Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|

07-Aug-2026

ଖଲ୍ଲିକୋଟ:  ପାଚିକା ସହାୟିକାଙ୍କ ତାଲିମ ଶିବିର ଆୟୋଜିତ

ଓଡିଶା ଜନ ମତବ୍ୟୁର, 

 ଖଲ୍ଲିକୋଟ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ସ୍ଥାନୀୟ ଶ୍ରୀମର୍ଦ୍ଦରାଜ ଉଚ୍ଚ ବିଦ୍ୟାଳୟ ସମ୍ମିଳନୀ କକ୍ଷରେ ବିଭିନ୍ନ କ୍ଲଷ୍ଟର ଅଧୀନସ୍ଥ ସରକାରୀ ପ୍ରାଥମିକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଉଭୟ ପାଚିକା , ପାଚିକା ସହାୟିକାଙ୍କ ଏକ ଦିବସୀୟ ତାଲିମ ଶିବିର ଆନୁଷ୍ଠାନିକ ରୀତିରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତଥା ବି ଆର ସି ସି ସୁଶ୍ରୀ ସୁଷମା ଶବର ଉପସ୍ଥିତ ସମସ୍ତ ପାଚିକା, ପାଚିକା ସହାୟିକାଙ୍କୁ ସ୍ୱାଗତ ଅଭିନନ୍ଦନ ଜଣାଇଥିଲେ । ସର୍ବ ପ୍ରଥମେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସାମୂହିକ ପ୍ରଦୀପ ପ୍ରଜ୍ବଳନ ପରେ ତାଲିମ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । କନକା ସି ଆର ସି ସି ଡକ୍ଟର ଦ୍ୱାରିକାନାଥ ମହାରଣା ସମ୍ବଳ ପ୍ରଶିକ୍ଷକ, ମର୍ଦ୍ଦରାଜ ଉଚ୍ଚ ବିଦ୍ୟାଳୟର ପାଚିକା ସୁଜାତା ଡାକୁଆ ସମ୍ବଳ ପ୍ରଶିକ୍ଷିକା ରୂପେ ଯୋଗଦେଇ ବ୍ୟକ୍ତିଗତ ପରିଷ୍କାର ପରିଚ୍ଛନ୍ନତା, ଖାଦ୍ୟ ରନ୍ଧନ, ଖାଦ୍ୟ ସାମଗ୍ରୀର ମାନ ନିର୍ଦ୍ଧାରଣ, ଶୃଙ୍ଖଳିତ ଖାଦ୍ୟ ପରିବେଷଣ, ଖାଦ୍ୟ ପଦାର୍ଥ ସଂରକ୍ଷଣ ପଦ୍ଧତି, ସ୍ୱଚ୍ଛତା ପାଳନ ଆଦି ବହୁବିଧ ବିଷୟରେ ଉପସ୍ଥିତ ପାଚିକା, ପାଚିକା ସହାୟିକାଙ୍କୁ ବୁଝାଇଥିଲେ । ଆୟୋଜିତ ଶିବିରରେ କଞ୍ଚଣା, ବଧିନୂଆପଲ୍ଲୀ, କେଶପୁର, ମଥୁରା, ଚିକିଲି, ଡିମିରିଆ ଆଦି କ୍ଲଷ୍ଟର ଅଧୀନସ୍ଥ ବିଦ୍ୟାଳୟଗୁଡିକରୁ ବହୁ ପାଚିକା, ପାଚିକା ସହାୟିକା ଯୋଗଦାନ କରିଥିଲେ । ଶିବିରରେ କେଶପୁର କ୍ଲଷ୍ଟର ସି ଆର ସି ସି ପବନା କୁମାର ସ୍ୱାଇଁ ସହଯୋଗ କରିଥିଲେ ।

ରିପୋର୍ଟ:-
ଡକ୍ଟର ଦ୍ୱାରିକାନାଥ ମହାରଣା 
ଖଲ୍ଲିକୋଟ, ଗଂଜାମ

News Comment

You Might Also Like

BACK TO TOP