Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

କେନ୍ଦ୍ର ଗଣ ଶିକ୍ଷା ମନ୍ତ୍ରୀଙ୍କ ଦିନିକିଆ କନ୍ଧମାଳ ଗ୍ରସ୍ତ |

11-Dec-2024

କେନ୍ଦ୍ର ଗଣ ଶିକ୍ଷାମନ୍ତ୍ରୀଙ୍କ ଦିନିକିଆ କନ୍ଧମାଳ ଗସ୍ତ :ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା ଓ ପରିଦର୍ଶନ 

କନ୍ଧମାଳ,୧୦/୧୨:  ଦିନିକିଆ କନ୍ଧମାଳ ଗ୍ରସ୍ତରେ ଆସିଥିଲେ କେନ୍ଦ୍ର ଗଣ ଶିକ୍ଷା ମନ୍ତ୍ରୀ ସୁକାନ୍ତ ମଜୁମଦାର । ପ୍ରଥମେ ଫୁଲବାଣୀ ସ୍ଥିତ ଜିଲାପାଳ ଙ୍କ ସଦଭାବନା ଗୃହରେ ଜିଲ୍ଲା ସ୍ତରୀୟ ସରକାରୀ ଅଧିକାରୀଙ୍କ ସହ ଏକ ସମୀକ୍ଷା ବୈଠକରେ ଯୋଗଦେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କରିବା ସହ ସରକାରୀ କର୍ମଚାରୀ ମାନେ ନିଷ୍ଠା ଓ ଆନ୍ତରିକତାର ସହ ଲୋକଙ୍କ ପାଇଁ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ । ପରେ ପରେ ଫିରିଙ୍ଗିଆ ଯାଇ ସ୍ମାର୍ଟ ଅଙ୍ଗନବାଡି ସେଣ୍ଟର, ନୋଡାଲ ସ୍କୁଲ ଯାଇ ଛାତ୍ର ଛାତ୍ରୀ ଙ୍କ ସହ ଆଲୋଚନା କରିଥିଲେ । କିଭଳି ଶିକ୍ଷା ଦିଆଯାଉଛି ଓ ମଧ୍ୟାହ୍ନ ଭୋଜନ ର ମାନ ମଧ୍ଯ ଦେଖି ଥିଲେ କେନ୍ଦ୍ର ମନ୍ତ୍ରୀ । କେନ୍ଦ୍ର ସରକାରଙ୍କ ଆକାଂକ୍ଷା ଜିଲ୍ଲାରେ ଚାଲିଥିବା ବିଭିନ୍ନ ଯୋଜନା ର କାର୍ଯ୍ୟକାରିତା ଓ ସୁଫଳ ନେଇ କେନ୍ଦ୍ର ମନ୍ତ୍ରୀ ମଜୁମ ଦାର ଆଲୋଚନା କରିଥିଲେ । ମୋତେ କନ୍ଧମାଳ ଓ କୋରାପୁଟ ଜିଲ୍ଲା ଦାୟିତ୍ବ ଦିଆଯାଇଛି। ଜିଲ୍ଲାରେ କୃଷିକୁ ଅଧିକ ପ୍ରାଧାନ୍ୟ ଦିଆଯିବାକୁ ପରାମର୍ଶ ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ। ଫିରିଙ୍ଗିଆ ସ୍କୁଲରେ ପିଲା ଙ୍କ ସହିତ ମଧ୍ୟାହ୍ନ ଭୋଜନ କରିବା ସହିତ ଖୁସି ବ୍ୟକ୍ତି କରିଥିଲେ ମନ୍ତ୍ରୀ। ଅନ୍ୟ ମାନଙ୍କ ମଧ୍ୟରେ ସାଂସଦ ସୁକାନ୍ତ ପାଣିଗ୍ରାହୀ,ବିଧାୟକ ଉମା ଚରଣ ମଲ୍ଲିକ, ସାସଂଦ ପ୍ରତିନିଧି ରଞ୍ଜିତ କୁମାର ସାହୁ, ଆଦିକନ୍ଦ ପଟ୍ଟନାୟକ, ସଞ୍ଜୟ କୁମାର ଦାସ,  ଜିଲ୍ଲାପାଳ ଅମ୍ରିତ ଋତୁରାଜ, ଜିଲ୍ଲାମୁଖ୍ୟ ଉନ୍ନୟନ ଅଧୂକାରୀ ଓ କାର୍ଯ୍ୟ ନିର୍ବାହୀ ଜିଲ୍ଲା ପରିଷଦ ଶମ୍ଭୁ ନାଥ ନନ୍ଦୀ ପ୍ରମୁଖ ଙ୍କ ସହ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l

News Comment

You Might Also Like

BACK TO TOP