଞ୍ଜିଳିକାଟୁ, କୃଷ୍ଣ ଚନ୍ଦ୍ର ସାମନ୍ତରା :----

ଆନ୍ତର୍ଜାତୀୟ ବାଣିଜ୍ୟ ଦିବସ ଅବସରରେ ସୋମବାର ସକାଳ ୧୧ଟାରେ ହିଞ୍ଜିଳିକାଟୁ ସ୍ୱୟଂଶାସିତ ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ଏକ ଆଲୋଚନାଚକ୍ର ଓ ସମାରୋହ ଅନୁଷ୍ଠିତ ହୋଇଥିଲା। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ହରିହର ମୁନିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ମହାବିଦ୍ୟାଳୟର ପୂର୍ବତନ ପ୍ରାଧ୍ୟାପକ ଡ଼. ପ୍ରଫୁଲ୍ଲ ଚନ୍ଦ୍ର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଶ୍ୱ ଅର୍ଥନୀତିରେ ବାଣିଜ୍ୟର ଗୁରୁତ୍ୱ ଓ ଆଧୁନିକ ସମୟରେ ବାଣିଜ୍ୟ ଶିକ୍ଷାର ଆବଶ୍ୟକତା ଉପରେ ବିସ୍ତୃତ ଆଲୋକପାତ କରିଥିଲେ।
ସମ୍ମାନିତ ଅତିଥି ତଥା ସମ୍ବଳ ବ୍ୟକ୍ତି  ଭାବେ ଡ଼. ବିଶ୍ୱମୋହନ ଜେନା, ଡ଼. ଗୋପାଳ କୃଷ୍ଣ ପାଣିଗ୍ରାହୀ, ଡ଼. ଶାରଦା ପ୍ରସାଦ ସାହୁ ଏବଂ ଡ଼. ଲଳିତ ମୋହନ ପଟ୍ଟନାୟକ ଉପସ୍ଥିତ ରହିଥିଲେ। ପ୍ରଫେସର ପ୍ରବୋଧ କୁମାର ହୋତା ମୁଖ୍ୟ ବକ୍ତା ଭାବେ ବାଣିଜ୍ୟର ବର୍ତ୍ତମାନ ସ୍ଥିତି, ବିଶ୍ୱ ବଜାରର ପରିବର୍ତ୍ତିତ ଧାରା ଏବଂ ଭାରତ ପାଇଁ ଏହାର ସମ୍ଭାବନା ସମ୍ପର୍କରେ ଆଲୋଚନା କରିଥିଲେ। ବାଣିଜ୍ୟ ବିଭାଗର ମୁଖ୍ୟ ଡ଼. ପ୍ରଫୁଲ୍ଲ କୁମାର ରଥ କାର୍ଯ୍ୟକ୍ରମର ଆବାହକ ଭାବେ ଦାୟିତ୍ୱ ତୁଲାଇଥିବାବେଳେ ଅଧ୍ୟାପିକା ସାଇଲକ୍ଷ୍ମୀ ଆମ୍ବାତି ସୁନ୍ଦର ଭାବେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଡ଼. ସୁଦାମ କୁମାର ସାହୁ ସମଗ୍ର କାର୍ଯ୍ୟକ୍ରମର ବ୍ୟବସ୍ଥାପନାରେ ସହଯୋଗ କରିଥିଲେ। ବକ୍ତାମାନେ କହିଥିଲେ ଯେ, ବର୍ତ୍ତମାନ ସମୟରେ ଆମଦାନି ଓ ରପ୍ତାନି କେବଳ ବ୍ୟବସାୟରେ ସୀମିତ ନ ରହି ଚାକିରି ସୃଷ୍ଟି, ଶିଳ୍ପର ବିକାଶ, ପ୍ରଯୁକ୍ତିର ଆଦାନ-ପ୍ରଦାନ ଏବଂ ଦେଶର ଆର୍ଥିକ ଅଭିବୃଦ୍ଧିର ମୂଳ ଆଧାରରେ ପରିଣତ ହୋଇଛି। ଭାରତ ସମେତ ବିଭିନ୍ନ ଦେଶ ନିଜସ୍ୱ ଉତ୍ପାଦକୁ ବିଶ୍ୱ ବଜାରରେ ପହଞ୍ଚାଇ ବୈଦେଶିକ ମୁଦ୍ରା ଅର୍ଜନ କରୁଥିବାବେଳେ, ଡିଜିଟାଲ୍ ବାଣିଜ୍ୟ ଓ ଇ-କମର୍ସ ବିକାଶ କ୍ଷୁଦ୍ର ଓ ମଧ୍ୟମ ବ୍ୟବସାୟୀଙ୍କ ପାଇଁ ନୂଆ ସମ୍ଭାବନା ସୃଷ୍ଟି କରିଛି। ବିଶେଷଜ୍ଞମାନଙ୍କ ମତରେ, ନ୍ୟାୟସଙ୍ଗତ ଏବଂ ସନ୍ତୁଳ ନୀତି, ସ୍ଥାନୀୟ ଉତ୍ପାଦର ଗୁଣବତ୍ତା ବୃଦ୍ଧି, ରପ୍ତାନିକୁ ପ୍ରୋତ୍ସାହନ ଏବଂ ନବୀନ ଉଦ୍ୟୋଗୀଙ୍କୁ ସହଯୋଗ ପ୍ରଦାନ କରିବା ଦ୍ୱାରା ଭାରତ ବିଶ୍ୱ ବାଣିଜ୍ୟ କ୍ଷେତ୍ରରେ ନିଜର ସ୍ଥିତିକୁ ଆହୁରି ସୁଦୃଢ଼ କରିପାରିବ। ଏହି ଅବସରରେ ବହୁ ସଂଖ୍ୟକ ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା ଓ ବିଶେଷଜ୍ଞମାନେ ଉପସ୍ଥିତ ରହି ବିଶ୍ୱ ବାଣିଜ୍ୟର ଭବିଷ୍ୟତ, ଆର୍ଥିକ ବିକାଶରେ ଏହାର ଅବଦାନ ଓ ବାଣିଜ୍ୟ ଶିକ୍ଷାର ଗୁରୁତ୍ୱ ଉପରେ ମତବିନିମୟ କରିଥିଲେ। ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ ଛାତ୍ରଛାତ୍ରୀଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସୁଚାରୁ ଭାବେ ସମ୍ପନ୍ନ ହୋଇଥିଲା। ଶେଷରେ ଆୟୋଜକମାନଙ୍କ ପକ୍ଷରୁ ସମସ୍ତ ଅତିଥି ଓ ଉପସ୍ଥିତ ସଦସ୍ୟଙ୍କୁ ଧନ୍ୟବାଦ ଜଣାଯାଇଥିଲା। ଗଂଜାମ ?

News Comment

You Might Also Like

BACK TO TOP