Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ ରେଯୁବ ରେଡ଼କ୍ରସ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ |

11-Aug-2026

ଯୁବ ରେଡକ୍ରସର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ।

ଓଡିଶା ଜନ ମତ,ଛତ୍ରପୁର, ତା.୧୧ / ୮,

(କେ.ସତ୍ୟନାରାୟଣ ରେଡ୍ଡୀ )
ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ଛତ୍ରପୁର ପରିସରରେ ଯୁବ ରେଡ଼କ୍ରସ ତରଫରୁ ଏକ ଜିଲ୍ଲା ସ୍ଥରୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ତଥା ପୂର୍ବତନ ରାଜ୍ୟ ଯୁବ ରେଡକ୍ରସ ଅଧିକାରୀ ଡ. ଅଜୟ କୁମାର ତ୍ରିପାଠୀଙ୍କ ପୌରହିତ୍ୟରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଗଞ୍ଜାମର ସମସ୍ତ ମହାବିଦ୍ୟାଳୟ ତଥା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଓ ସଂଯୋଜକ ମାନେ ଯୋଗଦାନ କରିଥିଲେ। କାର୍ଯ୍ୟକ୍ରମର ଉଦଘାଟନୀ ଉତ୍ସବରେ ଜିଲ୍ଲା ସଂଯୋଜକ ଡ ଜଗଦୀଶ ପାଲ ସ୍ବାଗତ ଭାଷଣ ପ୍ରଦା କରିଥିଲେ। କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ବନ୍ଧରେ ଯୁବରେଡକ୍ରସ ପରାମର୍ଶ ଦାତ୍ରୀ ଡ ଡାଏନା ପ୍ରଧାନ ପ୍ରାକ ସୂଚନା ପ୍ରଦାନ କରିଥିଲେ। ଊକ୍ତ ଅବସରରେ ମୁଖ୍ଯ ଅତିଥି ତଥା ଯୁବ ରେଡ଼କ୍ରସ ରାଜ୍ୟ ସଂଯୋଜକ ଶ୍ରୀ ଗୋପାଳ ମିଶ୍ର ନିଜ ଉଦବୋଧନରେ ରେଡକ୍ରସ କିପରି ଏକ ଆନ୍ତର୍ଜାତିକ ଆନ୍ଦୋଳନରେ ପରିଣତ ହୋଇଚି ତାହା ଦର୍ଶାଇଥିଲେ। ଅନ୍ୟତମ ଅତିଥି ସ୍ବେଚ୍ଛାସେବୀ ସଂଗଠନ ଅରୁଣାର ନିର୍ଦ୍ଦେଶକ ଶ୍ରୀଯୁକ୍ତ ଲୋକନାଥ ମିଶ୍ର ଯୋଗଦେଇ ରେଡକ୍ରସର ବ୍ୟାପକ କାର୍ଯ୍ୟକ୍ରମ ସମ୍ବନ୍ଧରେ ଆଲୋଚନା କରିଥିଲେ। ଉକ୍ତ ଉତ୍ସବକୁ ମହାବିଦ୍ୟାଳୟ ସଂଯୋଜିକା ଶ୍ରୀମତୀ ସାପା ରଞିତା ରାଣୀ ସଂଯୋଜନ କରିବା ସହ ଜିଲ୍ଲା ସଂଯୋଜିକା ତଥା ଉଦ୍ଭିଦ ବିଜ୍ଞାନ ଅଧ୍ୟପିକା ଡ ମିଲିମିତା ପାଢ଼ୀ ଧନ୍ୟବାଦ ପ୍ରସ୍ତାବ ଆଗତ କରିଥିଲେ। 
  ଗଞ୍ଜାମ ଜିଲ୍ଲା ଯୁବରେଡକ୍ରସର ପ୍ରାକ୍ତନ ସଂଯୋଜକ ଶ୍ରୀଯୁକ୍ତ ବି ଗୋବିନ୍ଦ ରାଓଙ୍କ ସଭାପତିତ୍ୱରେ ଆୟୋଜିତ ଦ୍ବିତୀୟ ବୈଷୟିକ ଅଧିବେଶନରେ ଜିଲ୍ଲା ମୋଟରଯାନ ନିରୀକ୍ଷକ ଶ୍ରୀ ରୋହିତ କୁମାର ପଣ୍ଡା ମୁଖ୍ୟ ବକ୍ତା ଏବଂ ସହାୟକ ଅଗ୍ନି ନିର୍ବାପକ ଅଧିକାରୀ ଶ୍ରୀ ଧନଞୟ ମଲ୍ଲିକ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ବିଭିନ୍ନ ସରକାରୀ ସଂସ୍ଥା ସହ ଯୋଗସୂତ୍ର ରକ୍ଷାକରି ସକରାତ୍ମକ କାର୍ଯ୍ୟପନ୍ଥା ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ। ଏଥି ସହିତ ବିଭିନ୍ନ ଅନୁଷ୍ଠାନରୁ ଆସିଥିବା ଅଧ୍ୟକ୍ଷ ତଥା ସଂଯୋଜିକା, ସଂଯୋଜକ ମାନେ  ନିଜ ନିଜର ମତାମତ ରଖିବା ସହ ନିଜ ସ୍ଥରରେ ରେଡକ୍ରସ କାର୍ଯ୍ୟକ୍ରମ ଆଗକୁ ନେବାପାଇଁ ବଦ୍ଧ ପରିକର ହୋଇଥିଲେ। ଡ଼ ମିଲିମିତା ପାଢ଼ୀଙ୍କ ପ୍ରତକ୍ଷ ସଂଯୋଜନାରେ ଆୟୋଜିତ ଉକ୍ତ ଜିଲ୍ଲା ସ୍ଥରୀୟ କାର୍ଯ୍ୟକ୍ରମର ସଫଳ ଆୟୋଜନ ନିମନ୍ତେ ଅଧ୍ୟକ୍ଷ ଡ ତ୍ରିପାଠୀ ସନ୍ତୋଷ ପ୍ରକାଶ କରିଥିଲେ ।।

News Comment

You Might Also Like

BACK TO TOP