Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |

08-Aug-2026

 ଟ୍ରକରୁ 9.250 ଗ୍ରାମ ଗଞ୍ଜେଇ ଜବତ କଲା ନାଚୁଣୀ ପୋଲିସ ଜଣେ ଗିରଫ |

ମାଫିଆ ମାନେ ବହୁତ ଚାଲାକି କରି ଅପରାଧିକ କାର୍ଯ୍ୟ ରେ ସାମିଲ ହୋଇ ବହୁତ ନେପାର କରି ଅର୍ଥ ଉପାର୍ଜନ କରିଥାନ୍ତି | ସେପରି ନାଚୁଣି ଥାନା ପୋଲିସ ଗତ କାଲି ରାତିରେ ୧୬ ନମ୍ବର ଜାତୀୟ ରାଜପଥର କୌଡିଖଣି ଛକ ନିକଟରୁ ଏକ କଣ୍ଟେନର ଟ୍ରକ୍ KA-53-D-5096 କୁ ଅଟକାଇ 9.250 ଗ୍ରାମ ଗଞ୍ଜେଇ ଜବତ କରିଛି.ନିୟମିତ ପାଟ୍ରୋଲିଂ ସମୟରେ ଟ୍ରକ୍ ଟି ବେପରୁଆ ଭାବେ ଚାଲୁଥିବା ଦେଖି ପୋଲିସ ତାକୁ ଅଟକାଇଥିଲା.ଗାଡିର କ୍ୟାବିନ୍ ରୁ ଗଞ୍ଜେଇ ଗନ୍ଧ ଆସିବାରୁ ତଲାସୀ କରାଯିବାରୁ ପଛ ସିଟ୍ ତଳେ ଲୁଚାଇ ରଖାଯାଇଥିବା ଗୋଟିଏ ଜରି ବ୍ୟାଗ୍ ରୁ ଗଞ୍ଜେଇ ମିଳିଥିଲା.ଏହାସହ ଟ୍ରକ୍ ଏବଂ ଗୋଟିଏ ମୋବାଇଲ୍ ଫୋନ୍ ମଧ୍ୟ ଜବତ କରାଯାଇଛି.ଗିରଫ ହୋଇଥିବା ଅଭିଯୁକ୍ତ ହେଲେ ଉତ୍ତର ପ୍ରଦେଶ ଆଜମଗଡ଼ ଜିଲ୍ଲାର କୱଲଧର ରାଜବର.ତାଙ୍କ ବିରୁଦ୍ଧରେ ନାଚୁଣି ଥାନାରେ ମାମଲା ନଂ 321/2026, ଧାରା 20 ଖ(ii)(B) ଏନ୍.ଡି.ପି.ଏସ୍ ଆଇନ୍ ରେ ମାମଲା ରୁଜୁ ହୋଇ ତଦନ୍ତ ଚାଲିଛି.କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ୍ ଙ୍କ ଉପସ୍ଥିତିରେ ସମସ୍ତ ଜବତ ସାମଗ୍ରୀ ସିଲ୍ କରାଯାଇଛି ବୋଲି ନାଚୁଣି ଥାନା ଅଧିକାରୀ ସୂଚନା ଦେଇଛନ୍ତି.

News Comment

You Might Also Like

BACK TO TOP