Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |

10-Aug-2026

କେସିଙ୍ଗା ସହର ରେ  ବଡ଼ ଚୋରି କରି ଫେରାର ହୋଇଗଲେ ଚୋର | 

 କେସିଙ୍ଗା ସହର ରେ  ପୁଣି ଏକ ବଡ଼ ଧରଣର ଚୋରୀ ହୋଇ ଯାଇଛି !| ଲକ୍ଷାଧିକ ଟଙ୍କା ସହ ସୁନା-ରୁପା ଓ ଲାପଟପ୍‌ ଲୁଟ୍ କରି ଚୋର ମାନେ ନେଇ ଯାଇଛନ୍ତି  | ଲଗାତାର ଚୋରି ଘଟଣା ପୁଲିସ ପାଇଁ ଚ୍ୟାଲେଞ୍ଜହୋଇଛି | କଳାହାଣ୍ଡି ଜିଲ୍ଲା କେସିଙ୍ଗା ସହରରେ ପୁଣି ଏକ ବଡ଼ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। କଲେଜ ରୋଡ୍‌ସ୍ଥିତ ଏକ ଭଡ଼ା ଘରର ତାଲା ଭାଙ୍ଗି ଦୁର୍ବୃତ୍ତମାନେ ନଗଦ ଟଙ୍କା, ସୁନା-ରୁପା ଅଳଙ୍କାର ସମେତ ଲାପଟପ୍‌ ଚୋରି କରି ଫେରାର ହୋଇଥିବା ଅଭିଯୋଗ ହୋଇଛି।
ସୂଚନା ଅନୁଯାୟୀ, କଲେଜ ରୋଡ୍‌ରେ ଭଡ଼ା ଘରେ ରହୁଥିବା ବ୍ୟବସାୟୀ ଯୁଗଳ ଅଗ୍ରୱାଲ ଗତ ୫ରୁ ୬ ଦିନ ହେଲା ବାବାଧାମ ଯାଇଥିଲେ। ଗତକାଲି ରାତି ପ୍ରାୟ ୧ଟା ସମୟରେ ସେ ଘରକୁ ଫେରିବା ପରେ ମୁଖ୍ୟ କବାଟର ତାଲା ଭଙ୍ଗା ଥିବା ଦେଖିଥିଲେ। ଘର ଭିତରକୁ ଯାଇ ଯାଞ୍ଚ କରିବା ପରେ ଚୋରି ହୋଇଥିବା ଜଣାପଡ଼ିଥିଲା।
ଅଭିଯୋଗ ଅନୁସାରେ, ଘରୁ ପ୍ରାୟ ୪ ଲକ୍ଷ ୫୦ ହଜାର ଟଙ୍କା ନଗଦ, ୧୫ ଗ୍ରାମ ସୁନା, ୩୦୦ ଗ୍ରାମ ରୁପା ଏବଂ ଗୋଟିଏ ଲାପଟପ୍‌ ଚୋରି ହୋଇଛି। ଘଟଣା ସମ୍ପର୍କରେ ଯୁଗଳ ଅଗ୍ରୱାଲ କେସିଙ୍ଗା ପୁଲିସକୁ ସୂଚନା ଦେଇଥିଲେ।
ଖବର ପାଇ କେସିଙ୍ଗା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘର ଓ ଆଖପାଖ ଅଞ୍ଚଳ ଯାଞ୍ଚ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ଚୋରିରେ ସମ୍ପୃକ୍ତ ଦୁର୍ବୃତ୍ତଙ୍କୁ ଚିହ୍ନଟ କରିବା ପାଇଁ ପୁଲିସ ବିଭିନ୍ନ ଦିଗରୁ ତଦନ୍ତ କରୁଥିବା ଜଣାପଡ଼ିଛି।ଉଲ୍ଲେଖଯୋଗ୍ୟ, ଗତ କିଛି ଦିନ ମଧ୍ୟରେ କେସିଙ୍ଗା ସହରରେ ଏକାଧିକ ଚୋରି ଘଟଣା ସାମ୍ନାକୁ ଆସିଛି। ଏହାକୁ ନେଇ ସହରବାସୀଙ୍କ ମଧ୍ୟରେ ଚିନ୍ତା ବଢ଼ିଛି। ଲଗାତାର ଚୋରି ଘଟଣାକୁ ରୋକିବା ସହ ଚୋରଙ୍କୁ ଧରିବା ଏବେ କେସିଙ୍ଗା ପୁଲିସ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇଛି।

News Comment

You Might Also Like

BACK TO TOP