Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ରାଜ୍ୟ ଓଷ୍ଟା ସଙ୍ଘ ପକ୍ଷରୁ ପ୍ରତିବାଦ ସଭା |

06-Aug-2026

ରାଜ୍ୟ ଓଷ୍ଟା ସଂଘ ପକ୍ଷରୁ ପ୍ରତିବାଦ ସଭା।

ଓଡିଶା ଜନମତ, ଜଗତସିଂହପୁର 
ଜ୍ୟୋତି ରଞ୍ଜନ ପଟ୍ଟନାୟକ....

 ରାଜ୍ୟ ଓଷ୍ଟା ସଂଘ ଆନୁକୁଲ୍ୟରେ ଓଡ଼ିଶା ସ୍କୁଲ ଶିକ୍ଷକ କର୍ମଚାରୀ ସମନ୍ବୟ ସମିତିର ଧାରଣା ଓ ପ୍ରତିବାଦ ସଭା ରଘୁନାଥପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବ୍ଲକ୍  ଓଷ୍ଟା ସଭାପତି ଶରତ ଚନ୍ଦ୍ର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଷ୍ଟା ବ୍ଲକ ସଂପାଦକ ରଂଜନ କୁମାର ମିଶ୍ର ଯୋଗ ଦେଇ ଆଜିର ଧାରଣା ଆଭିମୁଖ୍ୟ ସମ୍ପର୍କରେ ଆଲୋଚନା କରି ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀ ମାନଙ୍କୁ ଅବସର ପରେ ପେନସନ ପ୍ରଦାନ , ଯୋଗ୍ୟ ବିବେଚିତ ବିଦ୍ୟାଳୟମାନଙ୍କୁ ଅନୁଦାନ ପ୍ରଦାନ କରିବାକୁ ସରକାର ବାରମ୍ବାର ପ୍ରତିଶ୍ରୁତି ଦେଇ କାର୍ଯ୍ୟକାରୀ ନକରି  ପ୍ରତାରିତ କରିବାରୁ ଆଜି ରାଜ୍ୟ ର ସମସ୍ତ ବ୍ଲକରେ ଏହି ପ୍ରତିବାଦ ସଭା ଅନୁଷ୍ଠିତ ହେଉଛି। ସେମାନଙ୍କ ଦାବି ପୂରଣ ନହେଲେ ଆସନ୍ତା ଅଗଷ୍ଟ ୧୬ ରେ ଭୁବନେଶ୍ୱର ରେ ବିଶାଳ ସମାବେଶ ଓ ଧାରଣା କରାଯିବାର କାର୍ଯ୍ୟକ୍ରମ ରହିଛି। ଏଥିରେ ଓଷ୍ଟାର କର୍ମକର୍ତ୍ତା ତୁଷାର କାନ୍ତ ମହାନ୍ତି, ବିଜୟ କୁମାର ନାୟକ, ସୁଧାକର ନାୟକ, ପବିତ୍ର କୁମାର ସ୍ଵାଇଁ, ନିରାକାର ମହାପାତ୍ର, ବିଷ୍ଣୁ ଚନ୍ଦ୍ର କର, ଜ୍ଞାନରଂଜନ ମହାପାତ୍ର , ନିରଂଜନ ଦାଶ, ସମିର କୁମାର ସାମଲ, ସୁଦର୍ଶନ ପଣ୍ଡା, ସୁଶାନ୍ତ ମହାପାତ୍ର ଓ ସୁଧୀର କୁମାର ନାୟକ ବକ୍ତବ୍ୟ ରଖି ଆନ୍ଦୋଳନ କୁ ଯୋରଦାର କରିବାକୁ ଆହ୍ବାନ ଦେଇଥିଲେ। ଶେଷରେ ରଘୁନାଥପୁର ବିଡିଓ ବିରଞ୍ଚିନାରାୟଣ ବେହେରା ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ, ଶିକ୍ଷା ମନ୍ତ୍ରୀ ଓ ଆଇନ୍ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ଗ୍ରହଣ କରିଥିଲେ। ଶେଷରେ ଶିକ୍ଷକ ନେତା ସୁଦର୍ଶନ ପରିଡ଼ା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP