Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |

07-Aug-2026

ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ନୂତନ ଅଧ୍ୟକ୍ଷଙ୍କୁ ସମ୍ବର୍ଦ୍ଧନା ଓ ପାଠାଚକ୍ର ଆଲୋଚନା

 ଓଡିଶା ଜନ ମତ,ବୁଗୁଡ଼ା, ୦୭/୮/୨୬,

ସନ୍ତୋଷ କୁମାର ପଣ୍ଡା  :----

 ଗଞ୍ଜାମ ଜିଲ୍ଲାର ବୁଗୁଡ଼ା ପିପୁଲ୍ସ କଲେଜର ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ୦୭/୮/୨୬  ତାରିଖ ଦିନ ନୂତନ ପ୍ରିନ୍ସିପାଲ ଭଗବାନ ଶତପଥୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ ଓ ପାଠଚକ୍ର ଆନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କଲେଜର ପ୍ରିନ୍ସିପାଲ ଶ୍ରୀ ଶତପଥୀ ଅଧ୍ୟକ୍ଷତା କରିବା ସହ କାର୍ଯ୍ୟକ୍ରମକୁ ପ୍ରଦୀପ ପ୍ରଜ୍ଵଳନ ପୂର୍ବକ ଉଦଘାଟନ କରିଥିଲେ। ବିଭାଗ ପକ୍ଷରୁ ମୁଖ୍ୟ ଅଧ୍ୟାପକ ଅକ୍ଷୟ କୁମାର ସାହୁ ନୂତନ ଅଧ୍ୟକ୍ଷ ଶ୍ରୀ ଶତପଥୀଙ୍କୁ ହାର୍ଦ୍ଦିକ ସ୍ୱାଗତ କରବା ସହ ଉପଢ଼ୌକନ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ବିଭାଗର ଅଧ୍ୟାପକ ପବିତ୍ର ଖଣ୍ଡୁଆଳ ନୂତନ ପ୍ରିନ୍ସିପାଲଙ୍କୁ ସ୍ଵାଗତ କରିବା ସହ ପାଠଚକ୍ରର ବିଷୟ ବସ୍ତୁ "ଓଡ଼ିଶା ପଞ୍ଚାୟତ ରାଜ ନିର୍ବାଚନରେ ​​ମହିଳାଙ୍କ ଅଂଶଗ୍ରହଣ: ଏକବିଂଶ ଶତାବ୍ଦୀରେ ସାମ୍ବିଧାନିକ ବ୍ୟବସ୍ଥା ଏବଂ ଆହ୍ୱାନ" ଉପସ୍ଥାପନ କରି ସମ୍ୟକ୍ ଧାରଣା ପ୍ରଦାନ କରିଥିଲେ। ରାଜନୀତି ବିଜ୍ଞାନ ବିଭାଗର ଶେଷ ବର୍ଷର ଛାତ୍ରୀ ବର୍ଷା ସ୍ୱାଇଁ ଓ ଗୀତାଞ୍ଜଳୀ ପ୍ରଧାନ ପାଠଚକ୍ରର ସନ୍ଦର୍ଭ ପାଠ କରିଥିଲେ। ଏହାପରେ ପାଠଚକ୍ରର ବିଷୟ ବସ୍ତୁ ଉପରେ ମୁକ୍ତ ଆଲୋଚନା କରାଯାଇଥିଲା। ବିଭାଗର ଅନ୍ୟତମ ଅଧ୍ୟାପକ ଲୋକନାଥ ବେହେରା ବର୍ତ୍ତମାନର ପୁରୁଷ ପ୍ରାଧାନ୍ୟ ସମାଜରେ ମହିଳାମାନଙ୍କ ରାଜନୈତିକ ପ୍ରତିନିଧିତ୍ୱ ଦିଗରେ ଉପୁଜୁଥିବା ଆହ୍ୱାନ ବିଷୟରେ ଆଲୋକପାତ କରିଥିଲେ। ଶେଷରେ ଶେଷ ବର୍ଷର ଛାତ୍ରୀ ଶ୍ରଦ୍ଧାଞ୍ଜଳି ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP