Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |

11-Aug-2026

ସ୍ତ୍ରୀକୁ କିରୋସିନି ଢାଳି ନିଆଁ ଲଗାଇ ହତ୍ୟା ଘଟଣାରେ 
ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ l

ଓଡିଶା ଜନମତ,କୋଦଳା :11/08/26 :

ନରେନ୍ଦ୍ର ନାଥ ଗୌଡ଼

ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ବୁଢାମ୍ବ ଠାରେ ବିବାହର 8 ବର୍ଷ ପରେ ସ୍ତ୍ରୀକୁ କିରୋସିନି ଢାଳି ନିଆଁ ଲଗାଇ ହତ୍ୟା ମାମଲାର ଆଜି ରାୟ ପ୍ରକାଶ ପାଇଛି। କୋଦଳା ସ୍ଥିତ ଅତିରିକ୍ତ ଜିଲ୍ଲା ଦୌରାଜଜ୍ ବିଶ୍ବ ରଞ୍ଜନ ବେହେରା ଉକ୍ତ ମାମଲାର ଆଜି ରାୟ ପ୍ରକାଶ କରିଛନ୍ତି । ଅଭିଯୁକ୍ତ ସ୍ବାମୀକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ଅତିରିକ୍ତ ଜିଲ୍ଲା ଦୌରାଜଜ୍। ଏଥି ସହିତ 50 ହଜାର ଟଙ୍କା ଜରିମାନା ଦେବାକୁ ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ସତ୍ତ୍ବେ ଅଧିକ 6 ମାସ କାରାଦଣ୍ଡାଦେଶ ହୋଇଥିବା ରାୟରେ ଉଲ୍ଲେଖ କରିଛନ୍ତି କୋର୍ଟ।ସୂଚନା ମୁତାବକ ଗତ 11 ଅକ୍ଟୋବର 2022 ରେ ବୁଢାମ୍ବ ଠାରେ ସ୍ତ୍ରୀକୁ  ଯୌତୁକ ପାଇଁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ସ୍ବାମୀ ସଦାମ ହୁସେନ୍ ନିଜ ସ୍ତ୍ରୀ ସନିମା ବିବିଙ୍କୁ କିରୋସିନି ଢାଳି ନିଆଁ ଲଗାଇ ଦେଇଥିଲେ।ଗୁରୁତର ଅବସ୍ଥାରେ ତାଙ୍କୁ ଖୋର୍ଦ୍ଧା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିଛି ଦିନ ହସ୍ପିଟାଲରେ ଜୀବନ ମରଣ ସହ ସଂଘର୍ଷ କରି ଶେଷରେ ପିଡିତା ମହିଳାଙ୍କ ଗତ 23 ଡିସେମ୍ବର 2022 ରେ ମୃତ୍ୟୁ ଘଟିଥିଲା। ଏହି ମାମଲାରେ ସ୍ବାମୀ ସଦାମ ହୁସେନ୍ , ଶାଶୁ ସାଇରା ଭାନୁ, 2 ନଣନ୍ଦ ସାଜିଦା ବିବି, ଓ୍ବାହିଦା ବିବିଙ୍କ ନାମରେ କବିସୂର୍ଯ୍ୟନଗର ଥାନାରେ ମାମଲା ରୁଜୁ ହୋଇଥିଲା। ତେବେ କୋର୍ଟ ମୋଟ 21 ଜଣ ସାକ୍ଷୀଙ୍କ ବୟାନକୁ ଭିତି କରି ସ୍ବାମୀକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିବା ବେଳେ ଶାଶୁ ଓ 2 ନଣନ୍ଦଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ମୁଖ୍ଯ ଅଭିଯୁକ୍ତ ସ୍ବାମୀକୁଂ କୋଦଳା ଉପ କାରାଗାରକୁ ପଠାଇ ଦିଆଯାଇଛି। ମାମଲାକୁ ଅତିରିକ୍ତ ଜିଲ୍ଲା ଅଭିଯୋଜକ ରଶ୍ମିରାଣୀ ବଳବନ୍ତରାୟ ପରିଚାଳନା କରୁଥିଲେ l

News Comment

You Might Also Like

BACK TO TOP