Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ମାଲେସିଆ ରୁ କଲିକତା ଆସୁଥିବା ବିମାନ ପାଇଲେଟ ଙ୍କଉପସ୍ଥିତ ବୁଦ୍ଧିଯୋଗୁ ସମସ୍ତ ଯାତ୍ରୀ ସୁରକ୍ଷିତ ରେ ଓଲ୍ଲାହିଁଲେ |

11-Aug-2026

ବିମାନର ପାଇଲଟଙ୍କୁ ବିଚଳିତ କଲା ଲେଜର ଆଲୋକ,
ମାଲେ ସିଆ ରୁ କୋଲକାତା ଆସୁଥିଲା  ବିମାନ  |  

ଓଡିଶା ଜନ ମତ ବ୍ୟୁରୋ,

 ବିମାନ ରେ କିଛି ତ୍ରୁଟି ହେଲେ ସେଥିରେ ବସିଥିବା ସମସ୍ତଙ୍କ ଜୀବନ ବିପନ୍ନ ହୋଇଯାଏ | ସେଥିପାଇଁ ପାଇଲେଟ ସବୁବେଳେ ଚଳ ଚଞ୍ଚଳ ଓ ତୀକ୍ଷ୍ଣ ନଜର ବାହାର, ଏବଂ ଭିତର ମଧ୍ୟରେ ରଖିଥାଏ |ବିମାନ ଅବତରଣ  ପୂର୍ବରୁ  ଏକ ଲେଜର ଆଲୋକ ତାଙ୍କ ଆଖିରେ ପଡିବାରୁ ବିଚଳିତ ହୋଇଗଲେ ପାଇଲେଟ,ସେ କଣ କରିବେ କିଛି ସମୟ ଆକାଶରେ ବିମାନ ଟିକୁ ଚକ୍କର କାଟିବା ପରର ତଳକୁ ଅବତରଣ କରାଇ ଥିଲେ  | ଏପରି ଏକ ଘଟଣା ଦେଖିବାକୁ ମିଳିଥିଲା ୧୫୯ ଜଣ ଯାତ୍ରୀଙ୍କୁ ନେଇ ମାଲେସିଆ ଏୟାରଲାଇନ୍ସର ଏକ ବିମାନ କୋଲକାତା ବିମାନବନ୍ଦରରେ ଅବତରଣ କରିବା ପୂର୍ବରୁ ବଡ଼ଧରଣର ଅଘଟଣରୁ ବର୍ତ୍ତି ଯାଇଛି। ବିମାନ ଅବତରଣ କରିବା ସମୟରେ ଏକ ଲେଜର ଆଲୋକ ପାଇଲଟଙ୍କ ଧ୍ୟାନ ଆକର୍ଷିତ କରିଥିଲା। ତେବେ ପାଇଲଟ କିଛି ସମୟ ଆକାଶରେ ଚକ୍କର କାଟିବା ପରେ ବିମାନଟିକୁ ସୁରକ୍ଷିତ ଭାବେ ଅବତରଣ କରାଇଥିଲେ।
କ୍ବାଲାଲମ୍ପୁରରୁ କୋଲକାତା ଆସୁଥିବା ବିମାନ ଏମ୍‌ଏଚ୍‌-୧୮୪  ରାତି ୧୧ଟା ୨୦ ମିନିଟରେ ଅବତରଣ କରିବାର ଥିଲା। ବିମାନଟି ରନୱେରୁ ପ୍ରାୟ ଆଠ ନଟିକାଲ୍ ମାଇଲ୍ ଦୂରରେ ଥିବାବେଳେ ପାଇଲଟ୍ ମଧ୍ୟମଗ୍ରାମ-ବାରାସତ ପାର୍ଶ୍ୱରୁ କକ୍‌ପିଟ୍‌ ଆଡ଼କୁ ଏକ ଉଜ୍ଜ୍ୱଳ ଲେଜର ବିମ୍ ଝଲସୁଥିବାର ଲକ୍ଷ୍ୟ କରିଥିଲେ। ଫଳରେ ସେ ବିଚଳିତ ହୋଇପଡ଼ିଥିଲେ। ବିମାନଟି ନିର୍ଦ୍ଧାରିତ ସମୟରେ ଅବତରଣ ନ କରି ଆକାଶରେ ଚକ୍କର କାଟିଥିଲା। ରାତି ୧୧ଟା ୨୫ ମିନିଟରେ ବିମାନ ସୁରକ୍ଷିତ ଭାବେ ଅବତରଣ କରିଥିଲା। ସମସ୍ତ ଯାତ୍ରୀ ଓ କ୍ରୁ ସଦସ୍ୟ ସୁରକ୍ଷିତ ଅଛନ୍ତି।
ଏହି ଘଟଣା ପରେ କୋଲକାତା ବିମାନବନ୍ଦର କର୍ତ୍ତୃପକ୍ଷ ବିମାନବନ୍ଦର ପୁଲିସ ଷ୍ଟେସନରେ ଅଭିଯୋଗ ଦାଖଲ କରିଛନ୍ତି। କୋଲକାତା ବିମାନବନ୍ଦର ନିର୍ଦ୍ଦେଶକ ବିକ୍ରମ ସିଂହ କହିଛନ୍ତି ଯେ, ବିମାନବନ୍ଦର ଚାରିପାଖରେ ଲେଜର ଲାଇଟ୍ ବ୍ୟବହାର ନିଷେଧ, କିନ୍ତୁ ଏପରି ଘଟଣା ବେଳେବେଳେ ଘଟେ ଓ ଏହା ବିମାନ ପରିଚାଳନାକୁ ପ୍ରଭାବିତ କରିଥାଏ। ବିମାନବନ୍ଦର କର୍ତ୍ତୃପକ୍ଷ ଘଟଣା ସମ୍ପର୍କରେ ପୁଲିସରେ ଅଭିଯୋଗ କରିବା ପରେ ଏହାର ତଦନ୍ତ କରାଯାଉଛି।

News Comment

You Might Also Like

BACK TO TOP