Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ପ୍ରଭୁ ଗୋରେଖ ନାଥ ଙ୍କ ପୀଠରେ ଅପର୍ଯ୍ୟାପ୍ତ କାଉଡିଆ ଙ୍କ ଭିଡ଼ ,|

11-Aug-2026

ପ୍ରଭୁ ଗୋରେଖନାଥ ଙ୍କ ପୀଠରେ   ଅପର୍ଯ୍ୟାପ୍ତ କାଉଡିଆଙ୍କ ଭିଡ।

ଓଡିଶା ଜନମତ,ଜଗତସିଂହପୁର ଜ୍ୟୋତିରଞ୍ଜନପଟ୍ଟନାୟକ..... 

 ଶ୍ରାବଣ ମାସ ଦ୍ଵିତୀୟ ସୋମବାରରେ ଜଗତସିଂହପୁର ଜିଲ୍ଲା ରଘୁନାଥପୁର ବ୍ଲକ ଅନ୍ତର୍ଗତ କେରେକେରା ସ୍ଥିତ ପ୍ରସିଦ୍ଧ ବିଭୂତି କ୍ଷେତ୍ର ପ୍ରଭୁ ଗୋରେଖନାଥଙ୍କ ପୀଠରେ ହଜାର ହଜାର ସଂଖ୍ୟକ  କାଉଡ଼ିଆ ଜଳଲାଗି କରିଛନ୍ତି। ମହାନଦୀ ଓ ଏହାର ଶାଖାନଦୀରେ ବନ୍ୟାଜଳ ପ୍ରବାହିତ ହେଉଥିବା ସତ୍ତ୍ୱେ ମାନସିକଧାରୀ ମାନେ ବିଭିନ୍ନ ଘାଟରୁ ପାଣି ଉଠାଇ ପ୍ରଭୁଙ୍କ ପୀଠ ଅଭିମୁଖେ ଯାତ୍ରା କରିଥିଲେ। ରବିବାର ଠାରୁ ପୀଠରେ କାଉଡିଆମାନଙ୍କ ଗହଳି ଆରମ୍ଭ ହୋଇଥିଲା।ପ୍ରବଳ ଭକ୍ତ ସମାଗମକୁ ଦୃଷ୍ଟିରେ ରଖି ପୀଠ ପ୍ରଶାସନ ପକ୍ଷରୁ ରାତି ୧ ଟାରୁ ପ୍ରଭୁଙ୍କ ନୀତି ସମାପନ ପରେ ଭକ୍ତମାନେ ପ୍ରଭୁଙ୍କୁ ଜଳଲାଗି କରିଥିଲେ। ଅସମ୍ଭବ ଭିଡ଼କୁ ଦୃଷ୍ଟିରେ ରଖି ତିର୍ତ୍ତୋଲ ପୋଲିସ ପକ୍ଷରୁ ପୀଠ ଓ ବିଭିନ୍ନ ସ୍ଥାନରେ  ପୋଲିସମାନଙ୍କୁ ନିୟୋଜିତ କରାଯାଇଥିଲା। ବିଭିନ୍ନ ସେଛାସେବି ସଙ୍ଗଠନ ପକ୍ଷରୁ  ପୀଠ ପରିସରରେ ଉପସ୍ଥିତ ରହି ବିଭିନ୍ନ ପ୍ରକାର ସେବା ଯୋଗାଇଥିଲେ। ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ପୀଠ ପକ୍ଷରୁ ପର୍ଯ୍ୟାପ୍ତ ପାନୀୟଜଳ, ଶୌଚାଳୟ ସହ ଆଲୋକିକରଣ ବ୍ୟବସ୍ଥା କରାଯାଇଥିଲା। ଏହାଛଡା ରହିବା ପାଇଁ ଟେଣ୍ଟ ଓ ଫାଷ୍ଟେଡ ର  ବି ସୁବିଧା କରାଯାଇଥିଲା।ପୀଠ ସମ୍ମୁଖ ରାସ୍ତାର କେତେକ ସ୍ଥାନରେ ଥିବା ଖାଲଖମା ମରାମତି ହୋଇନଥିବାରୁ ଅନେକ କାଉଡ଼ିଆ ଜାଣିନପାରି ଖାଲରେ ପଡି ଆହତ ହୋଇଥିବା ଘଟଣା ଦେଖିବାକୁ ମିଳିଥିଲା। ତିର୍ତ୍ତୋଲ ତହସିଲଦାର ମହେଶ୍ବର ବେହେରା ମାଜିଷ୍ଟ୍ରେଟ ଦାୟୀତ୍ୱରେ ଥିବାବେଳେ ତିର୍ତ୍ତୋଲ ଏସଡିପିଓ ଅଜୟ କୁମାର ଦାସ, ତିର୍ତ୍ତୋଲ ଥାନା ଅଧିକାରୀ ବଂଶିଧର ପ୍ରଧାନ ଓ ରଘୁନାଥପୁର ଥାନା ଅଧିକାରୀ ପ୍ରେମଜିତ ଦାସ ପ୍ରମୁଖ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP