Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |

08-Aug-2026

ପୋଲସରା ରେ ଜାତୀୟ କୃମି  ନାଶକ ତାଲିମ ଶିବିର।

ଓଡ଼ିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା
 ତା. ୦୮/୮/୨୬:----

 ପୋଲସରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ସ୍ଥାନୀୟ ପିଏମଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟଠାରେ ଜାତୀୟ କୃମି  ନାଶକ ଦିବସକୁ ସଫଳ କରିବା ପାଇଁ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମକୁ ଏମ୍ ଓ ଆୟୁଷ   ଡାକ୍ତର ଶୁଭ୍ରାଂଶୁ ଶେଖର ସେଠୀ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ଶୁଭାରମ୍ଭ କରିଥିଲେ। ପ୍ରତିବର୍ଷ ଦୁଇଥର ଏହି କୃମି  ନାଶକ କାର୍ଯ୍ୟକ୍ରମ କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ନିର୍ଦ୍ଦେଶ ପ୍ରକାରେ ସମଗ୍ର ଦେଶରେ ଫେବୃଆରୀ ମାସ ୧୦ ତାରିଖ ଏବଂ ଅଗଷ୍ଟ ମାସ ୧୦ ତାରିଖ ଦିନ କାର୍ଯ୍ୟକାରୀ କରାଯାଇଥାଏ। ଏହି କ୍ରମରେ ଆସନ୍ତା ୧୦ ତାରିଖ ସୋମବାର ଦିନ ପୋଲସରା ପୌରପାଳିକା ଏବଂ ବ୍ଲକର  ୨୬ଗୋଟି ଗ୍ରାମ ପଞ୍ଚାୟତର ୧୧ ଗୋଟି କ୍ଲଷ୍ଟର ଅନ୍ତର୍ଗତ ବିଭିନ୍ନ  ସରକାରୀ ବିଦ୍ୟାଳୟ ଗୁଡ଼ିକର ପ୍ରଧାନ ଶିକ୍ଷକ ଓ ଶିକ୍ଷୟତ୍ରୀ ବା ସହକାରୀ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ  ତାଲିମ ପ୍ରଦାନ କରାଯାଇଥିଲା। ଏହି ଅବସରରେ ଉକ୍ତ ୧୦ ତାରିଖରେ ସମସ୍ତ ପିଲା ଖାଇସାରିବା  ପରେ ଗୋଟିଏ ଲେଖାଏଁ ଆଲବେଣ୍ଡଡ଼ାଜଲ ଜାତୀୟ କୃମି ନାଶକ ବଟିକା ଚୋବାଇ ଖାଇଲା ପରେ   ପାଣି ପିଇବାକୁ ବୁଝାଯିବା ସହିତ ଯେଉଁ ପିଲା ଅନୁପସ୍ଥିତ ରହି  ବଟିକା ଖାଇନଥିବେ ସେମାନଙ୍କୁ ୧୭  ତାରିଖ ସୋମବାର ଦିନ ସେବନ କରିବାକୁ ପରାମର୍ଶ ଦିଆଯାଆଇଛି। ଏହି ଶିବିରରେ ସିଏଚଓ ଦୟାନିଧି ହୋତା, ସିଏଚଓ ବିନତା ରାଉତ ଓ ପୂର୍ବତନ ଗୋଛାବାଡ଼ି ସିଆରସିସି ତଥା ଆରପି. ନିରଞ୍ଜନ ବେହେରା ପ୍ରମୁଖ  ଯୋଗଦେଇ ତାଲିମ ପ୍ରଦାନ କରିଥିଲେ। ଏହି ଦ୍ୱିତୀୟ ପର୍ଯ୍ୟାୟ ଶିବିରରେ ଅଞ୍ଚଳର ବିଭିନ୍ନ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ଶିକ୍ଷୟତ୍ରୀ ଏବଂ ସହାୟକ ଶିକ୍ଷକ ଶିକ୍ଷୟତ୍ରୀମାନେ ଯୋଗଦେଇ ତାଲିମ ଗ୍ରହଣ କରିଥିଲେ।

News Comment

You Might Also Like

BACK TO TOP