Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା

07-Aug-2026

ପଶ୍ଚିମ ଓଡ଼ିଶାରେ ଉତ୍ସାହ ଆରମ୍ଭ,  ପଣ୍ଡିତ ଙ୍କ ଦ୍ୱାରା ଘୋଷଣା ହେଲା 
ନୂଆଁଖାଇ ଲଗ୍ନ: ପଶ୍ଚିମ |

ଓଡିଶା ଜନ ମତ ବ୍ୟୁରୋ, 

ବର୍ଷକର ପର୍ବ ପାଇଁ ସମସ୍ତଙ୍କ ଅପେକ୍ଷା | ନୁଆଁ ଉତ୍ସାହ, ନୁଆଁ ଉଦିପନା ନେଇ ସବୁଠାରୁ ଘର ବାହୁଡା଼  | ଏକାଠି ହେବେ ସମସ୍ତେ ଭେଟ ଭାଟ, ପୂଜା ପାର୍ବଣ ସହ ଆରମ୍ଭ ହେବ ଜୁହାର  ଏବଂ ଖିଆ, ପିଆ,ଖୁସିର ମାହୋଲ ହେବ ଆରମ୍ଭ  | ତାହା ଆଉ ବେଶି ଦୂର ନୁହଁ  ଆଉକେଇଟା ଦିନ ପରେ ଆରମ୍ଭ ହେବ ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୂଆଁଖାଇ  ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ବଲାଙ୍ଗୀର ଜିଲା ପାଇଁ ପାଟଣା ମହାରାଜାଙ୍କ ଶୈଳଶ୍ରୀ ପ୍ୟାଲେସରୁ ଶୁକ୍ରବାର ଘୋଷଣା କରାଯାଇଛି ନୂଆଖାଇଁ ଲଗ୍ନ। ଆସନ୍ତା ସେପ୍ଟେମ୍ବର ୧୫ ତାରିଖ ସକାଳ ୯ଟା ୩୬ ମିନିଟରୁ ୧୦ଟା ୧୦ ମିନିଟ ଯାଏ ଅମୃତ ବେଳା ଥିବାରୁ ଏହି ସମୟ ମଧ୍ୟରେ ସମସ୍ତ ଦେବାଦେବୀଙ୍କ ଠାରେ ନୂଆଁ ଅର୍ପଣ କରାଯିବ ବୋଲି ରାଜପୁରୋହିତ ସନ୍ତୋଷ କୁମାର ଦାଶ ସୂଚନା ଦେଇଛନ୍ତି। ଲଗ୍ନ ଧାର୍ଯ୍ୟ ହେବା ପରଠାରୁ ସମଗ୍ର ପଶ୍ଚିମ ଓଡ଼ିଶାରେ ନୂଆଁଖାଇ ଉତ୍ସାହ ଆରମ୍ଭ ହୋଇଯାଇଛି।

News Comment

You Might Also Like

BACK TO TOP