Breaking News

ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||     

ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |

10-Aug-2026

ପୁର୍ବତନ ରାଷ୍ଟ୍ରପତି ଭି ଭି ଗିରିଙ୍କର 132ତମ ଜୟନ୍ତୀ ପାଳନ  ||

ଓଡିଶା ଜନମତ , ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ :-----

ଆମ ଓଡ଼ିଶା ର ଗର୍ବ ଓ ଗୌରବର ପ୍ରତୀକ ତଥା ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରିଙ୍କର ୧୩୨ ତମ ଜନ୍ମ ଜୟନ୍ତୀ ଉତ୍ସବ ତାଙ୍କର ବାସସ୍ଥଳୀ ଅଥବା ବର୍ତ୍ତମାନ ର ଭି ଭି ଗିରି ପ୍ରଶିକ୍ଷଣ ବାଳିକା ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଛି। ପ୍ରଧାନ ଶିକ୍ଷୟିତ୍ରୀ ଚାନ୍ଦିନୀ ପଣ୍ଡା ଙ୍କ ପୌରହିତ୍ୟରେ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ସୁନୀଲ କୁମାର କେରକେଟା ଯୋଗ ଦେଇ ଅଧ୍ୟୟନ ରତ ଛାତ୍ରୀ ମାନେ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇ ଭଲ ପାଠ ପଢି ଭଲ ମଣିଷ ହେବାର ବାର୍ତ୍ତା ପ୍ରଦାନ କରିଥିଲେ। ଆଜିର ଏହି କାର୍ଯ୍ୟକ୍ରମ ରେ ? ବିଦ୍ୟାଳୟ ର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀ ସହଯୋଗ କରିଥିଲେ ଓ କୃତି ଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥି ପୁରସ୍କାର ପ୍ରଦାନ କରିଥିଲେ।

News Comment

You Might Also Like

BACK TO TOP