Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ପାଟଖଣ୍ଡା ପବ୍ଲିକ ସ୍କୁଲ ରେ ବିଜ୍ଞାନ ମେଳା ଓ ଚିତ୍ରକଳା ପ୍ରଦର୍ଶନୀ ଅନୁଷ୍ଠିତ |

11-Dec-2024

ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲରେ ବିଜ୍ଞାନ ମେଳା ଓ ଚିତ୍ରକଳା ପ୍ରଦର୍ଶନୀ,

         ଓଡିଶା ଜନମତ ବ୍ୟୁରୋ,

ବାଲିଗୁଡା, 11/12:  କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲ ପରିସରରେ ବିଜ୍ଞାନ ମେଳା ଓ ଚିତ୍ରକଳା ପ୍ରଦର୍ଶନୀ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ସମା ରୋହରେ ସମ୍ମାନିତ ଅତିଥି ଭାବେ ଲିପୁନ ରଞ୍ଜନ ପ୍ରଧାନ ସେବାଶ୍ରମ ଉଚ୍ଚ ବିଦ୍ୟାଳୟ ବାଟାଗୁଡା, ନିର୍ମଳ ପାଣ୍ଡେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବଡଗାଁ, ଶୁଭେନ୍ଦୁ ମୋହନ ଶ୍ରୀଚନ୍ଦନ ନାୟକ ଓଡିଶା ଆଦର୍ଶ ବିଦ୍ୟାଳୟ ବାଲିଗୁଡା, ଦେବବ୍ରତ ସିଂଦେଓ ବରିଷ୍ଠ କ୍ରୀଡ଼ାବିତ, ବିଦ୍ୟାଳୟର ସମ୍ପାଦକ ସେକ ସାଦିକ ପ୍ରମୁଖ ମଞ୍ଚାସିନ ଅତିଥି ଭାବେ ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ବିଦ୍ୟାଳୟର ଅଧ୍ୟକ୍ଷ କୃଷ୍ଣ ଚନ୍ଦ୍ର ମହାପାତ୍ର ଅତିଥିଙ୍କ ପରି ଚୟ ପ୍ରଦାନ କରି ପ୍ରଦର୍ଶନୀର ଶୁଭାରମ୍ଭ କରିଥିଲେ l ଉକ୍ତ ମେଳାରେ ମୋଟ ୪୦ ଟି ବିଜ୍ଞାନ ପ୍ରକଳ୍ପ ଓ ୪୯ ଟି ଚିତ୍ରକଳା ପ୍ରଦର୍ଶିତହୋଇଥିଲା |  ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁଶ୍ରୀ ସ୍ମିତାରାଣୀ ବେହେରା ଓ ସୁଶ୍ରୀ ଭବାନୀ ଦେବୀ କାର୍ଯ୍ୟ କ୍ରମର ସୁପରିଚାଳନା କରି ଥିଲେ l ସମ୍ମାନିତ ଅତିଥି ବୃନ୍ଦ ଛାତ୍ର ଛାତ୍ରୀ ମାନଙ୍କ ଉଦ୍ଦେ ଶ୍ୟରେ ବିଜ୍ଞାନ ଓ କଳାର ମହତ୍ୱ ବ୍ୟାଖ୍ୟା କରିଥିଲେ ଓ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରିଥିଲେlଶେଷରେ ବିଦ୍ୟାଳୟର ବରିଷ୍ଠଶିକ୍ଷୟିତ୍ରୀ ରଶ୍ମିପ୍ରଭା ଦାସ ଧନ୍ୟବାଦ ଅର୍ପଣ କରିଥିଲେ l ବିଦ୍ୟାଳୟ ର ସମସ୍ତ କାର୍ଯ୍ୟ କର୍ତ୍ତା ଓ ଅଭିଭାବକ ମାନଙ୍କସହଯୋଗ ରେ ଉକ୍ତ କାର୍ଯ୍ୟ କ୍ରମଟିସଫଳ ହୋଇଥିଲା l

News Comment

You Might Also Like

BACK TO TOP