Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |

08-Aug-2026

ବିଜୟଙ୍କ ପତ୍ନୀ ସଙ୍ଗୀତା ବିବାହ ବିଚ୍ଛେଦ  ଆବେଦନ କଲେ ପ୍ରତ୍ୟାହାର  |

ଓଡିଶା ଜନ ମତ ବ୍ୟୁରୋ

ଗତ ଛ ମାସ ତଳେ ନିଜ ଅଭିନେତା ସ୍ୱାମୀ ତଥା ବର୍ତ୍ତମାନ ର ତାମିଲନାଡୁ ମୁଖ୍ୟମନ୍ତ୍ରୀ  ଙ୍କ ବିରୁଦ୍ଧରେ ଛାଡ଼ ପତ୍ର ପାଇଁ କୋର୍ଟ ରେ ଆବେଦନ କରିଥିଲେ | ତେବେ ସଂଗୀତା ତାଙ୍କ ପିଲାମାନଙ୍କ ଭବିଷ୍ୟତ ଓ ସ୍ୱାମୀଙ୍କ ଭବିଷ୍ୟତ କୁ ଆକ୍ଷି ଆଗରେ ରହି ବିବାହ ବିଛେଦ ପାଇଁ ଦାୟାର କରିଥିବା ମାମଲାକୁ କୋର୍ଟ ରୁ ପ୍ରତ୍ୟାହାର କରିଛନ୍ତି  |  ଜାଣିବା ସମ୍ପୂର୍ଣ  ଘଟଣାର ବିଷୟ ଉପରେ | ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ୍ ବିଜୟଙ୍କ ପତ୍ନୀ ସଙ୍ଗୀତା ସୋର୍ଣ୍ଣାଲିଙ୍ଗମ୍ ଶୁକ୍ରବାର ଚେନ୍ନାଇ ନିକଟସ୍ଥ ଚେଙ୍ଗଲପଟ୍ଟୁ ପାରିବାରିକ ଅଦାଲତରେ ଦାୟର କରିଥିବା ନିଜର ବିବାହ ବିଚ୍ଛେଦ ଆବେଦନକୁ ପ୍ରତ୍ୟାହାର କରିନେଇଛନ୍ତି।
ମାମଲାର ଶୁଣାଣି ସମୟରେ ସଙ୍ଗୀତା ଭିଡିଓ କନଫରେନ୍ସିଂ ମାଧ୍ୟମରେ ହାଜର ହୋଇ ଏହି ମାମଲାକୁ ଆଗକୁ ବଢ଼ାଇବାକୁ ଚାହୁଁ ନଥିବା କୋର୍ଟଙ୍କୁ ଜଣାଇଥିଲେ। ଏହାପରେ ଅଦାଲତ ଆବେଦନଟିକୁ ପ୍ରତ୍ୟାହାର ଗ୍ରହଣ କରି ମାମଲାକୁ ଖାରଜ କରିଛନ୍ତି।
ସୂଚନାଯୋଗ୍ୟ ଯେ, ଗତ ଫେବୃଆରୀ ମାସରେ ସଙ୍ଗୀତା ଏହି ବିବାହ ବିଚ୍ଛେଦ ଆବେଦନ ଦାଖଲ କରିଥିଲେ। ସେଥିରେ ସେ ବିଜୟଙ୍କ ବିରୋଧରେ ଜଣେ ଅଭିନେତ୍ରୀଙ୍କ ସହ ପରକୀୟା ପ୍ରୀତିରେ ଲିପ୍ତ ରହିବା, ସାମାଜିକ ଓ ବ୍ୟବସାୟିକ ଜୀବନରୁ ତାଙ୍କୁ ଦୂରେଇ ରଖିବା ଏବଂ ମାନସିକ ନିର୍ଯାତନା ଦେବା ଭଳି ଗମ୍ଭୀର ଅଭିଯୋଗ ଆଣିଥିଲେ। ଏହିସବୁ ଘଟଣା ଯୋଗୁଁ ସେ ଓ ତାଙ୍କର ଦୁଇ ସନ୍ତାନ ଜେସନ୍ ସଞ୍ଜୟ ଓ ଦିବ୍ୟା ସାଶା ବାରମ୍ବାର ଅପମାନିତ ହୋଇଥିଲେ ଏବଂ ତାଙ୍କର ବୈବାହିକ ସମ୍ପର୍କ କେବଳ କାଗଜପତ୍ରରେ ସୀମିତ ରହିଯାଇଥିଲା ବୋଲି ସେ ଦର୍ଶାଇଥିଲେ। ତେବେ ଶୁକ୍ରବାର ଆବେଦନ ପ୍ରତ୍ୟାହାର ହେବା ପରେ ଏହି ଚର୍ଚ୍ଚିତ ବିବାଦରେ ବର୍ତ୍ତମାନ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଯାହାଦ୍ୱାରା ଦୁଇ ସ୍ୱାମୀ ସ୍ତ୍ରୀ  ଓ ଲୋକଙ୍କ ଠାରୁ ଅପବାଦ,, ନିନ୍ଦା ଏବଂ ମାନସିକ ନିର୍ଯ୍ୟାତନା ପାଉଥିବା ସନ୍ତାନ ଏବଂ ଓ ପାଟି, ପତ୍ନୀ ପ ବର୍ତ୍ତମାନ ଖୁସିରେ ରହି ପାରିବେ  | ସୋସିଆଲ ମିଡିଆରେ ହେଉଥିବା ଅପ ପ୍ରଚାର କୁ ସେମାନେ ସାମ୍ନା କରି ତାର କଡା ଜବାବ ଦେଇଛନ୍ତି  ସଂଗୀତା

News Comment

You Might Also Like

BACK TO TOP