Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||

07-Aug-2026

ସିକିରି ନଦୀପଟଠା ରେ ଚାଲିଥିବା ଜୁଆ ଆଡ୍ଡା ଉପରେ  ପୋଲିସ ର ଚଢ଼ାଉ ୭ ଜୁଆଡି ଗିରଫସହ, ଟଙ୍କା, ମୋବାଇଲ ଓବାଇକ ଜବତ |

ଓଡିଶା ଜନ ମତ ବ୍ୟୁରୋ 

ଚାଲିଥିଲା ଜୁଆ ଖେଳ, ମନ ଫୁର୍ତ୍ତିରେ ଖେଳୁଥିଲେ ଯୁଆଡ଼ି ମାନେ |  ହଠାତ ନିର୍ମଳ ଆକାଶରେ କଳା ହାଣ୍ଡିଆ ମେଘ ମାଡିଆସିଲା ପରି ମାଡି ବସିଲା ପୋଲିସ ନଗଦ ୨୨୩୦୦ ସହ ଟଙ୍କା ,ମୋବାଇଲ 
ସମତେ ୬ ମଟର ସାଇକେଲ ଜବତ।

ଘଟଣାଟି ଘଟିଛି ହିଞ୍ଜିଳି ଥାନା ସିକିରି ଗ୍ରାମର ନଦୀ ପଠାରେ ଜୁଆ ଆଡ୍ଡା ଚାଲିଥିବା ସମୟରେ କୌଣସି ସୂତ୍ରରୁ ଖବର ପାଇ ହିଞ୍ଜିଳି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଦୁଇ ଜଣ ମହିଳାଙ୍କ ସମତେ ସାତ ଜଣ ଜୁଆଡିଙ୍କୁ ଗିରଫ କରିଥିବାବେଳେ ସେମାନଙ୍କ ଠାରୁ ନଗଦ ଅର୍ଥ ରାଶି ୨୨ହଜାର ୩୦୦ସହ ଟଙ୍କା ,୬ଟି ମୋଟର ସାଇକେଲ ଓ ୫ଟି ମୋବାଇଲ ଫୋନ ଜବତ କରାଯାଇଛି।ଗିରଫ ଜୁଆଡି ମାନେ ହେଲେ ହିଞ୍ଜିଳି ଥାନା ଶିକିରି ଗ୍ରାମର ସୁଶାନ୍ତ ନାୟକ(୩୮)ସୁଜିତ କୁମାର ମୁନୀ(୨୮)କବିସୂର୍ଯ୍ୟନଗର ଥାନା ବୋଲସର ଗ୍ରାମର ଗୌରୀ ଶଙ୍କର ଦଳାଇ(୩୩)ଖରିଡ଼ା ଗ୍ରାମର ଆକାଶ ଗୌଡ଼(୨୩)ବ୍ରହ୍ମପୁର ସଦର ଥାନା ବଳରାମପଲ୍ଲୀ ଗ୍ରାମର ସିଂ ଯୋହାନ ଆଚାରୀ( ୫୫) ଦୁଇ ମହିଳା ଜୁଆଡି ହେଲେ ହିଞ୍ଜିଳିକାଟୁ ପୌରାଞ୍ଚଳ ଜୟମଙ୍ଗଳ ମାର୍ଗ ଅଞ୍ଚଳର ବର୍ଷା ବେହେରା (୨୫)ମମତା ବେହେରା (୩୫) ଏନେଇ ହିଞ୍ଜିଳି ଥାନାରେ କେସ ନଂ ୫୩୧/୨୬ ରେ ଏକ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ ଚଳାଇଛି।ଆଗକୁ ପ୍ରାବଣ ଋତୁ ଆସୁଥିବା ଯୋଗୁଁ ବେଆଇନ ଭାବେ ଚାଲୁ ଥିବା ସମସ୍ତ ଜୁଆ ଆଡ୍ଡା ଉପରେ ଚଢ଼ାଉ ଜାରି ରହିବ ବୋଲି ହିଞ୍ଜିଳି ଥାନାଧିକାରୀ  ଶ୍ରୀନିବାସ ସେଠୀ ସୂଚନା ଦେଇଛନ୍ତି।ଚଢାଉରେ ଏସଆଇ ଧରିତ୍ରୀ ବିଶ୍ୱାଳ, ଏଏସଆଇ ମନୋଜ ସେନାପତିଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ ମାନେ ଅଂଶ ଗ୍ରହଣ କରିଥିଲେ।

News Comment

You Might Also Like

BACK TO TOP