Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |

07-Aug-2026

ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର l

ଓଡିଶା ଜନମତ, ବେଗୁନିଆପଡା :07/08/26 :

ଭଞ୍ଜ କିଶୋର ମହାରଣା l

ଗଞ୍ଜାମ ଜିଲ୍ଲା କୋଦଳା ଠାରେ ଶୁକ୍ରବାର ଦିନ ଅର୍ଥଲଗାଣକାରୀ ସଂସ୍ଥା ମାଇକ୍ରୋ ଫାଇନାନ୍ସ ଲିମିଟେଡ଼ ଠାରୁ ଠକେଇର ଶିକାର ହୋଇଥିବା ଜମାକାରୀ ମାନେ ତହସିଲ ଅଫିସ ଆଗରେ ଧାରଣା ଦେବାସହ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ବିଭିନ୍ନ ଦାବି ନେଇ ତହସିଲଦାରଙ୍କ ଜରିଆରେ ଦାପିପତ୍ର ପ୍ରଦାନ କରିଛନ୍ତି l ତତ୍କାଳୀନ ବିଜେଡି ସରକାରର କିଛି ପ୍ରଭାବଶାଳୀ ନେତା ଓ ମନ୍ତ୍ରୀଙ୍କ ପ୍ରୋତ୍ସାହନରେ ଏହି ଠକ ସଂସ୍ଥା ପଞ୍ଜିକରଣ କରି ଲୋକଙ୍କୁ ଲୁଟିଥିବା ଅଭିଯୋଗ କରିଛି "କ୍ଷତିଗ୍ରସ୍ତ ଜମାକାରୀ ଏକତା ମଞ୍ଚ l"  15 ଲକ୍ଷରୁ ଉର୍ଦ୍ଧ ଜମାକାରୀ ଉକ୍ତ ଠକ ସଂସ୍ଥା କବଳରେ  ଫସିଥିବାବେଳେ ସମସ୍ତେ ରାଜସ୍ବ ବିଭାଗ ଶପଥ ପତ୍ର ତତ୍କାଳୀନ ତଦନ୍ତ କମିଶନ ପାଖରେ ଦାଖଲ କରିଥିଲେ l କିନ୍ତୁ ଏଯାବତ କାହାକୁବି ଅର୍ଥ ଫେରସ୍ତ ଦିଆଯାଇନାହିଁ l ତୁରନ୍ତ ଯଦି ଏହାର ସମାଧାନ ନହୁଏ, ତାହେଲେ ଆଗକୁ ବଡ ଧରଣର ଅଇନି କାର୍ଯ୍ୟାନୁଷ୍ଠାନ କରିବାକୁ ଏକତା ମଞ୍ଚ ପକ୍ଷରୁ ସରକାରଙ୍କୁ ଚେତାବନୀ ଦିଆଯାଇଛି l

News Comment

You Might Also Like

BACK TO TOP