Breaking News

ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||      ଆରପାରିରେ ଗଜନୀ ର ଖଳନାୟକ ତଥା ମହାଭାରତ ର ଅଶ୍ୱସ୍ତମା ପ୍ରଦୀପ ରାୱାତ |    (06-Aug-2026)       ||      ସ୍କୁଲ କାନ୍ଥ ଭୁଷୁଡ଼ି 2ଛାତ୍ର ଗୁରତର , ମେଡିକାଲ ରେ ଚିକିତ୍ସିତ |   (06-Aug-2026)       ||      ଖଡ଼ିଆଳ ରାଜସ୍ବ ସହାୟକ ଙ୍କ ଉପରେ ତୁରନ୍ତ କାର୍ଯ୍ୟନୁଷ୍ଠାନ ନେଲେ ଜିଲ୍ଲା ପାଳ ||   (06-Aug-2026)       ||      ଭାରତ ରେ ଅଛି ଅଜବ ଗାଁ ଯେଉଁଠି ମହିଳା ମାନେ ପାଞ୍ଚଦିନ ଲୁଗା ପନ୍ଧନ୍ତି ନାହିଁ ||   (06-Aug-2026)       ||      କବିସୂର୍ଯ୍ୟ ନଗର ର ପୂର୍ବତନ ବିଧୟିକା ଙ୍କ ସ୍ମୃତିରେ ରକ୍ତଦାନ ଶିବିର ଅନୁଷ୍ଠିତ |    (06-Aug-2026)       ||      ରାଜ୍ୟ ଓଷ୍ଟା ସଙ୍ଘ ପକ୍ଷରୁ ପ୍ରତିବାଦ ସଭା |   (06-Aug-2026)       ||      ଭୟା ଭୟ ଅଗ୍ନି କାଣ୍ଡରେ କେଶପୁର ବଜାର ରେ ଜଳିଗଲା 4ଗୋଟି ଦୋକାନ |    (06-Aug-2026)       ||      କାନ୍ଧୁଣିଦେବୀ ଙ୍କୁ ଦର୍ଶନ କରି ଫେରିଲେ ମହାମହିମ ରାଷ୍ଟ୍ରପତି |   (05-Aug-2026)       ||      ଭୂମିହୀନ ଙ୍କୁ ଜମି ପଟା ଶିକ୍ଷା ଓ ସୁବିଧା ଦାବିରେ ସ୍ଵାସ୍ତ୍ୟ ଆଇଆରଳ ବୈଠକ |    (05-Aug-2026)       ||      ଖରିପଡ଼ିଆ କୋର କୋରା ରାସ୍ତାରେ 4ଫୁଟ ଉଚର ବନ୍ୟାଜଳ ପ୍ରବାହିତ |    (05-Aug-2026)       ||      ଟ୍ରାଫିକ ସମସ୍ୟା ଯୋଗୁଁ ବାଲିମେଳା ଦୈନିକ ବଜାର ରେ ଯାତ୍ରୀ ହନ୍ତସନ୍ତ |   (05-Aug-2026)       ||      ରାଷ୍ଟ୍ରପତି ଙ୍କ ଭବନ ରେ ଶୋଭା ପାଇବ ତିନି ରଥର ତିନି ଚକ, ସମ୍ମତି ଦେଲେ ମହାମହିମ |    (05-Aug-2026)       ||     

ବ୍ରାହ୍ମଣୀ ନଦୀରେ ଗାଧୋଉ ଥିଲବେଳେ ଦୁଇଯୁବକ ଙ୍କ ମଧ୍ୟରୁ ଜଣେ ଉଦ୍ଧାର ଅନ୍ୟଜଣେ ନିଖୋଜ |

04-Aug-2026

ବ୍ରାହ୍ମଣୀ ନଦୀରୁ ନିଖୋଜ ଯୁବକଙ୍କ  ତିନି ଦିନପରେ ମଧ୍ୟ ପତ୍ତା ମିଳିନାହିଁ | 
 ଓଡିଶା ଜନ ମତ ବ୍ୟୁରୋ, ସାଙ୍ଗ ସହ ନଦୀକୁ ଗାଧୋଇବାକୁ ଯାଇଥିଲା ବେଳେ କୌଣସି କାରଣରୁ ଦୁଇ ଜଣ ଭାସି ଯାଇଥିଲେ ତେବେ ସେମାନଙ୍କ  ମଧ୍ୟରୁ ଜଣଙ୍କୁ ଉଦ୍ଧାର କରାଯାଇଥିଲା ବେଳେ ଆଉଜଣେ ନିଖୋଜ ଅଛନ୍ତି |ଏପରି ଏକ ଶୋକ ଭରା ଘଟଣା ଦେଖିବାକୁ ମିଳିଛି ତାଳଚେର ବ୍ରାହ୍ମଣୀନଦୀରେ ତିନିଦିନ ପୂର୍ବରୁ ତାଳଚେର ବ୍ଲକ କଙ୍କିଳି ପଂଚାୟତ କାକୁଡ଼ି ଗ୍ରାମର ପଛପାଶ୍ୱର୍ରେ ରହିଥିବା  ୨ଜଣ ଯୁବକ ନଦୀକୁ ଗାଧୋଇ ବାକୁ ଯାଇଥିଲେ । ତେବେ ଦୁଇ ଜଣ ଗାଧୋଉଥିବା ସମୟରେ ଦୁଇ ଜଣ ଭାସି ଯାଇଥିଲେ  ||ତେବେ ପ୍ରଖର ସ୍ରୋତ ଯୋଗୁଁ ଦୁଇଜଣଙ୍କ ମଧ୍ୟରୁ  ଜଣଙ୍କୁ ସ୍ଥାନୀୟ ସିକୁରିଟିଗାର୍ଡ଼ ଓ ଲୋକଙ୍କ ସହାୟତରେ  ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲୋ । ଅନ୍ୟ ଜଣଙ୍କୁ ନପାଇବାରୁ ତାଳଚେର ପୋଲିସ୍ ଏବଂ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଓଡ଼୍ରାଫ ଟିମ ବହୁ ଖୋଜାଖୋଜି କରିବାପରେ ମଧ୍ୟ ନିଖୋଜ ଯୁବକକୁ ପାଇନଥିଲେ । ତିନିଦିନ ବିତିଯାଇଥିଲେ ହେଁ ଏଯାଏଁ ନିଖୋଜ ଯୁବକର ପତା ମିଳିପାରି ନାହିଁ । ଏସମ୍ପର୍କରେ ଅଗ୍ନିଶମ ବାହିନୀର ଅଧିକାରୀଙ୍କୁ ପଚାରିବାରୁ ସେ କୁହନ୍ତି କି ନଦୀର ସ୍ରୋତ ଅଧିକ ରହୁଥିବାରୁ ତାଙ୍କୁ ଖୋଜିବା ସମ୍ଭବପର ହୋଇପାରୁ ନାହିଁ । ଏହାକୁ ନେଇ ନିଖୋଜ ଥିବା ଯୁବକଙ୍କ ପରିବାରବର୍ଗ ଓ ଗ୍ରାମବାସୀ ଆଶାଆଶଙ୍କାରେ ରହିଥିବା ବେଳେ ବାପା, ମାଆ, ଭାଇଭଉଣୀ ଏବେ ଦୁଃଖରେ କାଳତିପାତ କରିବା ସହ ସନ୍ଦେହ ଘେରରେ ରହିଛନ୍ତି ।

News Comment

You Might Also Like

BACK TO TOP