Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |

11-Aug-2026

କନ୍ଧମାଳ ଜିଲ୍ଲାକୁ ଅଶାନ୍ତ କରିବାକୁ ଦିଆଯିବ ନାହିଁ : ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ମେଡିକାଲ କଲେଜ ନାମକରଣ ନିଷ୍ପତ୍ତି କୁ ସ୍ବାଗତକଲେ ଜିଲ୍ଲା ବାସୀ |

ଓଡିଶା ଜନମତ,ବାଲିଗୁଡ଼ା, ତା, ୧୧/୦୮,

(ସଞ୍ଜୟ କୁମାର ପାଣିଗ୍ରାହୀ) : ------

କିଛି ଦିନ ହେବ ଶାନ୍ତ କନ୍ଧମାଳ କୁ ଅଶାନ୍ତ କରିବା ପାଇଁ କିଛି କୁଚକ୍ରୀ ଯୋଜନାବଦ୍ଧ ଭାବରେ ଷଡ଼ଯନ୍ତ୍ର ରଚନା କରୁଛନ୍ତି। ବିଧର୍ମୀ ମାନେ ଆଦିବାସୀ ଙ୍କୁ ହିନ୍ଦୁ ନୁହନ୍ତି ବୋଲି କହି ଆମ ଆମ ମଧ୍ୟ ରେ ବିଭେଦ ସୃଷ୍ଟି କରି ସୋସିଆଲ ମିଡ଼ିଆରେ ବିଭିନ୍ନ ଆରୋପ ପ୍ରତ୍ୟାରୋପ ଜାରି ରହିଛି। ଯାହାକୁ ଆମେ ଓ ଆମ ଆଦିବାସୀ ସମ୍ପ୍ରଦାୟ ବରଦାସ୍ତ କରିବୁ ନାହିଁ ଏଥିରୁ ନିବୃତ ରୁହନ୍ତୁ ବୋଲି କହିଛନ୍ତି କିଛି ଆଦିବାସୀ ଶିକ୍ଷିତ ଯୁବକ ଓ ଯୁବତୀ।ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ଙ୍କ ନାମରେ ରାଜ୍ୟ ସରକାରଙ୍କ ପକ୍ଷରୁ ଫୁଲବାଣୀର ସରକାରୀ ମେଡିକାଲ୍ କଲେଜକୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ଭେଷଜ ମହାବିଦ୍ୟାଳୟ ନାମରେ ନାମିତ କରାଯିବା ନିଷ୍ପଭିକୁ ସ୍ବାଗତ କରିଛନ୍ତି ।  ଏ ନେଇ ସ୍ଥାନୀୟ ଗାୟତ୍ରୀ ମନ୍ଦିର ସମ୍ମିଳନୀ କକ୍ଷ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା ପାଇଁ ଏକ ଗର୍ବର ବିଷୟ ବୋଲି କହିଛନ୍ତ ସ୍ୱାମୀଜୀ ଙ୍କ ଅନୁଗାମୀ ଆଦିବାସୀ ସମ୍ପ୍ରଦାୟ ର ଯୁବକ ଯୁବତୀ ମାନେ।ଏଥିପାଇଁ ରାଜ୍ୟ ସରକାରଙ୍କୁ ସାଧୁବାଦ ଦିଆଯାଇଛି। ସେହିଭଳି ତୁମୁଡ଼ିବନ୍ଧ ଜଲେଶପଟା ଆଶ୍ରମ ବିକାଶ ପାଇଁ ରାଜ୍ୟ ସରକାରଙ୍କ ଅନୁଦାନ ଘୋଷଣା ପାଇଁ ମଧ୍ୟ କୃତଜ୍ଞତା ଜ୍ଞାପନ କରାଯାଇଛି। ଦୀର୍ଘ ୪୦ ବର୍ଷ ଧରି କନ୍ଧମାଳରେ ଜନଜାତିର ବିକାଶ ସହିତ ଶିକ୍ଷା, ସ୍ବାସ୍ଥ୍ୟ ଭଳି ବିଭିନ୍ନ ଦିଗରେ କାର୍ଯ୍ୟକରିଥୁବା ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ପାଇଁ ଏହା ପ୍ରକୃତ ଶ୍ରଦ୍ଧାଞ୍ଜଳି ବୋଲି କୁହାଯାଇଛି।

News Comment

You Might Also Like

BACK TO TOP