Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|

09-Aug-2026

ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପ୍ରଥମ ସେମି ଫାଇନାଲ ରେ ପେନାଲଟିକ ସୁଟ ଜରିଆରେ ସିନ୍ଦ୍ରିଗାଁ ଦଳ ବିଜୟୀ

ଓଡିଶା ଜନମତ,ବାଲିଗୁଡା, ତା, ୦୯/୦୮,

ସଞ୍ଜୟ କୁମାର ପାଣିଗ୍ରାହୀ :-------

 କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ଆରମ୍ଭ ହୋଇଛି l ଏହି ଚମ୍ପିୟାନସିପ ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଦିନ ଫାଇନାଲ ଖେଳ ଅନୁଷ୍ଠିତ ହେବ l ଏଥିରେ ବାଲିଗୁଡା ସମେତ ସୀତାପଡି, ସୁଣ୍ଡରୁମିଲା,ସଲଗା ପଦର, ଡୋପାସାହି, ସିନ୍ଦ୍ରିଗାଁ, ବରିପଡା, ବାରଖମା, ସିପାଞ୍ଜିରୀ, ପାଦେରୀପଡା, ବାଲିସୁଗା, ଓ ପାକୁଲଦା ଗ୍ରାମର ଫୁଟବଲ ଦଳ ଯୋଗ ଦେଉଛନ୍ତି l ରବିବାର ଦିନର ପ୍ରଥମ ସେମି ଫାଇନାଲ ମ୍ୟାଚ ସୁଣ୍ଡରୁମିଲା ସହ ସିନ୍ଦ୍ରିଗାଁ ମଧ୍ୟରେ ଅନୁଷ୍ଠିତ ହୋଇଥିବା ବେଳେ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ କେହି କାହାରିକୁ ଗୋଲ ଦେବାରେ ଅସମର୍ଥ ହେବାରୁ ପେନାଲଟିକ ସୁଟ ଜରିଆରେ ୪-୨ ଗୋଲ ରେ ସିନ୍ଦ୍ରିଗାଁ ଦଳ ବିଜୟୀ ହୋଇଥିଲା l ଏଥିରେ ରେଫେରୀ ଭାବେ ସଞ୍ଜୟ ବେହେରା, ସୂର୍ଯ୍ୟ ନାରାୟଣ ସୁଆର, ଇଲିଆସ ଦିଗାଳ, ମିଥୁନ ନାୟକ ପ୍ରମୁଖ ଉପସ୍ଥିତ ମ୍ୟାଚକୁ ସୁଚାରୁ ଭାବେ ପରିଚାଳନା କରିଥିଲେ l ସ୍ଥାନୀୟ ଉପଖଣ୍ଡ କ୍ରୀଡା ସଂଘ ତରଫରୁ ସେକ ସାଦିକ, ସୁଶାନ୍ତ କୁମାର ଦାସ, ଗଙ୍ଗାଧର ପଣ୍ଡା, ପ୍ରଶାନ୍ତ କୁମାର ସାହୁ, ରଞ୍ଜନ କୁମାର ନାୟକ, ବ୍ରଜ ଶେଖର ନାୟକ, ନଳିନୀ କାନ୍ତ ବେହେରା ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ l ସୋମବାର ଦ୍ୱିତୀୟ ସେମି ଫାଇନାଲ ମ୍ୟାଚ ଆଦିବାସୀ ମହାବିଦ୍ୟାଳୟ ବନାମ ପାକୁଲଦା ମଧ୍ୟରେ ଏକ ସଂଘର୍ଷ ପୂର୍ଣ୍ଣ ମ୍ୟାଚ ଅନୁଷ୍ଠିତ ହେବ ବୋଲି ଜଣାପଡିଛି l

News Comment

You Might Also Like

BACK TO TOP