Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|

09-Aug-2026

ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ ।

ଓଡ଼ିଶା ଜନ ମତ :-
ତାରା ଶଙ୍କର ରଥ

ଆଜି ବିଶ୍ୱ ଆଦିବାସୀ ଦିବସ । ଖଲ୍ଲିକୋଟ ବ୍ଲକ ର ବିଭିନ୍ନ ଅଦିବାସୀ ଅଞ୍ଚଳ କୁ ମିଶାଇ ଆଜି  ବାଦପଲ୍ଲୀ ଠାରେ ଆଦିବାସୀ ମାନେ ଏକତ୍ରିତ ହୋଇଥିଲେ । ଏକତା ଏବଂ ସ୍ବଚ୍ଛ ବିଚାର ତଥା ଆଦିମ କାଳର ପରମ୍ପରାକୁ ବଞ୍ଚାଇ ରଖିବା ସହ ଜଙ୍ଗଲ ଜମି ପଟ୍ଟା ବିବାଦ କୁ ନେଇ ରଣହୁଙ୍କାର ଦେଇଥିଲେ ଆଦିବାସୀ । ଜିଲ୍ଲାପାଳ ଙ୍କ ଠାରୁ ତହସିଲ୍ ଓ ବନ୍ୟ ବିଭାଗ ର ଦ୍ୱାରସ୍ଥ ହେଲେ ମଧ୍ୟ ଆଜି ଯାଏଁ ସେମାନଙ୍କ ଘର ବାରି କୁ ପଟ୍ଟା ଦିଆନଯାଇ ବଡ଼ ବଡ଼ କମ୍ପାନୀ କୁ ହସ୍ତାନ୍ତର କରାଯାଉଛି । ସରକାର ବିଭିନ୍ନ ଉନ୍ନତି କରଣ କୁ ନେଇ ବାହା ବାହା ନେଉଥିବା ବେଳେ ଏହା ସମ୍ପୂର୍ଣ୍ଣ ଆଦିବାସୀ ମାରଣ ଓ ଶୋଷଣ ନୀତି ବୋଲି ଉକ୍ତ  ସଂଘ ଦାବି କରିଛନ୍ତି । ସରକାର ସେମାନଙ୍କୁ ହକ୍ ନ ଦେଲା ଯାଏଁ ଏଇ ସଂଘ ନିରନ୍ତର ଭାବେ ଆନ୍ଦୋଳନ କରିବା ସହ ସରକାର କୁ ଚେତେଇବା ପାଇଁ ଶେଷ ଲଢ଼େଇ କରିବାକୁ ବି ପଛାଇବ ନାହିଁ ସୂଚାଇ ଦେଇଚନ୍ତି ।

News Comment

You Might Also Like

BACK TO TOP