Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |

06-Aug-2026

ସଂସ୍କୃତି ଅନୁଷ୍ଠାନର ନୂତନ କାର୍ଯ୍ୟକାରିଣୀ ଗଠନ; ସଭାନେତ୍ରୀ ହେଲେ ସରସ୍ୱତୀ ସାହୁ

 ଓଡିଶା ଜନ ମତ,ରାୟଗଡ଼ା, ୬/୮, କାମେଶ୍ୱର କର କରିଆ :------

ରାୟଗଡ଼ା ସହରର ଅଗ୍ରଣୀ ମହିଳା ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ସଂସ୍କୃତି ର ନୂତନ କାର୍ଯ୍ୟକାରିଣୀ କମିଟି ସର୍ବସମ୍ମତି କ୍ରମେ ଗଠନ କରାଯାଇଛି। ଏଥିରେ ସରସ୍ୱତୀ ସାହୁଙ୍କୁ ଅନୁଷ୍ଠାନର ସଭାନେତ୍ରୀ ଭାବେ ମନୋନୀତ କରାଯାଇଛି। ପୂର୍ବରୁ ସେ ସମ୍ପାଦିକା ଭାବେ ସଫଳତାର ସହ ଦାୟିତ୍ୱ ନିର୍ବାହ କରି ଅନୁଷ୍ଠାନର ସାଂଗଠନିକ କାର୍ଯ୍ୟକଳାପକୁ ସୁଦୃଢ଼ କରିଥିଲେ। ଉପସଭାନେତ୍ରୀ ଅମୂଲ୍ୟ କୁମାରୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ନୂତନ କାର୍ଯ୍ୟକାରିଣୀ ଚୟନ କରାଯାଇଥିଲା। ଏଥିରେ ଅମୂଲ୍ୟ କୁମାରୀ ମିଶ୍ରଙ୍କୁ ଉପସଭାନେତ୍ରୀ, ସନ୍ତୋଷୀ ସେନାପତିଙ୍କୁ ସମ୍ପାଦିକା, ସୁଜାତା ଖାଡ଼ଙ୍ଗାଙ୍କୁ ସହ-ସମ୍ପାଦିକା ଏବଂ ଲକ୍ଷ୍ମୀ ଦେଓଙ୍କୁ କୋଷାଧ୍ୟକ୍ଷ ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି। ସେହିପରି ଅନୁଷ୍ଠାନର ପୂର୍ବତନ ସଭାନେତ୍ରୀ ସୁଜାତା ପାଳ, ପୂର୍ବତନ କୋଷାଧ୍ୟକ୍ଷ ଶ୍ରମିତା ପାଢ଼ୀ ଏବଂ ପଦ୍ମାଳୟା ମିଶ୍ରଙ୍କୁ ବୋର୍ଡ ସଦସ୍ୟ ଭାବେ ମନୋନୀତ କରାଯାଇଛି।
ବୈଠକରେ ଆଗାମୀ ଦିନରେ ଅନୁଷ୍ଠାନର ସାଂଗଠନିକ ଭିତ୍ତିକୁ ଆହୁରି ମଜବୁତ କରିବା, ସମାଜମଙ୍ଗଳମୂଳକ କାର୍ଯ୍ୟକ୍ରମକୁ ବ୍ୟାପକ କରିବା ଏବଂ ଓଡ଼ିଆ କଳା, ସଂସ୍କୃତି ଓ ପରମ୍ପରାର ପ୍ରଚାର-ପ୍ରସାରକୁ ଅଧିକ ଗୁରୁତ୍ୱ ଦେବା ଉପରେ ବିସ୍ତୃତ ଆଲୋଚନା ହୋଇଥିଲା। ଅନୁଷ୍ଠାନକୁ ଏକ ଶୃଙ୍ଖଳିତ, ଆଦର୍ଶ ଓ ସେବାମୂଳକ ସଂଗଠନ ଭାବେ ଆଗକୁ ନେବା ପାଇଁ ସମସ୍ତ ସଦସ୍ୟା ଦୃଢ଼ ସଂକଳ୍ପ ବ୍ୟକ୍ତ କରିଥିଲେ।
ଉଲ୍ଲେଖଯୋଗ୍ୟ ଯେ, ଗତ ଦୁଇ ଦଶନ୍ଧି ଧରି ଉପାନ୍ତ ଅଞ୍ଚଳରେ ଓଡ଼ିଆ ଭାଷା, କଳା, ସଂସ୍କୃତି ଓ ପରମ୍ପରାର ସଂରକ୍ଷଣ ଏବଂ ସାମାଜିକ ସଚେତନତା ସୃଷ୍ଟି କ୍ଷେତ୍ରରେ `ସଂସ୍କୃତି` ଅନୁଷ୍ଠାନ ଉଲ୍ଲେଖନୀୟ ଭୂମିକା ନିର୍ବାହ କରିଆସୁଛି। ନୂତନ କାର୍ଯ୍ୟକାରିଣୀ ଗଠନ ପରେ ଅନୁଷ୍ଠାନର କାର୍ଯ୍ୟକଳାପ ଆହୁରି ଗତିଶୀଳ ହେବ ବୋଲି ସଦସ୍ୟାମାନେ ଆଶା ପ୍ରକାଶ କରିଛନ୍ତି।

News Comment

You Might Also Like

BACK TO TOP