Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||

12-Aug-2026

କଲ୍ୟାଣସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ

ଓଡିଶା ଜନମତ ରାୟଗଡା , ୧୨/୮,

(କାମେଶ୍ୱର କରକରିଆ): ----

ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦଭାବନା ଗୃହଠାରେ ବ୍ଲକର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଓ ସମସ୍ୟା ସମ୍ପର୍କରେ ଏକ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ମନୀଷା ଦାସଙ୍କ ତତ୍ତ୍ୱାବଧାନରେ ଆୟୋଜିତ ବୈଠକରେ ବିଷମକଟକ ବିଧାନସଭା ନିର୍ବାଚନମଣ୍ଡଳୀର ବିଧାୟକ ନୀଳମାଧବ ହିକକା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ବୈଠକରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ଅମ୍ବ୍ରିତା କାଡ୍ରାକା,ସହକାରୀ ନିର୍ବାହୀ ଯନ୍ତ୍ରୀ  କ୍ଷୀରଦ କୁମାର କାଲ, ବ୍ଲକ ଉପାଧ୍ୟକ୍ଷ ଡମ୍ବରୁଧର କଞ୍ଜାକା ଓ କୋରାପୁଟ ଲୋକସଭା ସାଂସଦ ପ୍ରତିନିଧି କୁମାର ସ୍ୱାମୀ କୌଶଲ୍ୟା ମଞ୍ଚାସୀନ ଥିଲେ। ଏଥିସହ ବ୍ଲକର ୧୪ଟି ପଞ୍ଚାୟତର ସରପଞ୍ଚ, ସମିତି ସଦସ୍ୟ ଓ ବିଭିନ୍ନ ବିଭାଗର କର୍ମଚାରୀମାନେ ବୈଠକରେ ଉପସ୍ଥିତ ରହିଥିଲେ। ବୈଠକରେ ବ୍ଲକ ଅଞ୍ଚଳରେ ଚାଲିଥିବା ବିଭିନ୍ନ ସରକାରୀ ଯୋଜନା, ଉନ୍ନୟନମୂଳକ କାର୍ଯ୍ୟ, ପାନୀୟଜଳ, ରାସ୍ତାଘାଟ, ଶିକ୍ଷା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ ଓ ଅନ୍ୟାନ୍ୟ ମୌଳିକ ସମସ୍ୟା ନେଇ ଆଲୋଚନା ହୋଇଥିଲା। ପଞ୍ଚାୟତସ୍ତରରେ ରହିଥିବା ସମସ୍ୟାଗୁଡ଼ିକର ସମୀକ୍ଷା କରାଯିବା ସହ ଲୋକଙ୍କ ନିକଟରେ ସରକାରୀ ଯୋଜନାର ସୁଫଳ ପହଞ୍ଚାଇବା ଉପରେ ଗୁରୁତ୍ୱ ଦିଆଯାଇଥିଲା।ବିଭିନ୍ନ ପଞ୍ଚାୟତର ପ୍ରତିନିଧିମାନେ ନିଜ ଅଞ୍ଚଳର ସମସ୍ୟା ଓ ଆବଶ୍ୟକତା ବୈଠକରେ ଉପସ୍ଥାପନ କରିଥିଲେ। ସମସ୍ୟାଗୁଡ଼ିକର ଯଥାଶୀଘ୍ର ସମାଧାନ ଏବଂ ଉନ୍ନୟନ କାର୍ଯ୍ୟରେ ଗତି ଆଣିବା ନେଇ ଆଲୋଚନା ହୋଇଥିଲା। ବିଧାୟକ ନୀଳମାଧବ ହିକକା ବ୍ଲକର ସାମଗ୍ରିକ ବିକାଶ ପାଇଁ ସମସ୍ତେ ସମନ୍ୱୟ ରଖି କାର୍ଯ୍ୟ କରିବାକୁ ଗୁରୁତ୍ୱ ଦେଇଥିଲେ। ବୈଠକରେ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀଙ୍କ ସମେତ ଜନପ୍ରତିନିଧିମାନେ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP