Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

କବିସୂର୍ଯ୍ୟ ନଗର ର ପୂର୍ବତନ ବିଧୟିକା ଙ୍କ ସ୍ମୃତିରେ ରକ୍ତଦାନ ଶିବିର ଅନୁଷ୍ଠିତ |

06-Aug-2026

କବିସୂର୍ଯ୍ୟନଗର ପୂର୍ବତନ ବିଧାୟିକା ସ୍ବର୍ଗତ ଭି ସୁଜ୍ଞାନ କୁମାରୀ ଦେଓଙ୍କ ସ୍ମୃତିରେ ରକ୍ତଦାନ ଶିବିର, 81 ୟୁନିଟ ରକ୍ତ ସଂଗ୍ରହ l

ଓଡିଶା ଜନମତ, ବେଗୁନିଆପଡା : 05/08/26 :

ଭଞ୍ଜ କିଶୋର ମହାରଣା

ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ ନୁଆଁ ଡେରା ସାହି ସ୍ଥିତ ମର୍ଦରାଜ କଲ୍ୟାଣ ମଣ୍ଡପ ଠାରେ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି l କବିସୂର୍ଯ୍ୟନଗର ପୂର୍ବତନ ବିଧାୟିକା ତଥା ଖଲ୍ଲିକୋଟ ମର୍ଦରାଜ ପରିବାରର କୁଳବଧୂ ରାଣୀ ସlହେବା ସ୍ବର୍ଗତଃ ଭି ସୁଜ୍ଞାନଙ୍କ ସ୍ମୃତିରେ ବହୁ ସମର୍ଥକ ଓ ସ୍ବେଚ୍ଛାସେବୀ ଉପସ୍ଥିତ ରହି ରକ୍ତଦାନ କରିଥିଲେ। ଭି ସୁଜ୍ଞାନ ଦେଓ ସ୍ମୃତି ପରିଷଦ ପକ୍ଷରୁ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ସ୍ବର୍ଗତଃ ରାଣୀ ସାହେବାଙ୍କ ଜନ୍ମ ଦିବସରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିବା ବେଳେ ବେଗୁନିଆପଡ଼ା ବ୍ଲକ ଅଧ୍ଯକ୍ଷା ରେଣୁ ଗୌଡ଼ ଏହି ଶିବିରକୁ ଉଦଘାଟନ କରିଥିଲେ । ଆବାହକ ତ୍ରିନାଥ ଭୂୟାଁଙ୍କ ତତ୍ବାବଧାନରେ ଅନୁଷ୍ଠିତ ରକ୍ତଦାନ ଶିବିରରେ ସମାଜସେବୀ ପ୍ରମୋଦ କୁମାର ପଣ୍ଡା,ସାକେତ ରାମାରାଓ,ଅଧ୍ଯକ୍ଷ ପ୍ରତିନିଧି ଦୁର୍ଯ୍ୟୋଧନ ଗୌଡ଼, ବେଗୁନିଆପଡ଼ା ବିଡ଼ିଓ ସୁନୀଲ ସାମନ୍ତ, ବରିଷ୍ଠ ଆଇନୀଜୀବୀ ରାଜେନ୍ଦ୍ର ପ୍ରସାଦ ରଥ,ସାହିତ୍ୟିକ ମହେଶ୍ୱର ବରାଡ଼, କବିସୂର୍ଯ୍ୟନଗର ବିଜେଡି ସଭାପତି ଭଗବାନ ସ୍ୱାଇଁ, ସୁରଥ ପ୍ରଧାନ,ନୀଳାଞ୍ଚଳ ପଲେଇ,ପୂର୍ବତନ ବିଜେଡି ବ୍ଲକ ସଭାପତି ସିମାଞ୍ଚଳ ସାମଲ , ଆସିକା ସମବାୟ ନିର୍ଦ୍ଦେଶକ ହୃଷିକେଶ ମେହେଣା, ବିଜୟ ପ୍ରଧାନଙ୍କ ସମେତ ବହୁ ବ୍ୟକ୍ତି ଯୋଗ ଦେଇଥିଲେ। ଏଥିରେ ମୋଟ 81 ୟୁନିଟ ରକ୍ତ ସଂଗ୍ରହ ହୋଇଥିବା ବେଳେ ବ୍ରହ୍ମପୁର ବଡ଼ ମେଡିକାଲର ରକ୍ତ ଭଣ୍ଡାରରୁ ଆସିଥିବା କର୍ମଚାରୀ ମାନେ ରକ୍ତ ସଂଗ୍ରହ କରିଥିଲେ।

News Comment

You Might Also Like

BACK TO TOP