Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ସଞ୍ଜୟ ମାଲହୋତ୍ରା ଆର ବି ଆଇ ର ନୂଆଁ ଗାଭର୍ଣ୍ଣର |

10-Dec-2024

ସଞ୍ଜୟ ମାଲହୋତ୍ରା ହେଲେ ରିଜର୍ଭ ବେଙ୍କ ଅଫ ଇଣ୍ଡିଆ ର ଗଭର୍ଣ୍ଣର  |

      ଓଡିଶା ଜନମତ ବ୍ୟୁରୋ ,

ନୂଆଦିଲ୍ଲୀ 10/12 :ରିଜର୍ଭ ବେଙ୍କଅଫଇଣ୍ଡିଆ,ଆରବି    ଆଇ)ର ନୂଆ ଗଭର୍ଣ୍ଣ ଭାବେ ନିଯୁକ୍ତି ପାଇଛନ୍ତି ସଞ୍ଜୟ ମାଲହୋତ୍ରା। ବର୍ତ୍ତମାନ ଦେଶର ରାଜସ୍ଵ ସଚିବ ଭାବେ କାମ କରୁଥିବା ସଞ୍ଜୟଆସନ୍ତା ବୁଧବାରରୁ ଆରବିଆଇର ଗଭର୍ଣ୍ଣର ଭାବେ ଦାୟିତ୍ଵ ଗ୍ରହଣ କରିବେ । ଆରବିଆଇ ଗଭର୍ଣ ର ଭାବେ ଏବେ ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ କାର୍ଯ୍ୟ କରୁଛନ୍ତି । ତାଙ୍କ କାର୍ଯ୍ୟକାଳ ଆସନ୍ତାକାଲି ଶେଷ୍ ହେଉଛି । ସେ୨୦୧୮ରୁ ଆରବିଆଇ ଗଭର୍ଣ୍ଣର ଭାବେ କାର୍ଯ୍ୟ  କରି ଆସୁଥିଲେ। ଏବେ ତାଙ୍କ ସ୍ଥାନରେ ଆସନ୍ତା ୩ବର୍ଷପାଇଁସଞ୍ଜୟଆରବିଆଇ ଗଭର୍ଶର ଭାବେକାମକରିବେ। ସଞ୍ଜୟ ହେଉଛନ୍ତି ୧୯୯୦ ବ୍ୟାଚ୍‌ର ର ରାଜସ୍ଥାନକ୍ୟାଡର ଆଇଏଏସ।ପ୍ରଶାସନିକସେବା ରେ ତାଙ୍କରେଯଥେଷ୍ଟଅଭିଜ୍ଞତା ରହିଛି। ସେ ୩୩ ବର୍ଷ ଧରି ପ୍ରଶାସନିକ କାର୍ଯ୍ୟ କରି ଚାଲିଛନ୍ତି। ଆଇଆଇଟି କାନ କମ୍ପ୍ୟୁଟର ସାଇନ୍ସରେ ଗ୍ରାଜ୍ୟଏଟ ହୋଇଥିବା ଶ୍ରୀ ମାଲହୋତ୍ରା ଲୋକ ନୀତି ବିଷୟ ବସ୍ତୁରେ ମାଷ୍ଟର ଡିଗ୍ରୀ ଆମେରିକାର ପ୍ରିନ୍ସଟନ ବିଶ୍ଵ ବିଦ୍ୟାଳୟରୁ ହାସଲ କରି ଦେଶର ରାଜସ୍ଵ ସଚିବ ଭାବେ ନିଯୁକ୍ତି ପାଇବା ପୂର୍ବରୁ ସେ ଅର୍ଥନୀତି ସେବାର ସଚିବ ଭାବେ କାମ କରୁଥିଲେ । ଉଭୟ କେନ୍ଦ୍ର ଓ ରାଜ୍ୟ ସ୍ତରରେ ସେ ଅର୍ଥ ଏବ ଏବଂ ଟିକସ ବ୍ୟବସ୍ଥା ସହ କାର୍ଯ୍ୟ କରିବର ଅଭିଜ୍ଞତା ରଖୁଛନ୍ତି। ପ୍ରତ୍ୟକ୍ଷ ଓ ପରୋକ୍ଷ ଟିକସ ବ୍ୟବସ୍ଥାକୁ ଅଧିକ ଶାଣିତ କରିବାରେ ମାଲହୋତ୍ରା ପ୍ରମୁଖ ଭୂମିକା ଗ୍ରହଣ କରି ଥିବା କୁହାଯାଏ |

News Comment

You Might Also Like

BACK TO TOP