Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |

08-Aug-2026

ପୋଲସରା କଲେଜରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
ତା --- ୦୮/୮/୨୬ : ---

ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ର ପ୍ରିନ୍ସିପାଲ ଡ଼କ୍ଟର ଭଗବାନ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ସ୍ୱାଗତ, ଅବସରକାଳୀନ ଓ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ୦୭/୮/୨୬ ତାରିଖ ଦିନ କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି ।ପ୍ରଥମେ ନୂତନ ଅଧକ୍ଷ ଭାବେ ଯୋଗ ଦେଇଥିବା ଡକ୍ଟର  ଭଗବାନ ତ୍ରିପାଠୀଙ୍କୁ ସ୍ୱାଗତ କରାଯାଇଥିଲା। ଦ୍ୱିତୀୟରେ  ଅବସର ଗ୍ରହଣ କରିଥିବା ଅଧ୍ୟାପକ ଡକ୍ଟର ହୃଷିକେଶ ଦାସ ଓ ତୃତୀୟରେ କଲେଜରୁ ବଦଳି ହୋଇଥିବା ଓଡ଼ିଶା ଅଧ୍ୟାପକ ଲିପିନାଥ ସିଂହ ଙ୍କୁ ସମ୍ଵର୍ଦ୍ଧିତ କରାଯାଇଥିଲା। ତିନି ଜଣଙ୍କ ମଙ୍ଗଳ କାମନା କରି ପ୍ରାଧ୍ୟାପକ ରୁଦ୍ର ପ୍ରସାଦ ଗୌଡ଼, ସେକ୍ ଫରିଦ୍, ଡ଼କ୍ଟର ଜ୍ୟୋସ୍ନା ରାଣୀ ପଟ୍ଟନାୟକ, ଲେପନାଣ୍ଟ ବିନତ କୁମାରୀ ଦାସ, ଦେବାଶିଷ ସ୍ୱାଇଁ, ଅନିଲ କୁମାର ଦାସ, ଡକ୍ଟର ବିରଞ୍ଚି ନାରାୟନ ରଥ ପ୍ରଭୃତି ଗୁଣଗାନ କରିଥିଲେ। ଡ଼କ୍ଟର ବିରଞ୍ଚି ନାରାୟଣ ରଥ ସଂଯୋଜନ କରିଥିବା ବେଳେ ଷ୍ଟାଫ କ୍ଲବ ସେକ୍ରେଟାରୀ ହରିଶ ଚନ୍ଦ୍ର ପାଇକ ଧନ୍ୟବାଦ ଅର୍ପଣ କରିଥିଲେ। ମହାବିଦ୍ୟାଲୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ ଅଣ ଶିକ୍ଷକ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP