Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |

06-Aug-2026

ପେଟ୍ରୋଲିଂ ବେଳେ ବେଲଗାଁ ପୋଲିସକୁ ବଡ଼ ସଫଳତା; ଦେଶୀ ପିସ୍ତଲ ସହ ୨ ଯୁବକ ଗିରଫ, ଗୁଳି ଓ ଅନ୍ୟାନ୍ୟ ସାମଗ୍ରୀ ଜବତ

ଓଡିଶା ଜନ ମତ,ହିଞ୍ଜିଳିକାଟୁ, ୬/୮: 

କୃଷ୍ଣ ଚନ୍ଦ୍ର ସାମନ୍ତରା :----

ଗଞ୍ଜାମ ଜିଲ୍ଲାର ହିଞ୍ଜିଳିକାଟୁ ବ୍ଲକ ଅନ୍ତର୍ଗତ ବେଲଗାଁ ଥାନା ପୋଲିସକୁ ନିୟମିତ ପେଟ୍ରୋଲିଂ ସମୟରେ ଏକ ବଡ଼ ସଫଳତା ମିଳିଛି। ସନ୍ଦେହଜନକ ଭାବେ ବୁଲୁଥିବା ଦୁଇ ଜଣ ଯୁବକଙ୍କୁ ଅଟକାଇ ଯାଞ୍ଚ କରିବା ବେଳେ ସେମାନଙ୍କ ନିକଟରୁ ଏକ ଦେଶୀ ପିସ୍ତଲ, ଗୋଟିଏ ମାଗାଜିନ, ଦୁଇଟି ଜୀବନ୍ତ ଗୁଳି, ଦୁଇଟି ଖାଲି କାର୍ତ୍ତୁଜ, ଗୋଟିଏ ମେସିନ୍ ତେଲ ବୋତଲ ଏବଂ ଦୁଇଟି ମୋବାଇଲ ଫୋନ୍ ଜବତ କରାଯାଇଛି। ଏହି ଘଟଣାରେ ଉଭୟଙ୍କୁ ଗିରଫ କରି ପୋଲିସ ଅସ୍ତ୍ର ଆଇନ ଅନୁଯାୟୀ ମାମଲା ରୁଜୁ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଡି. ପାଟପୁର ଗ୍ରାମର ରବି ସେଠୀ (୩୦), ପିତା– ଯୋଗୀ ସେଠୀ ଏବଂ ଶିବ ଜେନା (୨୪), ପିତା– ଟିକି ଜେନା। ଏନେଇ ବେଲଗାଁ ଥାନାରେ କେସ୍ ନଂ–୧୧୬, ତାରିଖ ୦୫.୦୮.୨୦୨୬ରେ ଅସ୍ତ୍ର ଆଇନର ଧାରା ୨୫(୧-ବି)/୨୫(୧-ଏ) ଅନୁଯାୟୀ ମାମଲା ରୁଜୁ କରାଯାଇଛି। ପୋଲିସ ସୂଚନା ଅନୁଯାୟୀ, ସନ୍ଧ୍ୟା ସମୟରେ ନିୟମିତ ପେଟ୍ରୋଲିଂ ବେଳେ ଡି. ପାଟପୁର ଓ ବାଳକୃଷ୍ଣପୁର ମଧ୍ୟବର୍ତ୍ତୀ ରାସ୍ତାରେ ଦୁଇ ଯୁବକଙ୍କ ଚଳପ୍ରଚଳ ସନ୍ଦେହଜନକ ଲାଗିଥିଲା। ପୋଲିସ ସେମାନଙ୍କୁ ଅଟକାଇ ତଲାସି କରିବାରୁ ଉକ୍ତ ଅସ୍ତ୍ର ଓ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଥିଲା। ଯାଞ୍ଚ ସମୟରେ ଉଭୟ ଯୁବକ ମଦ୍ୟପାନ କରିଥିବା ଅବସ୍ଥାରେ ଥିବା ମଧ୍ୟ ଜଣାପଡ଼ିଥିଲା। ଜବତ ସମସ୍ତ ସାମଗ୍ରୀକୁ ପୋଲିସ ଜବତ ତାଲିକାଭୁକ୍ତ କରି ଉଭୟ ଅଭିଯୁକ୍ତଙ୍କୁ ଗିରଫ କରି ପରେ କୋର୍ଟ ଚାଲାଣ କରିଛି।
ଘଟଣାର ଅଧିକ ତଦନ୍ତ ଜାରି ରହିଛି। ଜବତ ଅସ୍ତ୍ର କେଉଁଠାରୁ ଆସିଥିଲା, କୌଣସି ଅପରାଧିକ ଉଦ୍ଦେଶ୍ୟରେ ଏହାର ବ୍ୟବହାର ହେବାର ଯୋଜନା ଥିଲା କି ନାହିଁ ଏବଂ ଏହା ପଛରେ ଆଉ କୌଣସି ଅପରାଧିକ ଚକ୍ର କିମ୍ବା ବ୍ୟକ୍ତିଙ୍କ ସମ୍ପୃକ୍ତି ରହିଛି କି ନାହିଁ, ସେ ସମସ୍ତ ଦିଗକୁ ନେଇ ବେଲଗାଁ ପୋଲିସ ତଦନ୍ତକୁ ଆହୁରି ଜୋରଦାର କରିଛି। ଗଂଜାମ ଜିଲ୍ଲା ପ୍ରତିନିଧି କୃଷ୍ଣ ଚନ୍ଦ୍ର ସାମନ୍ତରାୟ ଙ୍କ ରିପୋର୍ଟ।

News Comment

You Might Also Like

BACK TO TOP