Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |

07-Aug-2026

ହାଇକୋର୍ଟଙ୍କ ଆଭିମୁଖ୍ୟକୁ ନେଇ ସୁପ୍ରିମକୋର୍ଟଙ୍କ ଅସନ୍ତୋଷ,, ହାଇକୋର୍ଟ ବେଲ ନଦେବାରୁ  ଜେଲ ରେ  ସଜ୍ଜା ଭୋଗିଲେ ଜଣେ ବ୍ୟକ୍ତି 22ବର୍ଷ  |

ଓଡିଶା ଜନ ମତ ବ୍ୟୁରୋ,

ଜଣେ ବ୍ୟକ୍ତି ଙ୍କୁ ଏକ ହତ୍ୟା ଅପରାଧ ଘଟଣାରେ 22ବର୍ଷ ଜେଲରେ କାଟିବାକୁ ପଡିଛି ||କିନ୍ତୁ ସେହି କେଶ ର କେହିବି ପ୍ରତ୍ୟକ୍ଷଦର୍ଶୀ ସାକ୍ଷୀ ନଥିଲେ, କେବଳ ସନ୍ଦେହ ଆଧାରରେ ଏକ ହତ୍ୟା ମାମଲାରେ ଆଜୀବନ ଜେଲ୍ ଦଣ୍ଡାଦେଶ ପାଇଲେ ଅଜୁର୍ନ ଜାନି। ଏଥିପାଇଁ ସେ ଜେଲ୍ ରେ ୨୨ବର୍ଷ କଟାଇ ସାରିଲେଣି। ଜେଲ ରେ ୧୨ ବର୍ଷ ରହିବା ପରେ ସେ ଓଡ଼ିଶା ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ । କିନ୍ତୁ ହାଇକୋର୍ଟ ଆବେଦନକାରୀ ୩ ହଜାର ୧୫୭ ଦିନ ବିଳମ୍ବରେ ଜେଲ୍ ଅପିଲରେ ଆସିଥିବାରୁ ତାଙ୍କ ପିଟିସନକୁ ଖାରଜ କରି ଦେଇଥିଲେ। ଆବେଦନକାରୀ  ହାଇକୋର୍ଟ ରେ ନିରାଶ ହେବା ପରେ ପୁଣି ସୁପ୍ରିମକୋର୍ଟରେ  ଜାମିନ ପାଇଁ ଆବେଦନ କରିଥିଲେ |ତେବେ ସୁପ୍ରିମ କୋର୍ଟ ଏହି ଅପରାଧିକ ଘଟଣା ର ବିଚାର କୁ ନେଇ ଦେଖିଲା ବେଳକୁ ଅଭିଯୁକ୍ତ ଜେଲ ମଧ୍ୟରେ 22 ବର୍ଷ ୨୨ବର୍ଷ କଟାଇ ସାରିଛନ୍ତି। ଜଣେ ଆସାମୀ ଏତେଦିନ ଜେଲରେ ରହି ବା ଏବଂ ତାଙ୍କ ଅପିଲ୍ ଉପରେ କୌଣସି ପଦକ୍ଷେପ ନିଆଯାଇନଥିବାରୁ ସୁପ୍ରିମକୋର୍ଟ ଗଭୀର ନିରାଶା ବ୍ୟକ୍ତ କରିଛନ୍ତି। ଓଡ଼ିଶା ହାଇକୋର୍ଟଙ୍କ ଏଭଳି ଆଭିମୁଖ୍ୟକୁ ନେଇ ମଧ୍ୟ ସୁପ୍ରିମକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ତେବେ କୌଣସି କାରଣ କୁ ନେଇ ନବ ବିବାହିତ ସ୍ତ୍ରୀକୁ ସ୍ୱାମୀ ଟାଙ୍ଗିଆରେ ହାଣି ହତ୍ୟା କରିଥିଲା ଏବଂ ଜେଲ ଯାଇଥିଲା | କିନ୍ତୁ ହାଇକୋର୍ଟ ରେ ବେଲ ପିଟିସନ ପାଇଁ ପକାଇ ଥିଲେ ମଧ୍ୟ ତାହା ଖାରଜ ହୋଇଥିଲା  | କିନ୍ତୁ ଅଭିଯୁକ୍ତ ଯେତେବେଳେ ସୁପ୍ରିମ କୋର୍ଟ ରେ ଏହା ଉପରେ ଅପିଲ କରିଥିଲେ ସେତେବେଳେ କୋର୍ଟ ହାଇକୋର୍ଟ ଙ୍କ ଏହି କାର୍ଯ୍ୟ ଉପରେ ଅସନ୍ତୋଷ ପ୍ରକାଶ କରିଥିଲେ | ଏବଂ ଅର୍ଜୁନ ଙ୍କୁ 
ଆଇନସେବା ପ୍ରାଧିକରଣ ଓ ଜିଲ୍ଲା ପ୍ରଶାସନ ସହଯୋଗରେ ଅର୍ଜୁନଙ୍କ ପୁନର୍ବାସ ଓ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବାକୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟପକ୍ଷରେ ସୁପ୍ରିମକୋର୍ଟ ନିର୍ଦ୍ଦେଷରେ ଖଲାସ କରିବା ପୂର୍ବରୁ ଗତ ୩ ମାସ ତଳେ ଅର୍ଜୁନଙ୍କୁ ଜାମିନ ପ୍ରଦାନ କରିଥିଲେ। ଜାମିନ ପାଇବା ପରେ ଘରକୁ ଫେରିଛନ୍ତି ଅର୍ଜୁନ  |

News Comment

You Might Also Like

BACK TO TOP