Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

2026 ଦେବଗିରି ଲୋକ ମହୋତ୍ସବ ପାଳିତ |

04-Aug-2026

ଦେବଗିରି ଲୋକ ମହୋତ୍ସବ ୨୦୨୬ ପାଳିତ

ଓଡିଶା ଜନମତ ରାୟଗଡା ,୦୪/୦୮,

କାମେଶ୍ୱର କରକରିଆ: -------

ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ସଦର ମହକୁମା ସ୍ଥିତ କଲ୍ୟାଣମଣ୍ଡପ ଠାରେ ଦେବଗିରି କଳା ପରିଷଦ ପକ୍ଷରୁ ଦେବଗିରି ଲୋକ ମହୋତ୍ସବ ୨୦୨୬ ମହା ଧୁମ୍ ଧାମରେ ପାଳନ ହୋଇି ଯାଇଛି। ସର୍ବ ପ୍ରଥମେ ଆରାଧ୍ୟ ଦେବତା ଙ୍କ ନିକଟରେ ଦୀପ ପ୍ରଜ୍ଜ୍ୱଳନ କରିବା ପରେ ଦେବଗିରି କଳା ପରିଷଦ ସାଂସ୍କୃତିକ ଅନୁଷ୍ଠାନ ର କଳାକାର ମାନେ ସ୍ୱାଗତ ସଙ୍ଗୀତ ଗାନ କରିଥିଲେ ଏହାପରେ ସମ୍ପାଦକ ସନ୍ତୋଷ କୁମାର ବଛା ବାର୍ଷିକ ବିବରଣୀ ପାଠ କରିଥିଲେ । ଗ୍ରାମ ପଞ୍ଚାୟତରୁ ଆରମ୍ଭ କରି ରାଜ୍ୟ ସ୍ତରୀୟ ପର୍ଯ୍ୟନ୍ତ ଦେବଗିରି କଳା ପରିଷଦ ର କଳାକାର ମାନେ ଆଞ୍ଚଳିକ ଭାଷା କଳା ସଂସ୍କୃତି ର ପ୍ରଚାର ପ୍ରସାର କରି ଆସୁଛନ୍ତି ଏବଂ ସରକାରଙ୍କ ବିଭିନ୍ନ ବିଭାଗର ଲୋକାଭିମୁଖି ଯୋଜନାକୁ ନେଇ ସଚେତନ ମୂଳକ ନାଟକ, ନୃତ୍ଯ ପରିବେଷଣ କରି ସାମାଜିକ ସଚେତକ ଭାବେ ଅହରହ ଉଦ୍ୟମ ଜାରି ରଖିଥିବା ବାବଦରେ ଜଣାଇଥିଲେ। ଆଗାମୀ ବର୍ଷ ଏହି ମହୋତ୍ସବ ମହା ଆଡମ୍ବରରେ ପାଳନ କରାଯିବ ବୋଲି ସେ କହିଥିଲେ । ଏହାପରେ ଉପସ୍ଥିତ ସମସ୍ତ ଅତିଥୀ ନିଜ ନିଜର ଅଭିଭାଷଣ ରଖିଥିଲେ। ବିଭିନ୍ନ ପଞ୍ଚାୟତରୁ ଆସିଥିବା କଳାକାର ମାନେ ନୃତ୍ଯ ପରିବେଷଣ କରିଥିଲେ ଯାହା ଅତ୍ୟନ୍ତ ଆକର୍ଷଣୀୟ ହୋଇଥିଲା। ତାଙ୍କୁ ଅତିଥିଙ୍କ କର କମଳରେ ପ୍ରମାଣ ପତ୍ର ପ୍ରଦାନ କରଯାଇଥିଲା। ଏହି ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମଙ୍ଗଳ ସଂସ୍ପ୍ରସାରଣ ଅଧିକାରୀ ଚନ୍ଦନ ଦାସ ବଙ୍ଗାରି ଯୋଗ ଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ବିଶ୍ୱଜିତ୍ ସାମନ୍ତ ସିଂ ଓ ଅନ୍ୟତମ ଅତିଥି ନୃତ୍ଯ ଗୁରୁ ବାବୁରାଓ ନିଶିକା, ଦେବଗିରି କଳା ପରିଷଦ ସଭାପତି ଚିନ୍ତାମଣି ପ୍ରାସ୍କା, ବରିଷ୍ଟ ଲୋକକଳା କଳାକାର ଚନ୍ଦନ ଗୁଡ଼ବିଶି, ସୁରେଶ ବିଡିକା, କୋଷାଧକ୍ଷ ମାଲେସ କୌଶଲ୍ୟା ମଞ୍ଚାସିନ ରହିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବ୍ଲକ୍ ର ବିଭିନ୍ନ ଗ୍ରାମରୁ ବହୁ କଳାକାର ଓ କଳାପ୍ରେମୀ ଉପସ୍ଥିତ ରହିଥିଲେ।

News Comment

You Might Also Like

BACK TO TOP