Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |

09-Aug-2026

ପୋଲସରା କଲେଜରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା

୯।୮(ଡ.କୁମୁଦ ଚନ୍ଦ୍ର ବେହେରା):ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ର ପ୍ରିନ୍ସିପାଲ ଡ଼କ୍ଟର ଭଗବାନ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ସ୍ୱାଗତ, ଅବସରକାଳୀନ ଓ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି ।ପ୍ରଥମେ ନୂତନ ଅଧକ୍ଷ ଭାବେ ଯୋଗ ଦେଇଥିବା ଡକ୍ଟର  ଭଗବାନ ତ୍ରିପାଠୀଙ୍କୁ ସ୍ୱାଗତ କରାଯାଇଥିଲା। ଦ୍ୱିତୀୟରେ  ଅବସର ଗ୍ରହଣ କରିଥିବା ଅଧ୍ୟାପକ ଡକ୍ଟର ହୃଷିକେଶ ଦାସ ଓ ତୃତୀୟରେ କଲେଜରୁ ବଦଳି ହୋଇଥିବା ଓଡ଼ିଶା ଅଧ୍ୟାପକ ଲିପିନାଥ ସିଂହ ଙ୍କୁ ସମ୍ଵର୍ଦ୍ଧିତ କରାଯାଇଥିଲା। ତିନି ଜଣଙ୍କ ମଙ୍ଗଳ କାମନା କରି ପ୍ରାଧ୍ୟାପକ ରୁଦ୍ର ପ୍ରସାଦ ଗୌଡ଼, ସେକ୍ ଫରିଦ୍, ଡ଼କ୍ଟର ଜ୍ୟୋସ୍ନା ରାଣୀ ପଟ୍ଟନାୟକ, ଲେପନାଣ୍ଟ ବିନତ କୁମାରୀ ଦାସ, ଦେବାଶିଷ ସ୍ୱାଇଁ, ଅନିଲ କୁମାର ଦାସ, ଡକ୍ଟର ବିରଞ୍ଚି ନାରାୟନ ରଥ ପ୍ରଭୃତି ଗୁଣଗାନ କରିଥିଲେ। ଡ଼କ୍ଟର ବିରଞ୍ଚି ନାରାୟଣ ରଥ ସଂଯୋଜନ କରିଥିବା ବେଳେ ଷ୍ଟାଫ କ୍ଲବ ସେକ୍ରେଟାରୀ ହରିଶ ଚନ୍ଦ୍ର ପାଇକ ଧନ୍ୟବାଦ ଅର୍ପଣ କରିଥିଲେ। ମହାବିଦ୍ୟାଲୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ ଅଣ ଶିକ୍ଷକ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP