Breaking News

ତାରା ତାରିଣୀ ମନ୍ଦିର ଥରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||     

ଖଡ଼ିଆଳ ରାଜସ୍ବ ସହାୟକ ଙ୍କ ଉପରେ ତୁରନ୍ତ କାର୍ଯ୍ୟନୁଷ୍ଠାନ ନେଲେ ଜିଲ୍ଲା ପାଳ ||

06-Aug-2026

ଖଡ଼ିଆଳ ବ୍ଲକ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ |

ଓଡିଶା ଜନ ମତ ବ୍ୟୁରୋ,

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ
ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ କର୍ମଚାରୀଙ୍କ ବିରୋଧରେ ଦୃଢ଼ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଜଣେ ଠିକାଦାରଙ୍କଠାରୁ ଲାଞ୍ଚ ଗ୍ରହଣ କରୁଥିବା ଅଭିଯୋଗରେ ଖଡ଼ିଆଳ ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକ ମୋହନ ବାଗଙ୍କୁ ତୁରନ୍ତ ଚାକିରିରୁ ନିଲମ୍ବିତ କରାଯାଇଛି।ସାମାଜିକ ଗଣମାଧ୍ୟମରେ ପ୍ରସାରିତ ଏକ ଭିଡିଓରେ ମୋହନ ବାଗ ଜଣେ ଠିକାଦାରଙ୍କଠାରୁ ଲାଞ୍ଚ ଗ୍ରହଣ କରୁଥିବା ଅଭିଯୋଗ ଉଠିଥିଲା। ଏହି ଘଟଣା ସମ୍ପର୍କରେ ଖଡ଼ିଆଳ ବ୍ଲକ ଉନ୍ନୟନ ଅଧିକାରୀ ଏବଂ ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ-କମ-ନିର୍ବାହୀ ଅଧିକାରୀଙ୍କ ପୃଥକ ରିପୋର୍ଟ ଆଧାରରେ ତୁରନ୍ତ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଅଭିଯୋଗର ଗୁରୁତ୍ୱକୁ ବିଚାରକୁ ନେଇ ଏବଂ ତାଙ୍କ ବିରୋଧରେ ବିଭାଗୀୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପ୍ରସ୍ତାବିତ ଥିବାରୁ ଓଡ଼ିଶା ସିଭିଲ ସର୍ଭିସେସ (ଶ୍ରେଣୀକରଣ, ନିୟନ୍ତ୍ରଣ ଓ ଅପିଲ) ନିୟମାବଳୀ, ୧୯୬୨ ଅନୁଯାୟୀ ତାଙ୍କୁ ନିଲମ୍ବନ କରାଯାଇଛି। ନିଲମ୍ବନ ଅବଧିରେ ତାଙ୍କର ମୁଖ୍ୟାଳୟ ସିନାପାଲି ତହସିଲ କାର୍ଯ୍ୟାଳୟରେ ନିର୍ଦ୍ଧାରଣ କରାଯାଇଛି। ସକ୍ଷମ କର୍ତ୍ତୃପକ୍ଷଙ୍କ ପୂର୍ବାନୁମତି ବିନା ସେ ମୁଖ୍ୟାଳୟ ଛାଡ଼ିପାରିବେ ନାହିଁ।ଏହି କାର୍ଯ୍ୟାନୁଷ୍ଠାନ ମାଧ୍ୟମରେ ଜିଲାପାଳ ମଧୁସୂଦନ ଦାଶ ପୁନର୍ବାର ସ୍ପଷ୍ଟ କରିଛନ୍ତି ଯେ, ଜିଲା ପ୍ରଶାସନ ଦୁର୍ନୀତି ପ୍ରତି ସମ୍ପୂର୍ଣ୍ଣ ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ କରୁଛି। ସରକାରୀ କାର୍ଯ୍ୟରେ ଦୁର୍ନୀତି, ଅନିୟମିତତା କିମ୍ବା କ୍ଷମତାର ଅପବ୍ୟବହାରକୁ କୌଣସି ପରିସ୍ଥିତିରେ ପ୍ରଶ୍ରୟ ଦିଆଯିବ ନାହିଁ। ଏଭଳି ଅଭିଯୋଗ ସାମ୍ନାକୁ ଆସିଲେ ନିୟମାନୁସାରେ ତ୍ୱରିତ ଓ କଠୋର ପଦକ୍ଷେପ ଗ୍ରହଣ କରାଯିବ।

News Comment

You Might Also Like

BACK TO TOP