Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |

10-Aug-2026

କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା।
ଓଡ଼ିଶାର ଜନମତ,  ଜଗତସିଂହପୁର,

ଜ୍ୟୋତି ରଞ୍ଜନ ପଟ୍ଟନାୟକ.... ଗତସିଂହପୁର ଜିଲ୍ଲା ରଘୁନାଥପୁର ବ୍ଲକ ଅନ୍ତର୍ଗତ ରାଢଙ୍ଗ ଉଚ୍ଚ ବିଦ୍ୟାଳୟର କ୍ରୀଡା ଶିକ୍ଷକ ଶୁକଦେବ ଜେନାଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇ ଯାଇଛି। ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଅକ୍ଷୟ କୁମାର ମହାନ୍ତିଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ସଭାରେ  ପରିଚାଳନା କମିଟି ସଭାପତି ସୁରେଶ ଚନ୍ଦ୍ର ରାଉତ ମୁଖ୍ୟ ଅତିଥି ,ବୃନ୍ଦାବନ ଚନ୍ଦ୍ର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ପ୍ରତାପ ଚନ୍ଦ୍ର ଲେଙ୍କା ମୁଖ୍ୟ ବକ୍ତା, ରାଢ଼ଙ୍ଗ ସରପଞ୍ଚ ସୁଶିଲ କୁମାର ବାରିକ ବିଶିଷ୍ଟ ଅତିଥି, ପ୍ରାକ୍ତନ ପ୍ରଧାନ ଶିକ୍ଷକ ସରୋଜ କୁମାର ମହାପାତ୍ର ଓ ରଘୁନାଥ ସ୍ୱାଇଁ ସମ୍ମାନନୀୟ ଅତିଥି ଭାବେ ଯୋଗ ଦେଇ ଶ୍ରୀ ଜେନାଙ୍କର ଛାତ୍ରବତ୍ସଳତା ଓ କର୍ତ୍ତବ୍ୟନିଷ୍ଠା ସମ୍ପର୍କରେ ଆଲୋଚନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ଶିକ୍ଷକ ନିମାଇଁ ଚରଣ ସ୍ୱାଇଁ, ରମେଶ ଚନ୍ଦ୍ର ମହାନ୍ତି, ନିରଞ୍ଜନ ମହାନ୍ତି, ପବିତ୍ର କୁମାର ପାଳ , ସୁକାନ୍ତ ଚରଣ ପାଳ, ରଞ୍ଜନ କୁମାର ପ୍ରଧାନ , ଟୁଟୁ ଦାଶ, କମିଟି ସଭ୍ୟ ସୁରେନ୍ ରାଉତ,ସୁଶାନ୍ତ ଜେନା ଓ ପ୍ରାକ୍ତନ କର୍ମଚାରୀ ଶୁକଦେବ ଜେନା ଓ ମାଗୁଣି ଚରଣ ରାଉତ ପ୍ରମୁଖ ବିଦାୟୀ ଶିକ୍ଷକଙ୍କ ଛାତ୍ର ବତ୍ସଳତା, କର୍ତ୍ତବ୍ୟ ପରାୟଣତା ଉପରେ ଆଲୋକପାତ କରିଥିଲେ। ଅତିଥି ମାନେ ଶ୍ରୀ ଜେନାଙ୍କୁ ମାନପତ୍ର,ଉପଢୌକନ ଓ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରିଥିଲା ବେଳେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ତରୁଣ କୁମାର ଜେନା ଅତିଥି ପରିଚୟ ପ୍ରଦାନ କରିଥିଲେ । ଶେଷରେ ଶିକ୍ଷକ ବିରେନ୍ଦ୍ର ବାରିକ ଧନ୍ୟବାଦ୍ ଅର୍ପଣ କରିଥିବା ବେଳେ ନିମାଇଁ ଚରଣ ରାଉତ ଓ ସନ୍ତୋଷ କୁମାର ରାଉତ ସଭା ପରିଚାଳନାରେ ସହଯୋଗ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଛାତ୍ରଛାତ୍ରୀ , ଅଭିଭାବକ ଓ ବିଦ୍ୟାଳୟର ସମସ୍ତ  କର୍ମଚାରୀ ମାନେ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP