Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ ଙ୍କ ଦ୍ୱାରା ରାସନ କାର୍ଡ ବଣ୍ଟନ |

11-Dec-2024

୧୯୧୭ ଜଣ ପ୍ରବାସୀ ଓଡିଆଙ୍କୁ ରାଶନ କାର୍ଡ ବଣ୍ଟନ ମନ୍ତ୍ରୀ

ପୋଲସରା ୧୦/୧୨/୨୪  ଗଞ୍ଜାମ ଜିଲ୍ଲାର ପୋଲସରା ବ୍ଲକର ୧୯୧୭ ଜଣ ପ୍ରବାସୀ ଓଡ଼ିଆଙ୍କୁ ନୂତନ ରାଶନ କାର୍ଡ ଡିସେମ୍ବର ୧୦ ତାରିଖ ଦିନ ବଣ୍ଟନ କରାଯାଇଛି।  ପୋଲସରା ଗୋଷ୍ଠୀ ଉନ୍ନୟନ ଅଧିକାରୀ କୁରେଶ ଚନ୍ଦ୍ର ଜାନୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପୋଲସରା ବ୍ଲକ ପରିସରରେ  ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମତ୍ସ୍ୟ ଓ ପ୍ରାଣୀଧନ ବିକାଶ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ରାଷ୍ଟ୍ରମନ୍ତ୍ରୀ(ସ୍ୱାଧୀନ) ଗୋକୁଳାନନ୍ଦ ମଲ୍ଲିକ ଏବଂ ସମ୍ମାନିତ ଅତିଥି ଭାବେ ପୋଲସରା ବ୍ଲକ ଅଧ୍ୟକ୍ଷା କଳ୍ପନା ପ୍ରଧାନ , ଉପାଧ୍ୟକ୍ଷ କାହ୍ନୁଚରଣ ପରିଡ଼ା ଯୋଗଦେଇ ୨୬ ଗୋଟି ପଞ୍ଚାୟତର ୧୯୧୭ ଜଣ ପ୍ରବାସୀ ଓଡ଼ିଆଙ୍କୁ ନୂତନ ରାଶନ କାର୍ଡ ବଣ୍ଟନ କରିଥିଲେ। ଏଥିସହ ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତି ମେମ୍ବର ବୃନ୍ଦଙ୍କ ସହ ହିତାଧିକାରୀ ଓ ଜନସାଧାରଣ ଉପସ୍ଥିତ ଥିଲେ। ଓଡ଼ିଶାର ରାଜ୍ୟର ପ୍ରଥମ ପ୍ରଧାନ ମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ବିଶ୍ବନାଥ ଦାସଙ୍କ ପ୍ରତିମୃତ୍ତୀ ସ୍ଥାପନ, ଜଳର ସଂରକ୍ଷଣ ପାଇଁ ଧନେଇ ଡ଼୍ୟାମକୁ ଏକ ମିଟର ଗଭୀର କରିବା, ଧାନମଣ୍ଡିରେ ହେଉଥିବା କଟଣି ଛଟଣି ବନ୍ଦ, ଈ କେୱିସି ମାଧ୍ଯମରେ ଭୂତ ରାସନ୍ କାର୍ଡରୁ ଲୋକଙ୍କୁ ବାଦ୍ ଦେଇ ନୂତନ ହିତାଧିକାରୀ ଅନ୍ତର୍ଭୁକ୍ତ କରିବା, ୨୦୨୭ ସୁଦ୍ଧା କେହିବି ରାସନ୍ କାର୍ଡ ଓ ଆବାସ ଯୋଜନାରୁ ବଞ୍ଚିତ ରହିବେ ନାହିଁ ବୋଲି ମନ୍ତ୍ରୀ ଶ୍ରୀ ମଳିକ କହିବା ସହିତ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ଅବଗତ କରାଇ ଏହାର ସୁଯୋଗ ନେବାପାଇଁ ଉପସ୍ଥିତ ଜନସାଧାରଣଙ୍କୁ ଅବଗତ କରାଇଥିଲେ। ଏଥିସହ ବିଭିନ୍ନ ବିଦ୍ୟାଳୟ ପାଇଁ ଆସିଥିବା ଖେଳ ସାମଗ୍ରିକୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ/ଶିକ୍ଷୟିତ୍ରୀମାନଙ୍କୁ ବଣ୍ଟନ କରାଯାଇଥିଲା। କାର୍ଯ୍ୟନିର୍ବାହୀ ଅଧିକାରୀ କିଶୋର ବେହେରା ମଞ୍ଚ ପରିଚାଳନା ଦାୟିତ୍ଵ ଗ୍ରହଣ କରିଥିବା ବେଳେ ଅନ୍ଯ କର୍ମଚାରୀ ମାନେ ଉପସ୍ଥିତ ରହି ସକ୍ରିୟ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP