Breaking News

ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||     

ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |

07-Aug-2026

ଶତାୟୁ ପୁରୁଷ ଯଦୁମଣି ପଟ୍ଟନାୟକଙ୍କ ପରଲୋକ।

ଓଡିଶା ଜନମତ, ଜଗତସିଂହପୁର 
ଜ୍ୟୋତି ରଞ୍ଜନ ପଟ୍ଟନାୟକ:----

 ଜଗତସିଂହପୁର ଜିଲ୍ଲା ରଘୁନାଥପୁର ବ୍ଲକ ଅନ୍ତର୍ଗତ ଗୁଆଳିପୁର ଗ୍ରାମର ଶତାୟୁ ପୁରୁଷ ଯଦୁମଣି ପଟ୍ଟନାୟକ(୧୦୩) ବର୍ଷ ବୟସରେ ନିଜ ବାସଭବନରେ ପରଲୋକ ହୋଇଛି l ଦିର୍ଘଦିନ ଧରି ଅସୁସ୍ଥ ହୋଇ ଶଯ୍ୟାଶାୟୀ ଥିବା ବେଳେ ଶେଷ ନିଶ୍ଵାସ ଗୁରୁବାର ସକାଳ ଦଶ ଘଟିକା ସମୟରେ ହୋଇଛି। ସେ ଜଣେ ଧର୍ମ ପରାୟଣ, ସ୍ନେହୀ ଓ ଆଦରଣୀୟ ବ୍ୟକ୍ତି ଭାବେ ବେଶ୍ ପରିଚିତ ଥିଲେ । ତାଙ୍କର ମୃତ୍ୟୁ ଖବର ପାଇ ବହୁ ଅଞ୍ଚଳର ବ୍ୟକ୍ତି ବିଶେଷ ପହଞ୍ଚି ଶୋକ ସନ୍ତପ୍ତ ପରିବାରକୁ ଆଶ୍ୱସନା ପ୍ରଦାନ କରିଥିଲେ। ସ୍ଵର୍ଗତ ପଟ୍ଟନାୟକ ତାଙ୍କ ଯୁବାବସ୍ଥାରେ ପାରାଦୀପ ପୋର୍ଟ ରେ ଜଣେ ଓଲଡିଙ୍ଗ ମେକାନିକ ଭାବେ କାର୍ଯ୍ୟକରି ବୁଡା ଜାହାଜ ମଧ୍ୟରେ କାର୍ଯ୍ୟକରି ସେ ଇଂଲଣ୍ଡ , କୋଲକାତା ଓ ବିଭିନ୍ନ ଦେଶ ବନ୍ଦର ସବୁ ପରିଭ୍ରମଣ କରିଥିଲେ। ପାରାଦୀପ୍ ପୋର୍ଟ ରେ କାର୍ଯ୍ୟ କରିଥିଲେ ବି ପାରିବାରିକ ସମସ୍ୟା କୁ ନେଇ ସେ ଚାକିରି ଛାଡି ଗାଁ ରେ ଆସି ଚାଷବାସ କାର୍ଯ୍ୟ କରୁଥିଲେ। ସ୍ଵର୍ଗତ ପଟ୍ଟନାୟକଙ୍କ ପତ୍ନୀ କିଛି ବର୍ଷ ଆଗରୁ ସ୍ବର୍ଗାରୋହଣ କରିଥିବାରୁ ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କ ପୁଅ,  ବୋହୂ,  ଝିଅ,  ଜ୍ୱାଇଁ ଓ ନାତି ନାତୁଣୀ ପ୍ରମୁଖ ଉପସ୍ଥିତ ଥିଲେ। ତାଙ୍କ ମୃତ ଶରୀର କୁ ଏକ ଶୋଭାଯାତ୍ରାରେ ନିଆଯାଇ ଗ୍ରାମ ଶ୍ମଶାନରେ ଶେଷ କୃତ୍ୟ ସମ୍ପନ୍ନ କରାଯାଇଥିଲା। ତାଙ୍କ ବଡ ପୁଅ ଜୟନ୍ତ କୁମାର ପଟ୍ଟନାୟକ ମୁଖାଗ୍ନି ଦେଇଥିବା ବେଳେ ସାନ ପୁଅ ଜ୍ୟୋତି ରଞ୍ଜନ ପଟ୍ଟନାୟକ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP