Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |

08-Aug-2026

 ବ୍ଲକ ପ୍ରଅର୍ଦ୍ଧ ନିର୍ମିତ ସେତୁ ଉପରେ ଜନ ସାଧାରଣ ଙ୍କ ଯାତାୟତ ଶାସନ ତରଫରୁ ଅର୍ଦ୍ଧ ନିର୍ମିତ କୁଆଁରିଆ ସେତୁ ଉପରେ ଜନ ସାଧାରଣ, କାଉଡିଆ ଙ୍କ ଯାତାୟାତ ଉପରେ ଲାଗିଲା ଅଙ୍କୁଶ |

ଖଣ୍ଡପଡ଼ା ବ୍ଲକ ଅଧୀନ ବେଣାଗାଡିଆ ଗ୍ରାମର ବରକୋଳି ଛକ ଠାରୁ ତେନ୍ତୁଳିଆପଲ୍ଲୀ ଓ ପଥରଦ୍ବାର ଗ୍ରାମ ଦେଇ କଣ୍ଟିଲୋ ପାଟଣା ଗ୍ରାମକୁ ସଂଯୋଗ କରୁଥିବା ରାସ୍ତାରେ ଅବସ୍ଥିତ ନୂତନ କୁଆଁରିଆ ସେତୁଟି ଅର୍ଦ୍ଧ ନିର୍ମିତ ଅବସ୍ଥାରେ ରହିଥିବା ଜଣାପଡିଛି।ତେବେ ଉକ୍ତ ସେତୁ ଉପର ଦେଇ ଶହ ଶହ ସଂଖ୍ୟାରେ କାଉଡ଼ିଆ ପାଣି ଭାର ନେଇ ବିଭିନ୍ନ ଶୈବପୀଠକୁ ଯାତ୍ରା କରୁଥିବା ବେଳେ ସ୍ଥାନୀୟ ଜନସାଧାରଣ ମଧ୍ଯ ସେତୁ ପାର୍ଶ୍ବସ୍ଥିତ ବାଉଁଶ ସିଡି ଦେଇ   ଅପରପାର୍ଶ୍ବକୁ ବିପଦଶଙ୍କୁଳ ଅବସ୍ଥାରେ ଯାତାୟାତ କରୁଥିବା ଜଣାପଡିଛି। ଏ ସଂର୍ପକରେ ସ୍ଥାନୀୟ ପ୍ରଶାସନ ଓ ପୁଲିସ ପ୍ରଶାସନ ଅବଗତ ହେବା ପରେ ଉକ୍ତ ସେତୁ ଦେଇ ଯାତାୟାତ ଉପରେ କଟକଣା ଲାଗୁ କରିଥିବା ଜଣାପଡିଛି।ସୂଚନାଯୋଗ୍ଯ କଣ୍ଟିଲୋ ପାର୍ଶ୍ବସ୍ଥ ମହାନଦୀ ଘାଟରୁ ହଜାର ହଜାର ସଂଖ୍ୟାରେ କାଉଡ଼ିଆ ପାଣି ଭାର ଉଠାଇବା ପରେ ଦୁରତ୍ବ କମ ଦୃଷ୍ଟିରୁ ଉକ୍ତ ଅର୍ଦ୍ଧ ନିର୍ମିତ କୁଆଁରିଆ ସେତୁ ଦେଇ ବିପଦଶଙ୍କୁଳ ଅବସ୍ଥାରେ ଯାତାୟାତ କରୁଥିବା ନେଇ ନଜରକୁ ଆସିବା ପରେ ପ୍ରଶାସନ କଡା ପଦକ୍ଷେପ ଗ୍ରହଣ କରିଥିବା ଜଣାଯାଇଛି।କଣ୍ଟିଲୋ ଫାଣ୍ତି ଅଧିକାରୀ ଉକ୍ତ ଅର୍ଦ୍ଧ ନିର୍ମିତ କୁଆଁରିଆ ସେତୁ ନିକଟରେ ଶନିବାର ଦିନ ତମାମ ଉପସ୍ଥିତ ରହି ପାଣି ଭାର ନେଇ ଯାଉଥିବା କାଉଡ଼ିଆ ମାନଙ୍କୁ ବାରଣ କରିବା ସହ ସ୍ଥାନୀୟ ଅଞ୍ଚଳବାସୀଙ୍କୁ ଏ ନେଇ ମଧ୍ଯ ସଚେତନ କରିଥିବା ସୂଚନା ମିଳିଛି।ପ୍ରକାଶଥାଉକି ଗତ ୫ ତାରିଖରେ ବିପଦଶଙ୍କୁଳ କୁଆଁରିଆ ସେତୁ ଦେଇ କାଉଡ଼ିଆଙ୍କ ଯାତାୟାତ ସଂର୍ପକିତ ଏହି ଖବର ଗଣମାଧ୍ୟମରେ ପ୍ରକାଶ ପାଇଥିଲା।ଅପରପକ୍ଷେ  ଯୁଦ୍ଧକାଳୀନ ଭିତ୍ତିରେ ଉକ୍ତ ସେତୁ ନିର୍ମାଣ କାର୍ଯ୍ଯ ଶେଷ ନିମନ୍ତେ ଗ୍ରାମ୍ଯ ଉନ୍ନୟନ ବିଭାଗ ଉଚ୍ଚ କର୍ତ୍ତୃପକ୍ଷ, ନୟାଗଡ ଅଧିକ୍ଷଣ ଯନ୍ତ୍ରୀ ଓ ଜିଲ୍ଲାପାଳ ଦୃଷ୍ଟି ଦେବାକୁ ଖଣ୍ଡପଡ଼ା ଅଞ୍ଚଳବାସୀ ଦାବି କରିଛନ୍ତି।

News Comment

You Might Also Like

BACK TO TOP