Breaking News

ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||     

ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |

10-Aug-2026

ଖଲ୍ଲିକୋଟ: ପାଚିକା, ସହାୟିକାଙ୍କ ତାଲିମ ଶିବିର ଆୟୋଜିତ |

ଓଡିଶା ଜନ ମତ  ବ୍ୟୁରୋ,

ଖଲ୍ଲିକୋଟ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ସ୍ଥାନୀୟ ଶ୍ରୀମର୍ଦ୍ଦରାଜ ଉଚ୍ଚ ବିଦ୍ୟାଳୟ ସମ୍ମିଳନୀ କକ୍ଷରେ ବିଭିନ୍ନ କ୍ଲଷ୍ଟର ଅଧୀନସ୍ଥ ସରକାରୀ ପ୍ରାଥମିକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଉଭୟ ପାଚିକା , ପାଚିକା ସହାୟିକାଙ୍କ ଏକ ଦିବସୀୟ ତାଲିମ ଶିବିର ଆନୁଷ୍ଠାନିକ ରୀତିରେ ଅନୁଷ୍ଠିତ ହୋଇଯାଇଛି ।  ଖଲ୍ଲିକୋଟ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ତଥା ବିଶିଷ୍ଟ ଶିକ୍ଷାବିତ୍ ଶ୍ରୀଯୁକ୍ତ ସତ୍ୟନାରାୟଣ ଦାସ ସମସ୍ତ ପାଚିକା, ସହାୟିକାଙ୍କ କାର୍ଯ୍ୟକୁ ଉଚ୍ଚ ପ୍ରଶଂସା ସହିତ ଉତ୍ସାହିତ କରିଥିଲେ । 
ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତଥା ବି ଆର ସି ସି ସୁଶ୍ରୀ ସୁଷମା ଶବର ଉପସ୍ଥିତ ସମସ୍ତ ପାଚିକା, ପାଚିକା ସହାୟିକାଙ୍କୁ ବହୁ ପରାମର୍ଶ ପ୍ରଦାନ କରିଥିଲେ । କନକା ସି ଆର ସି ସି ଡକ୍ଟର ଦ୍ୱାରିକାନାଥ ମହାରଣା ସମ୍ବଳ ପ୍ରଶିକ୍ଷକ, ମର୍ଦ୍ଦରାଜ ଉଚ୍ଚ ବିଦ୍ୟାଳୟର ପାଚିକା ସୁଜାତା ଡାକୁଆ ସମ୍ବଳ ପ୍ରଶିକ୍ଷିକା ରୂପେ ଯୋଗଦେଇ ପାଚିକା, ସହାୟିକାଙ୍କ ପାଇଁ ଉଦ୍ଦିଷ୍ଟ ମାର୍ଗ ଦର୍ଶିକା, ବ୍ୟକ୍ତିଗତ ପରିଷ୍କାର ପରିଚ୍ଛନ୍ନତା, ଖାଦ୍ୟ ରନ୍ଧନ, ଖାଦ୍ୟ ସାମଗ୍ରୀର ମାନ ନିର୍ଦ୍ଧାରଣ, ଶୃଙ୍ଖଳିତ ଖାଦ୍ୟ ପରିବେଷଣ, ଖାଦ୍ୟ ପଦାର୍ଥ ସଂରକ୍ଷଣ ପଦ୍ଧତି, ସ୍ୱଚ୍ଛତା ପାଳନ ଆଦି ବହୁବିଧ ବିଷୟରେ ଉପସ୍ଥିତ ପାଚିକା, ପାଚିକା ସହାୟିକାଙ୍କୁ ବୁଝାଇଥିଲେ । ଆୟୋଜିତ ଶିବିରରେ ପଥରା ସି ଆର ସି ସି ପ୍ରକାଶ ଚନ୍ଦ୍ର ସେଠୀ, ଲଙ୍ଗଳେଶ୍ଵର ସି ଆର ସି ସି ନିରଞ୍ଜନ ସେଠୀ, ଉସ୍ତାପଡା ସି ଆର ସି ସି ରାଜେନ୍ଦ୍ର କୁମାର ପଣ୍ଡା ପ୍ରମୁଖ ସହଯୋଗ କରିଥିଲେ। 
ବଧିନୂଆପଲ୍ଲୀ, କେଶପୁର, କନକା, ଚିକିଲି, କୈରାଶି, ପଥରା, ଉସ୍ତାପଡା, ଦାନପୁର, କଞ୍ଚଣା, ସାବୁଳିଆ, ଟି. ବାଗଲପୁର ଆଦି କ୍ଲଷ୍ଟର ଅଧୀନସ୍ଥ ବିଦ୍ୟାଳୟ ଗୁଡିକରୁ ବହୁ ପାଚିକା, ପାଚିକା ସହାୟିକା ଯୋଗଦାନ କରିଥିଲେ ।

ରିପୋର୍ଟ-
ଡକ୍ଟର ଦ୍ଵାରିକାନାଥ ମହାରଣା
ଖଲ୍ଲିକୋଟ, ଗଞ୍ଜାମ

News Comment

You Might Also Like

BACK TO TOP