Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ସ୍କାଉଟ ଓଗାଇଡ଼ସ ର ଦୀକ୍ଷାନ୍ତ ଦିବସ ସମାରୋହ |

11-Aug-2026

ସ୍କାଉଟ ଓ ଗାଇଡସ୍ ର ଦୀକ୍ଷାନ୍ତ ଦିବସ ସମାରୋହ 

ଜନମତ ଓଡିଶା, ମାଧବ ବେହେରା,
ଖଲ୍ଲିକୋ : 11/8 :------

ସ୍ଥାନୀୟ ଫୁଲଝର ସ୍ଥିତ ସରସ୍ବତୀ ଶିଶୁବିଦ୍ୟାମନ୍ଦିର ପରିସର ରେ ଖଲ୍ଲିକୋଟ ସରସ୍ଵତୀ ଶିଶୁବିଦ୍ୟାମନ୍ଦିର ଓ କହ୍ନେଇ ପୁର ହାଇସ୍କୁଲ ର ସ୍କାଉଟ ଓ ଗାଇଡସ୍ ର ଦୀକ୍ଷାନ୍ତ ଦିବସ ସମାରୋହ ଅନୁଷ୍ଠିତ ହୋଇ ଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ରୂପେ ଖଲ୍ଲିକୋଟ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ସତ୍ଯନାରାୟଣ ଦାସ ଯୋଗ ଦେଇ ଶିଶୁମାନଙ୍କୁ ପାଠପଢା ସହିତ ଭଲକାମ ସ୍କାଉଟ ଓ ଗାଇଡ ମାଧ୍ୟମ ରେ କରିବାକୁ ମାର୍ଗଦର୍ଶନ କରିଥିଲେ। ଜିଲ୍ଲା ଶିକ୍ଷାଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲାର ସ୍କାଉଟ ତାଲିମ କମିଶନର ଶ୍ରୀଯୁକ୍ତ ବିକ୍ରମ ମହାରଣା ,ସହଜିଲ୍ଲା କମିଶନର ଅରୁଣ କୁମାର ପଟ୍ଟନାୟକ, ସ୍କାଉଟ ମାଷ୍ଟର ନୀଳକଣ୍ଠ ମହାରଣା,ସ୍କାଉଟ ମାଷ୍ଟର ଶ୍ରୀଯୁକ୍ତ ପୀତବାସ ମହାପାତ୍ର ଓ ଗାଇଡ କ୍ୟାପଟେନ ଶ୍ରୀମତୀ ନମିତାରାଣୀ ପଲେଇ ପ୍ରମୁଖ ଯୋଗ ଦେଇ ଶିଶୁମାନଙ୍କୁ ଦୀକ୍ଷାନ୍ତ ଦେଇଥିଲେ। ଅନୁଷ୍ଠାନାର ସମ୍ପାଦକ ଶ୍ରୀଯୁକ୍ତ ଅକ୍ଷୟ କୁମାର ସାହୁ ଓ ସଭାପତି ଶ୍ରୀଯୁକ୍ତ ପ୍ରତାପ ଚନ୍ଦ୍ର ମହାପାତ୍ର ଉପସ୍ଥିତ ଅତିଥିମାନଙ୍କୁ ସମ୍ମାନୀତ କରିଥିଲେ।
ଅନୁଷ୍ଠାନର ପ୍ରଧାନାଚାର୍ଯ୍ଯ ଶ୍ରୀଯୁକ୍ତ ରବୀନ୍ଦ୍ର ନାଥ ଦାଶ ଉପସ୍ଥିତ ଅତିଥିମାନଙ୍କ ସ୍ବାଗତ ସହିତ ସମ୍ବର୍ଦ୍ଧିତ କରିଥିଲେ। ସ୍କାଉଟ ମାଷ୍ଟର ପବିତ୍ର ତରେଇ ଓ ଗାଇଡ କ୍ୟାପଟେନ ଆଲଫା ମହାରଣା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

News Comment

You Might Also Like

BACK TO TOP