Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |

12-Aug-2026

ପୋଲସରାରେ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
ତା. ୧୨/୮/୨୦୨୬:- ----

ପୋଲସରାଠାରେ ବିଶାଳ ତିରଙ୍ଗା ଶୋଭାଯାତ୍ରା ନିର୍ବିଘ୍ନ ଏବଂ ଶାନ୍ତି ଶୃଙ୍ଖଳାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୋଲସରା ବିଧାୟକ ତଥା ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ବିଡ଼ିଓ ଶଶିଭୂଷଣ ମହାପାତ୍ର,ପୌରପରିଷଦ ନିର୍ବାହୀ ଅଧିକାରୀ କୈଳାଶ ଚନ୍ଦ୍ର ଜେନା ଘୁମୁସର ଜିଲ୍ଲା ବିଜେପି ପୂର୍ବତନ ଉପସଭାପତି ପ୍ରଭାକର ପଣ୍ଡା ଓ ଉକ୍ତ ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ପୂର୍ବତନ  ସଭାପତି ଦୀପକ କୁମାର ପ୍ରଧାନ, ପୂର୍ବତନ ବ୍ଲକ୍ ଅଧ୍ୟକ୍ଷା ସଂଯୁକ୍ତା ପ୍ରଧାନ, ନଗର ସା°ସଦ ପ୍ରତିନିଧି ସୀମାଞ୍ଚଳ ସାହୁ, ନଗର ମଣ୍ଡଳ ସଭାପତି ପ୍ରସନ୍ନ କୁମାର ଡାକୁଆ ଓ ନଗର ସଭାପତି ରାମକୃଷ୍ଣ ପ୍ରଧାନଙ୍କ ସମେତ ସରକାରୀ ପ୍ରାଥମିକ ଶିକ୍ଷକ ଶିକ୍ଷା ତାଲିମ ପ୍ରତିଷ୍ଠାନର  ଗୁରୁ ଛାତ୍ରଛାତ୍ରୀ, ପୋଲସରା ବିଜ୍ଞାନ ମହାବିଦ୍ୟାଳୟ  ଛାତ୍ରଛାତ୍ରୀ, ଆଞ୍ଚଳିକ ମହିଳା ଉଚ୍ଚ ମାଧ୍ୟମିକ  ବିଦ୍ୟାଳୟର ଛାତ୍ରୀ, ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ, ଅଙ୍ଗନୱାଡି କର୍ମୀ, ଆଶାକର୍ମୀ, ମହିଳା ସ୍ୱୟଂ ସହାୟିକା  ଗୋଷ୍ଠୀର ମହିଳାବୃନ୍ଦ, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ରାଜେନ୍ଦ୍ର ପାତ୍ର, ଶିକ୍ଷାବିତ୍ କାମ୍ଫ ବାଢ଼େଇଙ୍କ ସମେତ, ବିଭିନ୍ନ ପଞ୍ଚାୟତର ସରପଞ୍ଚ  ଓ ସମିତି ସଭ୍ୟ/ସଭ୍ୟା, ସ୍ୱେଚ୍ଛାସେବୀ, ସମାଜସେବୀ, ବିଭିନ୍ନ ସଂଗଠନ ନେତୃବୃନ୍ଦ, ହାତୀଓଟ ମଣ୍ଡଳ ସଭାପତି ପ୍ରସାନ୍ତ କୁମାର ପ୍ରଧାନଙ୍କ ସମେତ ହଜାର ହଜାର ସଂଖ୍ୟାରେ ମହିଳା ଓ ପୁରୁଷମାନେ ସ୍ୱତଃସ୍ପୁତ ଭାବେ ଯୋଗଦେବା ସହିତ ହାତରେ ତିରଙ୍ଗା ପତାକା ଧରି ଶୋଭାଯାତ୍ରାରେ ସାମିଲ୍ ହୋଇ ଦେଶଭକ୍ତିର ପରିଚୟ ଦେଇଥିବାର ଦେଖିବାକୁ ମିଳିଥିଲା। ରାଲିଟି ଲୁଣିଘାଟି ଠାରୁ ବାହାରି ରାଣୀପଡ଼ା  ପଶ୍ଚିମମୁଖୀ ଲଙ୍ଗଳେଶ୍ୱର  ମହାଦେବଙ୍କ ମନ୍ଦିରରେ ସମାପ୍ତ ହୋଇଥିଲା। ଏହି ଦେଶାତ୍ମକ ପ୍ରେରଣାଦାୟୀ ରାଲି ସମୟରେ ବିଭିନ୍ନ ଦେଶାତ୍ମକ ବୋଧ ସ୍ଳୋଗାନ ଏବଂ ସଙ୍ଗୀତ ସ୍ୱରରେ ସମଗ୍ର ସହରଟି ପ୍ରକମ୍ପିତ ହୋଇଯାଇଥିଲା। ଶାନ୍ତିଶୃଙ୍ଖଳା ଏବଂ ଗମନାଗମନ ସୁବିଧା ଦୃଷ୍ଟିରୁ ସ୍ଥାନିୟ ପୋଲିସ ଥାନା ଆଇଆଇସି  କୌଶିକ ମାଝୀଙ୍କ ଉପସ୍ଥିତିରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା।

News Comment

You Might Also Like

BACK TO TOP